ଶ୍ରମିକଙ୍କ ନାଁରେ ରୋଜଗାରକୁ ବନ୍ଦ କରାଯାଉ
ନୟାଗଡ଼ ଅଫିସ,୧୫।୫: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) ରେ ଶ୍ରମିକଙ୍କ ନାଁରେ ମେଶିନ ଦ୍ୱାରା କାର୍ଯ୍ୟ କରି ମିଥ୍ୟ ଶ୍ରମ ଦିବସ ସୃଷ୍ଟି କରାଯାଉଛି ବୋଲି ଅଭିଯୋଗ ହୋଇଆସୁଛି। ପୋଖରୀ ଖନନଠାରୁ ଆରମ୍ଭ କରି…
ପୋଖରୀ ନାଁ ବଦଳାଇ ଅର୍ଥ ଲୁଟ୍ ଅଭିଯୋଗ
ପୋଲସରା,୧୫ା୫: ଗ୍ରାମାଞ୍ଚଳରେ ଲୋକଙ୍କୁ କର୍ମନିଯୁକ୍ତିରେ କାମ ଯୋଗାଇଦେବା ଲକ୍ଷ୍ୟ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ମହତ୍ମାଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ…
ସିଗ୍ନାଲ ଫେଲ୍: ଅଢ଼େଇ ଘଣ୍ଟା ଅଟକିଲା ଟ୍ରେନ୍
ନୟାଗଡ଼ ଅଫିସ,୧୫।୫: ସିଗ୍ନାଲ ଫେଲ୍ ଯୋଗୁ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଶନିବାର ରାତିରେ ଭୁବନେଶ୍ୱରରୁ ନୟାଗଡ଼ ଅଭିମୁଖେ ଆସୁଥିବା ମେମୁ ଟ୍ରେନ୍ ପ୍ରାୟ ଅଢ଼େଇ ଘଣ୍ଟା ଧରି ରାଜସୁନାଖଳା ଷ୍ଟେଶନ ଓ ବୋଲଗଡ଼ ରୋଡ ରେଳ ଷ୍ଟେଶନଠାରେ ଅଟକି ରହିଥିଲା। ସେହିପରି ନୂଆଗଁାରୁ…
ମେଣ୍ଟ ଭାଙ୍ଗିବାରୁ ଗଞ୍ଜାମରେ ଖାତା ଖୋଲୁନି ଭାଜପା
ବ୍ରହ୍ମପୁର ଅଫିସ,୧୫ା୫: ରେଳ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜର୍ଦ୍ଦୋଶ ନିକଟରେ ଗଞ୍ଜାମ ଗସ୍ତରେ ଆସି ଆସିକା ଲୋକସଭା କ୍ଷେତ୍ରର କେତେକ ବିଧାନସଭା ସେଗ୍ମେଣ୍ଟକୁ ଯାଇ ସାଙ୍ଗଠନିକ ସ୍ଥିତି ସମୀକ୍ଷା କରିଥିଲେ। ବ୍ରହ୍ମପୁରରେ ଆଗଧାଡ଼ିର ନେତା ଓ କର୍ମୀଙ୍କ ସହ ଆଲୋଚନା କରି ଆଗାମୀ…
ପାରଳା ସହରର ରାସ୍ତାଘାଟ ଶୋଚନୀୟ
ପାରଳାଖେମୁଣ୍ଡି,୧୫।୫(ଡି.ଏନ୍.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପରିଷଦର ରାସ୍ତାଘାଟ ଶୋଚନୀୟ ଅବସ୍ଥାରେ ଥିବା ବେଳେ ପ୍ରଶାସନର ଦୃଷ୍ଟି କେବେ ପଡିବ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିିଶେଷ କରି ସହରର ପ୍ରମୁଖ ରାସ୍ତା ଦୟନୀୟ ହେବାରେ ଲାଗିଛି। ରାଣୀପେଣ୍ଠରୁ…
ଦୃଢ଼ ଇଚ୍ଛାଶକ୍ତି କଠିନ ପରିଶ୍ରମ ସଫଳତାର ଚାବିକାଠି
ମହାକାଳପଡ଼ା,୧୫ା୫ (ଡି.ଏନ.ଏ.): ଖରାଦିନ ଆସିଲେ ଥଣ୍ଡା ପାନୀୟ ପ୍ରତି ବେଶ୍ ଚାହିଦା ବୃଦ୍ଧି ପାଇଥାଏ। ଡହଡ଼ହ ଖରାରୁ ଟିକେ ଆଶ୍ୱସ୍ତି ପାଇବାକୁ ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସମସ୍ତେ ଥଣ୍ଡା ପାନୀୟ ପ୍ରତି ମନ ବଳାଇଥାନ୍ତି। ଆଇସ କ୍ରିମ ହେଉ କି କୁଲିଫି…
ମତେ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି ପାକିସ୍ତାନୀ ସୈନ୍ୟ: ଇମ୍ରାନ…
ଇସଲାମାବାଦ,୧୫।୫ : ଦେଶଦ୍ରୋହ ଅଭିଯୋଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ପାକିସ୍ତାନୀ ସୈନ୍ୟବିଭାଗ ୧୦ ବର୍ଷ ଜେଲରେ ରଖିବାକୁ ଚାହୁଁଛନ୍ତି । ସୋମବାର ସେ ଏଭଳି ଅଭିଯୋଗ କରିଛନ୍ତି। ସୋମବାର ସକାଳେ ପାକିସ୍ତାନ ତେହେରିକ-ଇ-ଇନସାଫ ମୁଖ୍ୟ କହିଛନ୍ତି , ତେଣୁ…
ମେକ୍ସିକୋରେ ଟ୍ରକ-ଭ୍ୟାନ ଧକ୍କା: ୨୬ ମୃତ…
ମେକ୍ସିକୋ ସିଟି,୧୫।୫ : ମେକ୍ସିକୋରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଉତ୍ତର ରାଜ୍ୟର ତମାଉଲିପାସର ଏକ ରାଜପଥରେ ଟ୍ରାକ୍ଟର ଟ୍ରେଲର ଏବଂ ଭ୍ୟାନ ମଧ୍ୟରେ ଧକ୍କା ହେବା ପରେ ନିଆଁ ଲାଗିଯାଇଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୨୬ ଜଣଙ୍କର…
ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୬ ମୃତ
ରାୟପୁର,୧୫ା୫: ଛତିଶଗଡ଼ର ବାଲୋଦା ବଜାର ଜିଲା ପାଲାରିଠାରେ ଟ୍ରକ୍-ପିକ୍ଅପ୍ ଧକ୍କା ହେବାରୁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ରବିବାର ରାତିରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିକ୍ଅପ୍ରେ…
ୟୁକ୍ରେନକୁ ଜର୍ମାନୀ ଦେବ ସାମରିକ ଯାନ…
ପ୍ୟାରିସ,୧୫।୫ : ରୁଷିଆ ସହିତ ପ୍ରବଳ ଯୁଦ୍ଧ ମଧ୍ୟରେ ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ପ୍ୟାରିସ ଯାତ୍ରା କରିଥିଲେ। ଏଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଭେଟିଥିଲେ। ଏହି ସମୟରେ, ଫ୍ରାନ୍ସ ସୋମବାର ୟୁକ୍ରେନ ସେନାକୁ ଦଶହଜାର ହାଲୁକା ଟ୍ୟାଙ୍କ…
ଲଡୁବାବାଙ୍କ ମନ୍ଦିରର ଭୋଗ ଅନନ୍ୟ
ଶରଣକୁଳ,୧୫ା୫(ଡି.ଏନ.ଏ.): ଓଡ଼ିଶାର ପ୍ରସିଦ୍ଧ ଶୈବକ୍ଷେତ୍ର ଶରଣକୁଳ ଲଡୁବାବାଙ୍କ ମନ୍ଦିର ପରିଚାଳନା ଶୈଳୀ ଅତ୍ୟନ୍ତ ଉଚ୍ଚକୋଟୀର ହୋଇଥିବାରୁ ଭକ୍ତମାନେ ଠାକୁରଙ୍କୁ ଦର୍ଶନ କରି ବେଶ୍ ଆନନ୍ଦ ଉପଭୋଗ କରୁଛନ୍ତି। ପ୍ରଭୁ ଲଡ଼ୁବାବାଙ୍କ ସକାଳ ବଲ୍ଲଭଠାରୁ ରାତ୍ର ବଡ଼ଶୃଙ୍ଗାର ପର୍ଯ୍ୟନ୍ତ ବିଭିନ୍ନ ନୀତି ଶୃଙ୍ଖଳିତ…
ଲିଙ୍ଗଗତ ଅସମାନତା ଯୋଗୁ ସଙ୍କୁଚିତ ହେଉଛି ମହିଳାଙ୍କ ମସ୍ତିଷ୍କ
ଲଣ୍ଡନ, ୧୫ା୫: ଅନେକ ଦେଶରେ ମହିଳାଙ୍କ ଅପେକ୍ଷା ପୁରୁଷଙ୍କୁ ବେଶି ପ୍ରାଧାନ୍ୟ ଦିଆଯାଏ। ଘରେ ହେଉ ଅବା ବାହାରେ, ପାଠ ପଢ଼ାଠାରୁ ଆରମ୍ଭ କରି ଚାକିରି କରିବା କ୍ଷେତ୍ରରେ ପୁରୁଷଙ୍କୁ ସବୁଥିରେ ଅଗ୍ରାଧିକାର ଦିଆଯାଏ। ଏହି ଲିଙ୍ଗଗତ ଅସମାନତା କେବଳ ସମାଜକୁ…
Archives


