Home

ୟୁକ୍ରେନ୍‌ ଯୁଦ୍ଧର ଅବସାନ ପାଇଁ ରାମାଫୋସାଙ୍କ ଉଦ୍ୟମ

କେପ୍‌ଟାଉନ,୧୮ା୫: ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଙ୍ଗଳବାର କହିଛନ୍ତି ଯେ ତାଙ୍କ ରୁଷୀୟ ଓ ୟୁକ୍ରେନୀୟ ପ୍ରତିପକ୍ଷ ଏକ ଆଫ୍ରିକୀୟ ପ୍ରତିନିଧି ଦଳ ସହ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ପରିସମାପ୍ତି ଦିଗରେ ପ୍ରତିନିଧି ଦଳ…

ଅପରେଶନ ଧ୍ୱସ୍ତ: ୩୨୪ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୮ା୫: ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର-ନାର୍କୋ ମେଣ୍ଟ ବିରୋଧରେ ୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୨୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ପଞ୍ଜାବ ଓ ହରିୟାଣା ପୋଲିସ ସହଯୋଗରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେଶନ ଧ୍ୱସ୍ତ’ ନାମ…

ଖୋଲାରେ ପଡ଼ିଛି ରଥ କାଠ

ନିରାକାରପୁର,୧୮ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଡିଆ ପଞ୍ଚାୟତରେ ଥିବା ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ପୀଠରେ ପ୍ରତିବର୍ଷ ଅଶୋକାଷ୍ଟମୀରେ ବିଜୟା ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ଯାତ୍ରା ସରିବା ପରେ ଉକ୍ତ ରଥକୁ ଖୋଲାଯାଇ ଆଗାମୀ ବର୍ଷ ପାଇଁ ଏହି କାଠଗୁଡିକୁ…

ସ୍ତ୍ରୀଙ୍କୁ ବାର୍‌ ଖୋଲିବାକୁ ମନାକଲେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଲଙ୍କ ନିକଟରେ ଏକ ଫିଲ୍ମ ‘ଜରା ହଟ୍‌କେ ଜରା ବଚ୍‌କେ’ର ଟ୍ରେଲର ରିଲିଜ୍‌ ହୋଇଛି। ଯେଉଁଥିରେ ସେ ଅଭିନେତ୍ରୀ ସାରା ଅଲୀଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି। ଭିକି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ଅନାହାରରେ ୮,୭୫,୦୦୦ ଆଫ୍‌ଗାନ୍‌ ଶିଶୁ

କାବୁଲ, ୧୮।୫: ତାଲିବାନୀ ଶାସକ କାବୁଲକୁ ବଳପୂର୍ବକ ଦଖଲ କରିବା ପରେ ଆଫଗାନିସ୍ତାନବାସୀ ନାନାଦି ସମସ୍ୟା ଭିତର ଦେଇ ଗତି କରୁଥିବାବେଳେ ଖାଦ୍ୟାଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଦେଶରେ ୮,୭୫,୦୦୦ ଶିଶୁ ଅନାହାରରେ ଥିବା ଏନ୍‌ଜିଓ ହ୍ୟୁମାନ ରାଇଟ୍‌ସ…

୭ ସପ୍ତାହରେ ସ୍କୁଲ ଖୋଲିବାକୁ ନିର୍ଦ୍ଦେଶ

ନିଆଳି,୧୮ା୫(ଡି.ଏନ୍‌.ଏ.): ସରକାରଙ୍କ ନିକଟରେ ଭୁଲ୍‌ ତଥ୍ୟ ଉପସ୍ଥାପନ କରାଯାଇ ନିଆଳି ପଞ୍ଚାୟତ ଅଧୀନ ଦିନାସିଂହପାଟଣା ପ୍ରାଥମିକ ବିଦ୍ୟାଳୟକୁ ବିଦ୍ୟାଳୟ ମିଶ୍ରଣ ଯୋଜନାରେ ନିଆଳି ହାଇସ୍କୁଲ ସହିତ ମିଶାଇ ଦିଆଯାଇଥିଲା। ଏ ସମ୍ପର୍କରେ ଜଣାପଡିବା ପରେ ଦିନାସିଂହପାଟଣା, ବାରବୋଡିଆ, ହରିଶପୁର ଗ୍ରାମବାସୀ ଶିକ୍ଷା…

ଭାରତରେ ଫ୍ରାନ୍ସ ରାଜପରିବାର ବଂଶଜ

ଭୋପାଳ, ୧୮।୫: ଫ୍ରାନ୍ସର ବିଶାଳ ରାଜବଂଶ ନିଜ ଶାସନ ସମୟରେ ସାରା ୟୁରୋପରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଭର୍ସେଲ୍ସରେ ଥିବା ଏହାର ରାଜପ୍ରାସାଦ ଥିଲା ଅତି ରମଣୀୟ। କିନ୍ତୁ ଫ୍ରାନ୍ସରେ କ୍ରାନ୍ତି ଅଭିଯାନ ଆରମ୍ଭ ହେବା ପରେ ୧୭୯୩ରେ ରାଜତନ୍ତ୍ର ଶେଷ…

ମଣିପୁର ହାଇକୋର୍ଟଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୮।୫: ମଣିପୁରର ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗରେ ଅନ୍ତର୍ଭୁକ୍ତ କରିବା ପାଇଁ ହାଇକୋର୍ଟ ଜଜ୍‌ ଏମ୍‌.ଭି. ମୁରଲିଧରନ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ମଣିପୁର ହିଂସା ସମ୍ପର୍କିତ ଶୁଣାଣି ବେଳେ ବୁଧବାର ପ୍ରଧାନ ବିଚାରପତି (ସିଜେଆଇ)…

ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷଙ୍କ ପରଲୋକ

ଲଣ୍ଡନ,୧୮।୫: ଲଣ୍ଡନରେ ବୁଧବାର ହିନ୍ଦୁଜା ଗ୍ରୁପ୍‌ ଅଧ୍ୟକ୍ଷ ଶ୍ରୀଚାନ୍ଦ ପରମାନନ୍ଦ ହିନ୍ଦୁଜାଙ୍କ ପରଲୋକ ଘଟିଛି। ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା। ୪ ଭାଇଙ୍କ ମଧ୍ୟରେ ଶ୍ରୀଚାନ୍ଦ ସବା ବଡ଼ ହୋଇଥିବାବେଳେ କିଛିଦିନ ଧରି ସେ ଅସୁସ୍ଥ ଥିଲେ। ଭାରତରେ ଜନ୍ମିତ…

୨୧ ସୁଦ୍ଧା ଡେଟ୍‌ ସିଲିଂ ଡିଲ୍‌

ଓ୍ବାଶିଂଟନ୍‌,୧୮ା୫: ଆମେରିକାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ସରକାର ଓ ବିରୋଧୀଙ୍କ ମଧ୍ୟରେ ସିଲିଂ ଡିଲ୍‌ ଚୂଡ଼ାନ୍ତ ନ ହେଲେ ଦେଶ ଦେବାଳିଆ ଅବସ୍ଥାକୁ ଚାଲିଯିବ। ଫଳରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବା ମଧ୍ୟ ଅସମ୍ଭବ…

୨୦୨୩-୨୭ ହେବ ସବୁଠୁ ଉତ୍ତପ୍ତ: ଜାତିସଂଘ

ଜେନେଭା, ୧୮।୫: ଆହୁରି ବଢ଼ିବ ବୈଶ୍ୱିକ ତାପମାତ୍ରା। ସବୁଜ ଗୃହ ଗ୍ୟାସ୍‌, ଏଲ୍‌ ନିନୋ ପ୍ରଭାବରେ ଆସନ୍ତା ୫ ବର୍ଷ ସବୁଠୁ ଉତ୍ତପ୍ତ ଅବଧି ହେବ ବୋଲି ଜାତିସଂଘର ବିଶ୍ୱ ପାଣିପାଗ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସତର୍କ କରାଯାଇଛି। ୨୦୨୩ରୁ ୨୭…

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ଏଥିସହ ଅପ୍‌ଡେଟେଡ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri