Home

ବିକାଶର ନୂଆ ଠିକଣା

ବିକାଶକୁ ନେଇ ସମ୍ପ୍ରତି ଖୁବ୍‌ ଚର୍ଚ୍ଚା ଚାଲିଛି। କୁହାଯାଉଛି ଆମେ ଏକ ବିକାଶଶୀଳ ଦେଶରେ ପରିଣତ ହେବାକୁ ଆଉ ବେଶି ଦୂର ନୁହେଁ। ଏଥିପାଇଁ ଅନେକ ଯୋଜନା ପ୍ରଣୟନ ହେଉଛି। କେତେବେଳେ ଉଜ୍ଜ୍ୱଳ ଭାରତ, କେତେବେଳେ ଡିଜିଟାଲ ଭାରତ, ମେକ୍‌ ଇନ୍‌…

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚାଲିଛି ରେଡ୍

ଭବାନୀପାଟଣା,୧୯।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣେ ସରକାରୀ ବାବୁ। ମଙ୍ଗଳବାର ସକାଳୁ ସକାଳୁ କଳାହାଣ୍ଡି ଜିଲା ଧର୍ମଗଡ଼ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଭୁବନେଶ୍ୱର ଶବର ଭିଜିଲାନ୍ସ ଜାଲରେ ପଡିଛନ୍ତି। ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜର୍ଜଙ୍କ…

ଟ୍ରମ୍ପଙ୍କ ୟୁଟର୍ନକୁ ଦେଖି କଡ଼ା ଜବାବ ଦେଲା ଇରାନ

ତେହରାନ,୧୯।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶେଷ ମୁହୂର୍ତ୍ତରେ ଇରାନ ଉପରେ ପ୍ରସ୍ତାବିତ ଆକ୍ରମଣକୁ ବାତିଲ କରିବା ପରେ, ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି…

ତୃଷାର୍ତ୍ତକୁ ପାଣି ମନା

ଉତ୍ତରପ୍ରଦେଶର କାନପୁର ଅଞ୍ଚଳର ଏକ ଗ୍ରାମରେ ଜଣେ ୧୬ ବର୍ଷୀୟ ଦଳିତ ବାଳକ କ୍ଷେତରେ କାମ କରୁଥିଲେ। ଘଟଣାଟି ୨ ମେ’ର। ତାଙ୍କୁ ଅତ୍ୟଧିକ ଶୋଷ ଲାଗିବାରୁ ସେ ଉଚ୍ଚଜାତିର ବ୍ୟକ୍ତିଙ୍କ ଘର ସାମ୍ନାରେ ଥିବା ଏକ ସର୍ବସାଧାରଣଙ୍କ ପାଇଁ ଉଦ୍ଦିଷ୍ଟ…

ବ୍ରହ୍ମପୁରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ପୋଲିସକୁ ଖାତିର ନ କରି ଅପରାଧୀମାନେ ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୋମବାର ରାତି ୯ଟାରେ ବିଜିପୁରର ଉମେଶ ରଥ ତାଙ୍କ ସ୍ତ୍ରୀଙ୍କୁ ଧରି ବାଇକ୍‌ରେ ଯାଉଥିବା ବେଳେ ଗିରିରୋଡ୍‌ ମୁଖ୍ୟ…

ଇରାନ ସହ ଯଦି କୌଣସି ଚୁକ୍ତି ନ ହୁଏ, ତେବେ କ’ଣ କରିବେ ଟ୍ରମ୍ପ? ସେନାକୁ ଦେଲେ ଏମିତି ନିର୍ଦ୍ଦେଶ

ଓ୍ବାଶିଂଟନ,୧୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ମଙ୍ଗଳବାର ହେବାକୁ ଥିବା ଇରାନ ଉପରେ ଯୋଜନାବଦ୍ଧ ଆକ୍ରମଣକୁ ସେ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛନ୍ତି, କାରଣ ଏକ ଚୁକ୍ତିନାମାରେ ପହଞ୍ଚିବା ପାଇଁ ପ୍ରୟାସ ଜାରି ରହିଛି। ସୋମବାର ସୋସିଆଲ ମିଡିଆରେ…

ପ୍ରଧାନଶିକ୍ଷକଙ୍କ ଅନୁରୋଧ କ୍ରମେ ବଦଳିଲା ନିଷ୍ପତ୍ତି, ବଢ଼ିଲା ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ ଅବଧି

କଟକ,୧୯।୫(କାର୍ତ୍ତିକ ସାହୁ): ଜୁଲାଇ ପ୍ରଥମ ସପ୍ତାହରେ ହେବାକୁ ଥିବା ଚଳିତବର୍ଷର ମାଟ୍ରିକ୍‌ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ(୨ୟ) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ଆସନ୍ତା ମେ’ ୨୫ ତାରିଖ…

IPL Playoff Scenario: ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କଲେ ୩ ଟିମ୍‌; ଏବେ ୫ ଟିମ ମଧ୍ୟରେ ଫାଇନାଲ ସ୍ଥାନ ପାଇଁ ଲଢ଼େଇ

ନୂଆଦିଲ୍ଲୀ,୧୯।୫: ଆଇପିଏଲ ୨୦୨୬ ପ୍ଲେଅଫରେ ତିନୋଟି ଦଳ ପୂର୍ବରୁ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ସୋମବାର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସକୁ ପରାସ୍ତ କରିବା ପରେ, ସନରାଇଜର୍ସ ହାଇଦ୍ରାବାଦ ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କରିଛି; ପରବର୍ତ୍ତୀ ସମୟରେ, ଗୁଜୁରାଟ ଟାଇଟାନ୍ସ…

ବିସିସିଆଇ ଆର୍‌ଟିଆଇ ପରିସରଭୁକ୍ତ ନୁହେଁ, ପୂର୍ବ ନିର୍ଦ୍ଦେଶରୁ ଓହରିଲେ ସିଆଇସି

ନୂଆଦିଲ୍ଲୀ,୧୯ା୫(ପି.ଟି.): କ୍ରିକେଟ ପ୍ରଶାସନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସର୍ବସାଧାରଣ କାର୍ଯ୍ୟକ୍ରମ ପରିଚାଳନା ଓ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଭାରତର ପ୍ରତିନିଧିତ୍ୱ ସତ୍ତ୍ୱେ ବିସିସିଆଇକୁ ଏକ ସର୍ବସାଧାରଣ ପ୍ରାଧିକରଣ ଭାବେ ବିବେଚନା କରାଯାଇପାରିବ ନାହିଁ। କାରଣ ଏହାର ମାଲିକାନା, ନିୟନ୍ତ୍ରଣ ସରକାର କରୁନାହାନ୍ତି ଏବଂ ଏହା…

ବଡ଼ ଟ୍ରେନ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ୩ ବଗି

ଡେରାଡୁନ,୧୯।୫: ‘ଯୋଗ ନଗରୀ’ ଋଷିକେଶରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଏକ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ ହୋଇଛି, ଯାହା ରେଳ ପ୍ରଶାସନ ମଧ୍ୟରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଉପଲବ୍ଧ ସୂଚନା ଅନୁଯାୟୀ, ଋଷିକେଶ ରେଳ ଷ୍ଟେଶନ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମସ୍ୟା ଲାଗି ରହିଛି। ଡାକ୍ତର ଏବଂ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡ଼ିବା ସାଧାରଣରେ ପରିଣତ ହୋଇ ପଡ଼ିଛି।…

ହର୍ମୁଜ୍‌ ପରିଚାଳନା କରିବ ଇରାନର ନୂଆ ସଂସ୍ଥା

ତେହରାନ୍‌,୧୯ା୫: ଇରାନ ବିରୋଧରେ ଆମେରିକା ଓ ଇସ୍ରାଏଲ୍‌ ଯୁଦ୍ଧ ଆରମ୍ଭ କରିବା ପରେ ଇନ୍ଧନ ପରିବହନର ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ତେହରାନ୍‌ ବନ୍ଦ କରି ରଖିଥିଲାବେଳେ ଜାହାଜ ଚଳାଚଳ ପାଇଁ ଅନୁମତି ଦେବାକୁ ଦେୟ ଚାହୁଁଛି। ହର୍ମୁଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?