Home

ଜେଏସ୍‌ଏଲ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧୮।୫: ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌) ର ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ) ବୈଠକ ନିକଟରେ ଶେଷ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର ୨୦୨୨-୨୩ ଆର୍ଥତ୍କ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ସେହିଭଳି ୨୦୨୨-୨୩ ଆର୍ଥତ୍କ ବର୍ଷର ବାର୍ଷିକ…

ଜିଓ-ବିପି ପକ୍ଷରୁ ନୂତନ ଡିଜେଲର ଶୁଭାରମ୍ଭ

ଭୁବନେଶ୍ୱର,୧୮।୫: ଜିଓ-ବିପି ପକ୍ଷରୁ ଏକ ନୂତନ ଡିଜେଲର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଆକ୍ଟିଭ୍‌ ଟେକ୍ନୋଲୋଜି ସହ ଜିଓ-ବିପିର ନୂତନ ଡିଜେଲ ବଜାରରେ ଉପଲବ୍ଧ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏପରିକି କମ୍ପାନୀ ଉକ୍ତ ଉତ୍ପାଦ ଭାରତୀୟ ଉପଭୋକ୍ତାଙ୍କ ପାଇଁ…

‘ଭାରତୀୟ ଅର୍ଥନୀତିରେ ବ୍ୟାଙ୍କର ଭୂମିକା’

ଭୁବନେଶ୍ୱର,୧୮।୫: ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ) କର୍ମଚାରୀ ସଂଘ ଭୁବନେଶ୍ବର ମଣ୍ଡଳର ସାଧାରଣ ପରିଷଦ ସଭା ରେଲୱେ ଅଡିଟୋରିୟମ ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଓଡ଼ିଶାର କୋଣ ଅନୁକୋଣରେ ଥିବା ଏସ୍‌ବିଆଇ ଶାଖାଗୁଡ଼ିକର କର୍ମଚାରୀମାନେ ଯୋଗଦେଇଥିଲେ। ଏହି ଅବସରରେ ସର୍ବଭାରତୀୟ ବ୍ୟାଙ୍କ…

ଜନା ଏସ୍‌ଏଫ୍‌ବିର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୧୮।୫: ଦେଶର ପ୍ରମୁଖ ଘରୋଇ ଆର୍ଥିକ ପ୍ରତିଷ୍ଠାନ ଜନା ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ(ଏସ୍‌ଏଫ୍‌ବି)ର ଓଡ଼ିଶା କ୍ଷେତ୍ରରେ ନୂତନ ଶାଖାର ଶୁଭାରମ୍ଭ କରାଯାଇଛି। ଏପରିକି ବୁଧବାର ବ୍ୟାଙ୍କର ୩ଟି ଶାଖା ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଓଡ଼ିଶାର ବାଲେଶ୍ୱର ଓ ମୟୂରଭଞ୍ଜ…

କୁଣ୍ଡା, ନଡ଼ିଆକତା ଭିତରେ ଗଞ୍ଜେଇ ଚାଲାଣ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): କୁଣ୍ଡା ଓ ନଡିଆ କତା ଭିତରେ ଚୋରାରେ ଚାଲାଣ ହେଉଥିଲା ଗଞ୍ଜେଇ। ପୋଲିସ ନଜରରୁ ହଟିବା ପାଇଁ ଏସ୍‌କର୍ଟ କରି ଗଞ୍ଜାମରୁ ପୁରୀ ନିଆଯାଉଥିଲା। ହେଲେ ଭୁବନେଶ୍ୱରରେ ପହଞ୍ଚତ୍ବା ପରେ ଧରିଦେଲା ମଞ୍ଚେଶ୍ୱର ଥାନା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ…

ସୋନିର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୮।୫: ସୋନି ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଆର୍ଥ ବ୍ଲୁ ରଙ୍ଗରେ ନଏଜ୍‌ କ୍ୟାନ୍‌ସେଲେସନ୍‌ ସୁବିଧା ଥିବା ଓୟାର ଲେସ୍‌ ଇୟର ବଡ୍‌ ଡବ୍ଲ୍ୟୁଏଫ୍‌-ଏଲ୍‌ଏସ୍‌୯୦୦ଏନ୍‌ର ବଜାର ପ୍ରବେଶ ସମ୍ପର୍କରେ ମଧ୍ୟ ଘୋଷଣା…

