Home

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ଦିବସ

ଭୁବନେଶ୍ୱର,୬।୪: ଦେଶର ସର୍ବବୃହତ୍‌ ଆଲୁମିନିୟମ  କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ନିକଟରେ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ା ଏବଂ ଲାଞ୍ଜିଗଡ଼ କାର୍ଯ୍ୟ କ୍ଷେତ୍ରରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟକୁ ପାଳନ କରାଯାଇଛି।…

ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି

ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ରେ ଏହାର ଅଭିବୃଦ୍ଧି…

ବିଏମ୍‌ସି ପକ୍ଷରୁ କର୍କଟ ପରୀକ୍ଷା ଶିବିର

ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ କର୍କଟ ଚିକିତ୍ସା କେନ୍ଦ୍ର ବାଲ୍‌କୋ ମେଡିକାଲ ସେଣ୍ଟର(ବିଏମ୍‌ସି) ନ୍ୟୁ ରାୟପୁର ଛତିଶଗଡ଼ ପକ୍ଷରୁ ଏକ ମେଗା କର୍କଟ ରୋଗ ପରୀକ୍ଷା ଶିବିରର ଆୟୋଜିତ ହୋଇଯାଇଛି। ବିଶେଷକରି ବରଗଡ଼ ଜିଲାର ସାଇ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲ ଓ…

ଡିଜିଟାଲ ଦୁକାନ୍‌

ନୂଆଦିଲ୍ଲୀ,୬।୪: ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ଏକ ଅଭିନବ ସୁବିଧା ଡିଜିଟାଲ ଦୁକାନ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଭିସା ସହଭାଗିତାରେ ବ୍ୟାଙ୍କ ବ୍ୟାପକ ଡିଜିଟାଲ ସମାଧାନ ଯୋଗାଇବ। ଏହା ବ୍ୟବସାୟୀମାନଙ୍କୁ ବିଭିନ୍ନ ମାଧ୍ୟମରେ ଡିଜିଟାଲ୍‌ ପେମେଣ୍ଟ ଗ୍ରହଣ କରିବାରେ ସହାୟକ…

୭ ବର୍ଷରେ ୪୧,୦୦୦ କୋଟିର ଋଣ ମଞ୍ଜୁର

ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ…

ଦୀପକ ବକ୍ସରଙ୍କୁ ମେକ୍ସିକୋରୁ ଦିଲ୍ଲୀ ଅଣାଗଲା

ନୂଆଦିଲ୍ଲୀ, ୬।୪: ମୋଷ୍ଟ ଓ୍ବାଣ୍ଟେଡ୍‌ ପଳାତକ ଦୀପକ ବକ୍ସରଙ୍କୁ ବୁଧବାର ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ଟିମ୍‌ ମେକ୍ସିକୋରୁ ଦିଲ୍ଲୀ ଆଣିଛି। ଦୀପକଙ୍କୁ ଧରିବା ପାଇଁ ଦିଲ୍ଲୀ ପୋଲିସ, ଫେଡେରାଲ୍‌ ବ୍ୟୁରୋ ଅଫ୍‌ ଇନ୍‌ଭେଷ୍ଟିଗେଶନ୍‌ (ଏଫ୍‌ବିଆଇ), ମେକ୍ସିକୋ ପୋଲିସ ପକ୍ଷରୁ ସ୍ବତନ୍ତ୍ର ଅପରେଶନ୍‌…

ଅରୁଣାଚଳ ଉପରେ ସାର୍ବଭୌମତ୍ୱ ଅଧିକାର ଜାହିର କଲା ଚାଇନା

ନୂଆଦିଲ୍ଲୀ,୬ା୪: ଅରୁଣାଚଳ ପ୍ରଦେଶସ୍ଥିତ ୧୧ଟି ସ୍ଥାନର ନାମ ପରିବର୍ତ୍ତନ ପରେ ଏହି ଭୂଖଣ୍ଡ ଉପରେ ଚାଇନା ନିଜ ସାର୍ବଭୌମତ୍ୱ ଦାବି କରିଛି। ଚାଇନାର ଗୃହ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ଏକ ତାଲିକା ଜାରି କରାଯାଇଥିଲା। ଏଥିରେ ଅରୁଣାଚଳ ପ୍ରଦେଶସ୍ଥିତ ୧୧ଟି…

୫ ଭାରତୀୟ ବଂଶୋଦ୍ଭବ ସ୍ଥାନିତ

ଓ୍ବାଶିଂଟନ୍‌, ୬।୪: ପାଞ୍ଚଜଣ ଭାରତୀୟ ବଂଶୋଦ୍ଭବ ମହିଳା ଏକ୍‌ଜିକ୍ୟୁଟିଭ୍‌ଙ୍କ ନାମ ‘୧୦୦ ମୋଷ୍ଟ ଇନ୍‌ଫ୍ଲୁଏନ୍ସିଆଲ୍‌ ଓମେନ ଇନ୍‌ ୟୁଏସ୍‌ ଫାଇନାନ୍ସ’ ସୂଚୀରେ ସ୍ଥାନ ପାଇଛି। ଓ୍ବାଲ୍‌ ଷ୍ଟ୍ରିଟ୍‌ ଜର୍ନାଲ୍‌ର ସିଷ୍ଟର ମାଗାଜିନ୍‌ ବାରୋନ୍‌ସ ଦ୍ୱାରା ଡନ୍‌ ଜନ୍ସ ଆଣ୍ଡ କମ୍ପାନୀ ପକ୍ଷରୁ…

ଷ୍ଟର୍ମି ହାରିଲେ ମାନହାନି ମାମଲା

ନ୍ୟୁୟର୍କ,୬ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ଯୌନ ସମ୍ପର୍କ ଓ ମୁହଁ ବନ୍ଦ ପାଇଁ ହଶ୍‌ ମନି ପାଇଥିବା ସମ୍ପର୍କରେ ମୁହଁ ଖୋଲି ଚର୍ଚ୍ଚାକୁ ଆସିଥିବା ପର୍ନ ଷ୍ଟାର ଷ୍ଟର୍ମି ଡାନିଏଲ୍ସ ଏବେ ଚର୍ଚ୍ଚାରେ। ଟ୍ରମ୍ପ୍‌ଙ୍କ ବିରୋଧରେ କରିଥିବା…

ଭାରତୀୟ ଶିକ୍ଷାର ଗୈରିକୀକରଣ

ନୂଆଦିଲ୍ଲୀ,୬ା୪: ଦେଶର ସାମ୍ପ୍ରଦାୟିକ ସ୍ଥିତି ଉପରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁର ଯାଦୁକରୀ ପ୍ରଭାବ ରହିଥିଲା, ହିନ୍ଦୁ-ମୁସଲମାନ ଏକତା ପାଇଁ ଗାନ୍ଧିଜୀଙ୍କ ଅଧ୍ୟବସାୟ ହିନ୍ଦୁ କଠୋରପନ୍ଥୀମାନଙ୍କୁ ଉତ୍ତେଜିତ କରିଥିଲା ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ଭଳି ସଙ୍ଗଠନଗୁଡ଼ିକୁ ସାମୟିକ ଭାବେ ନିଷିଦ୍ଧ…

ଜାତୀୟ ଶକ୍ତି ଉତ୍ତୋଳନରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): କେରଳର କୋଝିକୋଡ଼ଠାରେ ବୁଧବାର ଶେଷ ହୋଇଥିବା ଜାତୀୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶାକୁ ମୋଟ ୫ଟି ପଦକ ମିଳିଛି। ଓଡ଼ିଶା ମହିଳା ଦଳ ଓଭରଅଲ୍‌ ରନରଅପ୍‌ ହୋଇଛି। ତନୟା ପଣ୍ଡା ୮୪, ସ୍ବାଗତିକା ଖଟେଇ ୬୯…

ମାୟା, ହରିଥା, ପ୍ରକାଶ କ୍ୱାର୍ଟରରେ

ଭୁବନେଶ୍ୱର, ୬।୪ (କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ଆଇଟିଏଫ୍‌ ଏସିଆନ ୧୪ ବର୍ଷରୁ କମ୍‌ ଡେଭଲପମେଣ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍ସରେ ବୁଧବାର ପ୍ରି-କ୍ୱାର୍ଟର ଫାଇନାଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri