Home

ମହିଳା କର୍ମଚାରୀଙ୍କୁ ମିଳିବ କ୍ରେଚ୍‌ ସୁବିଧା

ଜଗତ୍‌ସିଂହପୁର, ୧୮ା୬(ପ୍ରମୋଦ କୁମାର ନାୟକ) ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁବ୍‌ଶୀଘ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କ୍ରେଚ୍‌ (ଦିନବେଳା ଶିଶୁମାନଙ୍କ ଦେଖାଶୁଣା ପାଇଁ ଗୃହ) ସୁବିଧା ହେବାକୁ ଯାଉଛି। ଛୋଟ ପିଲାଙ୍କୁ ଘରେ ଛାଡି ମହିଳା…

ଗ୍ରୀଷ୍ମପ୍ରବାହ କମିବା ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେଉ

ଭୁବନେଶ୍ୱର, ୧୮ା୬(ଅନୁରାଧା ମହାରଣା) ଗ୍ରୀଷ୍ମଛୁଟି ସରି ଆସୁଥିବାବେଳେ ଆସନ୍ତା ୨୧ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ଖୋଲିବାକୁ ଯାଉଛି। ତେବେ ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବାରୁ ସ୍କୁଲକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)…

‘ଛୋଟପିଲା, ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ’

କଟକ, ୧୮ା୬(କାର୍ତ୍ତିକ ସାହୁ)କାର୍‌ ଭିତରେ ଶ୍ୱାସରୁଦ୍ଧ ହୋଇ ଶିଶୁ ମୃତ୍ୟୁ ଘଟଣାକୁ ନେଇ ଓଡ଼ିଶା ପୋଲିସ ଅଭିଭାବକମାନଙ୍କୁ ସତର୍କ କରାଇଛି। ଛୋଟ ପିଲା ଓ ଗୃହପାଳିତ ପଶୁଙ୍କୁ କାର୍‌ ଭିତରେ ଏକୁଟିଆ ଛାଡ଼ନ୍ତୁ ନାହିଁ ବୋଲି ଓଡ଼ିଶା ପୋଲିସ ପକ୍ଷରୁ ଟୁଇଟର…

ଖୋଳାପୋତାରେ ଖିନ୍‌ଭିନ୍‌ ଭୁବନେଶ୍ୱର

ଭୁବନେଶ୍ୱର, ୧୮ା୬(ଅଭିଜିତ ଦାସ) ବିକାଶ ଓ ଉନ୍ନୟନ କାମ ପାଇଁ ସ୍ମାର୍ଟସିଟି ଭୁବନେଶ୍ୱରରେ ପାଣିଭଳି ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ବିଭିନ୍ନ ବିଭାଗ ମଧ୍ୟରେ ସମନ୍ବୟ ରହୁ ନ ଥିବାରୁ ସହରର ବିକାଶଧାରା ‘ଗୋଦରା କୋଡେ ଯେତେ ମାଡେ ସେତେ ସଦୃଶ’…

‘ତ୍ରୟୋଦଶୀ ତିଥି ପରେ ରଥଯାତ୍ରା କରାଯିବା ଅନୁଚିତ’

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ଅଦିନରେ ରଥଯାତ୍ରା କରୁଥିବା ବ୍ୟକ୍ତିବିଶେଷ ଓ ସଙ୍ଗଠନ ଧୀରେ ଧୀରେ ବାଟକୁ ଆସିବେ। ପରମ୍ପରା ଓ ଶାସ୍ତ୍ର ଅନୁଯାୟୀ, ଆଷାଢ଼ ଶୁକ୍ଳ ଦ୍ୱିତୀୟାରେ ମହାପ୍ରଭୁଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ତିଥି ଅନୁସାରେ ଭାରତର ବିଭିନ୍ନ ଜଗନ୍ନାଥ…

ରଥଯାତ୍ରାରେ ମୁତୟନ ହେବେ ୧୭୦ ପ୍ଲାଟୁନ ଫୋର୍ସ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏଥର ରଥଯାତ୍ରାରେ ୧୭୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ଜନଗହଳି ନିୟନ୍ତ୍ରଣ, ରଥଟଣା, ଟ୍ରାଫିକ ସୁପରିଚାଳନା ଏବଂ ଭିଭିଆଇପିଙ୍କ…

ସାପ କାମୁଡ଼ାରେ ୬ ବର୍ଷରେ ୬୩୫୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୮ା୬ (ବନ୍ଦନା ସେଠୀ) ଓଡ଼ିଶାରେ ପ୍ରତିବର୍ଷ ସାପ କାମୁଡାଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଓସ୍‌ଡମା ପରିସଂଖ୍ୟାନ ଅନୁଯାୟୀ, ୨୦୧୫ରୁ ୨୦୨୧ ମଧ୍ୟରେ ସାପ କାମୁଡ଼ାରେ ୬୩୫୧ ବ୍ୟକ୍ତିଙ୍କ ଜୀବନ ଯାଇଛି। ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୭ ଜଣଙ୍କ…

ସରକାରୀ ସ୍ତରରେ ହୋଇନି ପ୍ରସ୍ତୁତି

ସାକ୍ଷୀଗୋପାଳ, ୧୮ା୬ (ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର) ପୁରୀ ଜିଲା ସାକ୍ଷୀଗୋପାଳସ୍ଥିତ ସୁଆଣ୍ଡୋର ସୁଯୋଗ୍ୟ ପୁତ୍ର ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୫ତମ ଶ୍ରାଦ୍ଧବାର୍ଷିକୀ ରବିବାର ପାଳନ ହେବାକୁ ଯାଉଛି। ଏ ନେଇ ବିଭିନ୍ନ ସଂଗଠନ, ଅନୁଷ୍ଠାନ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ସୂଚନା…

ତଦନ୍ତ ପରେ ପଦକ୍ଷେପ: ମୁଖ୍ୟ ପ୍ରଶାସକ

ପୁରୀ, ୧୮ା୬(ଅଜିତ୍‌ ମହାନ୍ତି) ପୁରୀ ପାଇକ ସାହିରେ ନକଲି ମହାପ୍ରସାଦ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମେତ ସୁଆର ମହାସୁଆର ନିଯୋଗର କର୍ମକର୍ତ୍ତା ମୁହଁ ଖୋଲିଛନ୍ତି। ଏ ନେଇ ଅଭିଯୋଗକୁ ସୁଆର ମହାସୁଆର ନିଯୋଗର ସମ୍ପାଦକ ନାରାୟଣ…

ସମ୍ବଲପୁର ବନଖଣ୍ଡରେ ହାତୀ ଅସୁରକ୍ଷିତ

ସମ୍ବଲପୁର, ୧୮ା୬(ଶୁଭାଶିଷ ପାଢୀ) ବନ୍ୟପ୍ରାଣୀ ବିଶେଷକରି ହାତୀ ସୁରକ୍ଷା ନେଇ ସରକାର ଚିନ୍ତିତ ଥିବା କହୁଛନ୍ତି। ହେଲେ ସମ୍ବଲପୁର ବନଖଣ୍ଡରେ ମୃତ୍ୟୁ ସଂଖ୍ୟାକୁ ଦେଖିଲେ ହାତୀ ଅସୁରକ୍ଷିତ ଥିବା ମନେହେଉଛି। ବନ ବିଭାଗ ରିପୋର୍ଟ ଅନୁଯାୟୀ ପ୍ରାୟ ୨ବର୍ଷରେ ଏହି ବନଖଣ୍ଡରେ…

ଦର୍ପଦଳନ ରଥରେ ଫାଟ

ପୁରୀ, ୧୮ା୬(ଅଜିତ ମହାନ୍ତି) ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାକୁ ଆଉ ମାତ୍ର ଦୁଇଦିନ ବାକିଥିବାବେଳେ ଶନିବାର ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ଫାଟ ଦେଖିବାକୁ ମିଳିଛି। ରଥର ସାନଉଛୁଳା ଚକ ବା ପଛୁଆଣି ଚକର ଅଖରେ ଫାଟ ସୃଷ୍ଟି ହୋଇଛି। ଫଳରେ ଏହାକୁ…

ବଣ୍ଡାଘାଟିରୁ ରାଇସିନା ହିଲ୍‌

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର)/ ଖଇରପୁଟ, ୧୮ା୬(ହୃଷୀକେଶ ସେଠୀ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ଅଞ୍ଚଳରୁ ୧୭ ବଣ୍ଡା ମହିଳା ଓ ପୁରୁଷ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପିତ ଭବନ ବୁଲିବାକୁ ଦିଲ୍ଲୀ ଯାଇଥିଲେ। ଏମାନେ ଦୁଇଦିନ ପୂର୍ବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?