ଶେଷ ପର୍ଯ୍ୟାୟରେ ୩ ରଥର ଅଖ ନିର୍ମାଣ

ପୁରୀ ଅଫିସ,୧୮ା୫: ରଥଖଳାରେ ତିନିରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ବୁଧବାର ସନ୍ଧ୍ୟା ସୁଦ୍ଧା ତିନି ରଥର ମୋଟ ୪୨ ଚକ ମଧ୍ୟରୁ ୩୮ଟି ଚକର ନିର୍ମାଣ ସରିଥିବା ବେଳେ ଗୁରୁବାର ବାକି ୪ ଚକ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।…

୧୯ରୁ ଗ୍ଲୋବାଲ ବିଜ୍‌ନେସ୍‌ କାର୍ନିଭାଲ୍‌-୨୦୨୩

ଭୁବନେଶ୍ୱର,୧୮।୫: ରାଜ୍ୟର ପ୍ରମୁଖ ଘରୋଇ ସଂସ୍ଥା ତଥା ଗୁପ୍ତା ଇଭେଣ୍ଟସ୍‌ ମ୍ୟାନେଜମେଣ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ପକ୍ଷରୁ ପ୍ରଥମ ଥର ପାଇଁ ଏକ ୧୧ ଦିନିଆ ବିଶ୍ୱସ୍ତରୀୟ ମେଳା ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ ୧୯ରୁ ଭୁବନେଶ୍ୱରର ଜନତା…

ଶୃଙ୍ଖଳିତ ନୀତି ସମ୍ପାଦନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୧୮ା୫: ମହାପ୍ରଭୁଙ୍କ ନୀତିରେ ଅନେକ ସମୟରେ ବିଳମ୍ବ ଘଟୁଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ କରାଯାଉଥିଲେ ମଧ୍ୟ ସେହି ଅନୁସାରେ ନୀତି ହେଉ ନାହିଁ। ଫଳରେ ଅନେକ ସମୟରେ ନୀତି ବିଳମ୍ବ କାରଣରୁ ଶ୍ରୀବିଗ୍ରହମାନେ ଅନିଦ୍ରା…

ଶିଳ୍ପପତିଙ୍କ ପସନ୍ଦ ପାଲଟିଛି ଓଡ଼ିଶା

ଭୁବନେଶ୍ୱର,୧୮ା୫(ବ୍ୟୁରୋ) : ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ଓଡ଼ିଶା। ଦେଶ ହେଉ କି ବିଦେଶ, ନିବେଶ ପାଇଁ ଶିଳ୍ପପତି ଓଡ଼ିଶା ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଶିଳ୍ପପତିଙ୍କ ଭରସା ବଢ଼ାଇଛି। ପୁଞ୍ଜିନିବେଶ, ଜାତୀୟ ହାରକୁ ବହୁ ପଛରେ…

ବିଜୟ ଆଶାରେ ଏର୍ଡୋଗାନ୍‌

ଆଙ୍କାରା,୧୮ା୫: ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୟିପ୍‌ ଏର୍ଡୋଗାନ୍‌ ମେ’ ୨୮ ନିର୍ବାଚନ ଫଳ ତାଙ୍କ ସପକ୍ଷରେ ଯିବା ନେଇ ଦାବି କରିଛନ୍ତି। ଗତ ୧୪ରେ ଅନୁଷ୍ଠିତ ତୁର୍କୀ ରାଷ୍ଟ୍ରପତି ନିର୍ବାଚନରେ ଆମେ ହାସଲ କରିଥିବା ସଫଳତା ପାଇଁ ଏବେ ଉତ୍ସବ ମନାଇବାର…

ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ପ୍ରକାଶ ପାଇବ ୪ ପୁସ୍ତକ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ଓଡ଼ିଶାର ଐତିହ୍ୟ, କୀର୍ତ୍ତିରାଜି, ସଂସ୍କୃତି ଓ ପରମ୍ପରାର ମୁଖଶାଳା ପାଟିଛି ରାଜ୍ୟ ସଂଗ୍ରହାଳୟ। ସାଇତି ରଖିଛି କେତେ ସ୍ମୃତି, କେତେ ଗାଥା। କଳିଙ୍ଗ, ଉତ୍କଳରୁ ଓଡ଼ିଶା ଯାଏ, ପ୍ରାଚୀନରୁ ଅତି ପ୍ରାଚୀନତାର ତଥ୍ୟ, ପୋଥି, ଚିତ୍ର, ସାମଗ୍ରୀ ଅନେକ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri