ଜୟପୁର ଆକାଶ ମେଘୁଆ: ମ୍ୟାଚ ବାତିଲ ହେଲେ ପଏଣ୍ଟ ଭାଗ କରିବେ ଆରଆର-ଆରସିବି…
ଜୟପୁର,୧୪।୫ : ଆଇପିଏଲ ୨୦୨୩ ର ୬୦ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଅପରାହ୍ନ ସାଢ଼େ ୩ଟା ରୁ ଖେଳାଯିବ। ପ୍ରଶଂସକମାନେ ଏହି ରାଜକୀୟ ମ୍ୟାଚ ପାଇଁ ଉତ୍ସାହର…
ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ସଂଘର୍ଷ: ୮ଆହତ, ୧୪୪ଧାରା ଲାଗୁ
ମୁମ୍ବାଇ,୧୪।୫:ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ମହାରାଷ୍ଟ୍ରର ଅକୋଲା ଜିଲାରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ହାତାହାତି ଓ ପଥର ମାଡ ହୋଇ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଥିବା ବେଳେ ୮ଜଣ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଶନିବାର ରାତିରେ ଅକୋଲାର ପୁରୁଣା ସିଟି…
ଚେନ୍ନାଇରେ ଧୋନି-ନୀତୀଶ ମୁହାଁମୁହିଁ…
ଚେନ୍ନାଇ,୧୪।୫ : ଆଇପିଏଲ ୨୦୨୩ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ରବିବାର ରୟାଲ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)କୁ ଭେଟିବ। ଏହି ମ୍ୟାଚ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ପଏଣ୍ଟ ଟେବୁଲରେ କେକେଆର ଦଳ ଅଷ୍ଟମ ସ୍ଥାନରେ ଏବଂ ସଏସକେ…
୮ ଦେଶର ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍. ଜୟଶଙ୍କର
ନୂଆଦିଲ୍ଲୀ,୧୪ା୫: ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଦ୍ୱିତୀୟ ଇୟୁ ଇଣ୍ଡୋ-ପାସିଫିକ୍ ମିନିଷ୍ଟ୍ରିଆଲ ଫୋରମ୍ (EIPMF)ରେ ଅଂଶଗ୍ରହଣ କରିବାକୁ ସ୍ବିଡେନରେ ପହଞ୍ଚିଛନ୍ତି। ସେ ଫ୍ରାନ୍ସ, ଅଷ୍ଟ୍ରିଆ, ବେଲ୍ଜିୟମ, ବୁଲ୍ଗେରିଆ, ସାଇପ୍ରସ୍, ଲାଟଭିଆ, ଲିଥୁଆ ଏବଂ ରୋମାନିଆର ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି ସମୟରେ…
ଆଇପିଏଲ-୨୦୨୩ର ୬୦ତମ ମ୍ୟାଚ: ଆରଆର-ଆରସିବି ଲଢ଼େଇ…
ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚ ରେ ରାଜସ୍ଥାନ ରୟାଲ୍ସ(ଆରଆର) ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଭେଟିବ। ଏହି ମ୍ୟାଚ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ପଏଣ୍ଟ ଟେବୁଲରେ ରାଜସ୍ଥାନର ଦଳ ପଞ୍ଚମ ସ୍ଥାନରେ ଏବଂ ବାଙ୍ଗାଲୋରର ଦଳ…
ଲ୍ୟାଣ୍ଡ୍ଫଲ୍ କଲା ବାତ୍ୟା ‘ମୋଚା’, ୨୦୦ କିଲୋମିଟର ବେଗରେ ବହୁଛି ପବନ
ନୂଆଦିଲ୍ଲୀ/ଢାକା,୧୪ା୫: ରବିବାର ଅପରାହ୍ନରେ ସାମୁଦ୍ରିକ ବାତ୍ୟା ‘ମୋଚା’ କକ୍ସ ବଜାର ନିକଟ ବାଂଲାଦେଶ ଏବଂ ଉତ୍ତର ମ୍ୟାନ୍ମାର ଉପକୂଳରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍ମାର ଉପକୂଳରେ ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୨୦୦ କିଲୋମିଟର ବେଗରେ…
ମହାକାଶରେ ରେଷ୍ଟୁରାଣ୍ଟ, ଉଡ଼ିକି ନେଇପାରିବେ ଖାଦ୍ୟର ମଜା, ଦାମ୍ ରହିଛି…
ଆମେ ପ୍ରତିଦିନ ଘର କିମ୍ବା ହୋଟେଲରେ ଖାଇଥାଉ। କିନ୍ତୁ ଏବେ ଏକ ନୂଆ ବିକଳ୍ପ ଆସିଛି। ଉଡ଼ାଣ ସମୟରେ ଆପଣ ମଧ୍ୟ ଖାଇବାରେ ସକ୍ଷମ ହୋଇପାରିବେ। ବିଶ୍ୱକୁ ଆଶ୍ଚର୍ଯ୍ୟ କରି ଫ୍ରାନ୍ସର ଏକ ଷ୍ଟାର୍ଟଅପ୍ (ଜେଫାଲ୍ଟୋ) ଏହା ଘୋଷଣା କରିଛି। କମ୍ପାନୀ…
ଷ୍ଟାଲିନଙ୍କୁ ଟାର୍ଗେଟ କଲେ ଆନ୍ନାମଲାଇ, ଆଉ ଏକ ମାମଲା ରୁଜୁ କର
ଚେନ୍ନାଇ,୧୪।୫: ଚର୍ଚ୍ଚିତ ‘ଡିଏମକେ ଫାଇଲ୍ସ’ରେ ପିଟିଆର୍ଙ୍କ ଅଡିଓ ଟେପ ଭାଇରାଲକୁ ନେଇ ତାମିଲନାଡୁର ରାଜନୀତି ସରଗରମ ରହିଛି। ତେବେ ଏ ନେଇ ତାମିଲନାଡୁ ସରକାର ତାମିଲନାଡୁର ଭାଜପା ମୁଖ୍ୟ କେ ଆନ୍ନାମଲାଇଙ୍କ ବିରୋଧରେ ମାନହାନି ମାମଲା ରୁଜୁ କରିଥିଲେ। ହେଲେ ଆଉ…
ବିପଦ ସାଜିଛି ଭୂତଳ ପୋଲ
ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବସ୍ତି ରାସ୍ତା ରେଳୱେ ଭୂତଳ ପୋଲ ଯାତ୍ରୀଙ୍କ ପାଇଁ ବିପଦ ସଙ୍କୁଳ ହୋଇପଡିଛି। ଶିଉଳି ଯୋଗୁ ଶନିବାର ଖସି ପଡି ବସ୍ତିର ମହେଶ କର ଓ ଅନ୍ୟ ଜଣେ ଆହତ ହୋଇଛନ୍ତି। ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ…
ଖାଦ୍ୟ ପାଇଁ ପିଲା ବିକ୍ରି
କାବୁଲ,୧୪ା୫: ତାଲିବାନ ଶାସନ ଅଧୀନରେ ଆଫଗାନିସ୍ତାନ ଏକ ଖରାପ ପର୍ଯ୍ୟାୟ ଦେଇ ଗତି କରୁଛି। ଦେଶର ଅଧାରୁ ଅଧିକ ଜନସଂଖ୍ୟା ବିଶ୍ୱର ସବୁଠୁ ବଡ଼ ମାନବୀୟ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ଅଗଷ୍ଟରେ ତାଲିବାନ ଦେଶରେ କ୍ଷମତା ଦଖଲ କରିଥିଲା ଏବଂ ସେହିଦିନଠାରୁ…
ନିଆରା ଗାଁ
ପୃଥିବୀରେ ଏମିତି ଅନେକ ଗାଁ ଅଛି ଯାହା ତା’ର ସ୍ବତନ୍ତ୍ରତା ପାଇଁ ସାରା ପୃଥିବୀରେ ବେଶ୍ ପରିଚିତ ହୋଇଥାଏ। କେଉଁ ଗାଁ ତା’ର ସ୍ବତନ୍ତ୍ର ପରମ୍ପରା ପାଇଁ ତ କେଉଁ ଗାଁ ରହୁଥିବା ଅଜବ ଲୋକଙ୍କ ପାଇଁ ଭିନ୍ନ ହୋଇଥାଏ। ତେବେ…
ପାଣିକଟା ହୋଇଛି, ପୁନରୁଦ୍ଧାର ହେଉନି
ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଥିବା ସୁଜିଆ ଡ୍ୟାମ ଏବେ ଶୁଖିଲା ପଡିଛି। ମାଟି ଉନ୍ନତୀକରଣ ପାଇଁ ଡ୍ୟାମରୁ ପାଣି କାଟି ଦିଆଯାଇଥିଲା। ମେ ଅଧା ମାସ ବିତି ଯାଇଥିଲେ ବି ଡ୍ୟାମର ମାଟି ପୁନରୁଦ୍ଧାର କାମ ଆରମ୍ଭ ହୋଇନାହିଁ।…
Archives


