Home

ଖୁଆଇଦେଲେ ଅବୈଧ ଔଷଧ, ମୃତ୍ୟୁସହ ଲଢ଼ୁଛି ଶିଶୁ

ପାରଳାଖେମୁଣ୍ଡି,୧୨ା୫(ଡି.ଏନ୍‌.ଏ.): ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କ ବେପରୁଆ ମନୋଭାବ ଯୋଗୁ ମୃତ୍ୟୁ ସହ ଲଢୁଛି ୧୧ ମାସର ଶିଶୁ। ପ୍ରାୟ ବର୍ଷେ ତଳର ଅବୈଧ ଔଷଧ ଖୁଆଇ ଦେବାରୁ ଶିଶୁପୁତ୍ରର ଅବସ୍ଥା ସଙ୍କଟାପନ୍ନ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା…

ସରକାରୀ ଯୋଜନାଠାରୁ ବହୁ ଦୂରରେ ବେତାଗଣ୍ଡା ଗାଁ

ଆର.ଉଦୟଗିରି,୧୧ା୫(ଡି.ଏନ.ଏ.): ମୋହନା ବ୍ଲକ ଗୁରୁଝୁଳୀ ପଞ୍ଚାୟତର ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ବେତାଗଣ୍ଡା ଗାଁ। ଏହି ଗାଁକୁ ଯିବାକୁ ହେଲେ ଅଡ଼ବା ହରଭଙ୍ଗି ଡ୍ୟାମ୍‌ ନିକଟ ପଣସଡିହ ଗ୍ରାମଠାରୁ ପ୍ରାୟ ୨୦ କିମି ଦୂର ଘଞ୍ଚ ଜଙ୍ଗଲ, ପାହାଡ଼ ପର୍ବତ ଦେଇ…

ନିରନ୍ତର ବିଦ୍ୟୁତ୍‌ ଯୋଗାଣ ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୧୨ା୫: ଗ୍ରାହକଙ୍କ ପାଇଁ ଭରସାଯୋଗ୍ୟ ବିଦ୍ୟୁତ୍‌ ଯୋଗାଣକୁ ନିଶ୍ଚିତ କରିବା ପାଇଁ ଟିପି ସଦର୍ଣ୍ଣ ଓଡିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ସମସ୍ତ ସର୍କଲରେ ଏବେ ଭ୍ରାମ୍ୟମାଣ ସବ୍‌ ଷ୍ଟେଶନ ରଖା ଯାଇଛି। ଫଳରେ ବିଦ୍ୟୁତ୍‌ ବିଭ୍ରାଟ ସମୟରେ ଯୋଗାଣ…

ଗଞ୍ଜେଇ ଭର୍ତ୍ତି ଅଟୋ ଜବତ: ଜଣେ ଗିରଫ

ବ୍ରହ୍ମପୁର ଅଫିସ,୧୨ା୫: ଅବକାରୀ ଗୋଇନ୍ଦା ଟିମ୍‌ ଶୁକ୍ରବାର ଏକ ଗଞ୍ଜେଇ ଭର୍ତ୍ତି ଅଟୋ ଜବତ କରିଛି। ଜଣେ ଚାଲାଣକାରୀଙ୍କୁ ଗିରଫ କରିଛି। ସେ ହେଉଛନ୍ତି ବଡ଼ଗଡ଼ ଥାନା ଅନ୍ତର୍ଗତ ବଡ଼ଚିକିଲି ଗ୍ରାମର ପ୍ରମୋଦ କୁମାର ନାୟକ(୩୪)। ଫୁଲବାଣୀରୁ ଗଞ୍ଜେଇ ଆସ୍କା ଦେଇ…

ଏକନାଥ ଶିନ୍ଦେ, ଭାଜପାକୁ ଚ୍ୟାଲେଞ୍ଜ କଲେ ଉଦ୍ଧବ ଠାକରେ

ମୁମ୍ବାଇ,୧୨।୫: ଶିବସେନା(ୟୁଟିବି) ଅଧ୍ୟକ୍ଷ ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଚ୍ୟାଲେଞ୍ଜ କରିଛନ୍ତି। ଉଦ୍ଧବ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ସରକାରର ସହଯୋଗୀ ଦଳ ଭାଜପାକୁ ନିର୍ବାଚନର ସାମ୍ନା କରିବାକୁ…

ଦିଲ୍ଲୀ ପୋଲିସ ସାମ୍ନାରେ ହାଜର ହେଲେ ବ୍ରିଜ ଭୂଷଣ, ରେକର୍ଡ କଲେ ବୟାନ, ଅଭିଯୋଗକୁ ଖଣ୍ଡନ

ନୂଆଦିଲ୍ଲୀ,୧୨।୫: ମହିଳା ରେସଲରଙ୍କୁ ଯୌନ ଶୋଷଣ ଅଭିଯୋଗରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ସଭାପତି ବ୍ରିଜ ଭୂଷଣ ଶରଣ ସିଂ ଶୁକ୍ରବାର ଦିଲ୍ଲୀ ପୋଲିସ ନିକଟରେ ହାଜର ହୋଇଛନ୍ତି। ଦିଲ୍ଲୀ ପୋଲିସ ବ୍ରିଜ ଭୂଷଣଙ୍କ ବୟାନ ରେକର୍ଡ କରିଛି। ଏହା ସହିତ…

ବୁଲୁଛି ଦନ୍ତା, ଗ୍ରାମବାସୀ ଭୟଭୀତ

ବାଲେଶ୍ୱର ଅଫିସ,୧୨।୫: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ବଡ଼ପାଳ ପଞ୍ଚାୟତ ନିକଟସ୍ଥ ଗ୍ରାମ୍ୟ ଜଙ୍ଗଲରେ ବୁଲୁଛି ଝାଡ଼ଖଣ୍ଡ ଦନ୍ତା। ଗାଁକୁ ପଶିଯିବା ଭୟରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ବିଦ୍ୟୁତ୍‌ ତାର ଦ୍ୱାରା ହାତୀର କ୍ଷୟକ୍ଷତି ହେବା ଆଶଙ୍କାକୁ ନେଇ ସାରା…

ବଜରଙ୍ଗ ପୁନିଆଙ୍କ ଅଭିଯୋଗ, ‘ଆମ ଫୋନ ନମ୍ବର କରାଯାଉଛି ଟ୍ରାକ’

ନୂଆଦିଲ୍ଲୀ,୧୨।୫: ଦିଲ୍ଲୀର ଜନ୍ତର ମନ୍ତରରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ପ୍ରଦର୍ଶନ କରୁଥିବା କୁସ୍ତି ଯୋଦ୍ଧାମାନେ କଳା ପଟି ପିନ୍ଧିଥିବାର ନଜର ଆସିଥିଲେ। କୁସ୍ତିଯୋଦ୍ଧାମାନେ ଗୁରୁବାର ଅର୍ଥାତ ୧୧ ମେକୁ କଳା ଦିନ…

ଗାଁ ଛାଡୁଛନ୍ତିି ଲୋକେ

ବାରିପଦା ଅଫିସ,୧୨ା୫: ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଶିଆଳିଘାଟି ଓ ପାଉଁଶିଆ ପଞ୍ଚାୟତ ଅନ୍ତର୍ଗତ ୪ଟି ଗ୍ରାମର ଲୋକେ ପ୍ରଶାସନିକ ଅବହେଳାରୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ ଥିବାରୁ ଏବେଠାରୁ ଏହି ୪ ଗ୍ରାମର ଲୋକେ ଜଳବନ୍ଦୀ ହେବା…

ରୋକାଯାଇପାରୁନି ବାଲି ଚୋରାଚାଲାଣ

ଜଳେଶ୍ୱର,୧୨ା୫(ଡି.ଏନ.ଏ.): ଏନ୍‌ଜିଟି ପକ୍ଷରୁ ବିଭିନ୍ନ ଆଇନଗତ ସମସ୍ୟା ଦ୍ୱାରା ଚୋରାବାଲି ଚାଲାଣରେ ରୋକ ଲଗାଇବାକୁ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ବନ୍ଦ କରାଯାଇପାରୁନାହିଁ। ଫଳରେ ପ୍ରତିଦିନ ସୁବର୍ଣ୍ଣରେଖା ନଦୀର ବାଲି ଚୋରାରେ ବିଭିନ୍ନ ସ୍ଥାନକୁ ଚାଲାଣ ହେଉଛି। ଜଳେଶ୍ୱର ତହସିଲଦାର ମିହିର…

ବ୍ରହ୍ମପୁର ଉପକଣ୍ଠରେ ପୁଣି ଜଣେ ଯୁବକଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୧୨ା୫: ସହର ଓ ସହର ଉପକଣ୍ଠରେ ଏବେ ଆଇନ ଶୃଙ୍ଖଳା ଧିରେ ଧିରେ ବିଗିଡ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ଜଣେ ଯୁବକଙ୍କୁ ହତ୍ୟା କରି ରାସ୍ତାକଡ଼ରେ ଥିବା ଏକ ଜମିରେ ମୃତଦେହ ଫିଙ୍ଗିଦେଇଛନ୍ତି ଦୁର୍ବୃତ୍ତ। ଖବର ପାଇ ସଦର ଥାନା…

ୟୁକ୍ରେନକୁ ପୁଣି ସହଯୋଗର ହାତ ବଢାଇଲା ବ୍ରିଟେନ

ଲଣ୍ଡନ,୧୨।୫: ୟୁକ୍ରେନ ସହ ରୁଷିଆର ଯୁଦ୍ଧ ବର୍ଷକରୁ ଊର୍ଦ୍ଧ୍ୱ ସମୟ ହେବ ଲାଗି ରହିଥିବା ବେଳେ ବିଭିନ୍ନ ଦେଶରୁ ଦୁଇ ଦେଶକୁ ସହାୟତା ବି ଯୋଗାଇ ଦିଆଯାଉଛି। ବ୍ରିଟେନ ସରକାର ଗୁରୁବାର ଘୋଷଣା କରିଛନ୍ତି ଯେ ବ୍ରିଟେନ ୟୁକ୍ରେନକୁ ଦୀର୍ଘ ଦୂରଗାମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri