Home

ସମଲିଙ୍ଗୀ ସମ୍ପର୍କରେ ମୁହଁ ଖୋଲିଲେନି ନବୀନ

ନୂଆଦିଲ୍ଲୀ/ଭୁବନେଶ୍ୱର, ୧୨ା୫: ଦେଶରେ ସମଲିଙ୍ଗୀ ବିବାହକୁ ଆଇନତଃ ସ୍ବୀକୃତି ପ୍ରଦାନ କରିବା ନେଇ ବିଭିନ୍ନ ବର୍ଗରୁ ଦାବି ହୋଇ ଆସୁଛି। ଗୁରୁବାର ଏପ୍ରସଙ୍ଗରେ ବିଜେଡିର କ’ଣ ଆଭିମୁଖ୍ୟ ରହିଛି ବୋଲି ଗଣମାଧ୍ୟମ ପ୍ରତିନିଧିଙ୍କ ଦ୍ୱାରା କରାଯାଇଥିବା ପ୍ରଶ୍ନ ଉପରେ ମୁଖ୍ୟମନ୍ତ୍ରୀ ନବୀନ…

ଜଙ୍ଗଲ ପାର୍ଶ୍ୱ ଗ୍ରାମରେ ଲାଗିଲା କଟକଣା

ମହାକାଳପଡ଼ା,୧୨।୫ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତର ପଣିଖିଆ ସାନ୍ତାଳପଡ଼ାର ଚତୁଃପାର୍ଶ୍ୱରେ ବନ ବିଭାଗ ପକ୍ଷରୁ ସେଞ୍ଚୁରି ବାଉଣ୍ଡାରି ପିଲାର ଚିହ୍ନଟ ସୀମା ନିର୍ଦ୍ଧାରଣ କରାଯାଇଛି। ଏହାକୁ ନେଇ ଗ୍ରାମବାସୀ ଚିନ୍ତାରେ ପଡ଼ିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଏହି…

ଟୁଇଟର ସିଇଓ ପଦରୁ ଇସ୍ତଫା ଦେବେ ଏଲନ୍‌ ମସ୍କ

ଓ୍ବାଶିଂଟନ,୧୨ା୫: ଗୁରୁବାର ବିଳମ୍ବିତ ରାତିରେ ଟୁଇଟ୍‌ କରି ଏଲନ୍‌ ମସ୍କ ଏକ ବଡ଼ ଘୋଷଣା କରିଛନ୍ତି। ବାସ୍ତବରେ ମସ୍କ ଟୁଇଟ୍‌ରେ ସିଇଓ ପଦ ଛାଡ଼ିବାକୁ କହିଛନ୍ତି। ସେ ଟୁଇଟରର ନୂତନ ସିଇଓ ଚୟନ କରିଛନ୍ତି ବୋଲି ଟୁଇଟ୍‌ କରି କହିଛନ୍ତି। Excited…

ୟୁନିଟ୍‌-୯ ବାଳିକା ହାଇସ୍କୁଲ ସ୍ମୃତି ହଜାଇବାକୁ ଚକ୍ରାନ୍ତ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜଧାନୀର ବିଭିନ୍ନ ସ୍ଥାନରେ ଅଟ୍ଟାଳିକା ନିର୍ମାଣ କରି ପୁରାତନ ସ୍ମୃତିକୁ ଧ୍ୱଂସ କରାଯାଉଛି। ସ୍କୁଲର ସୌନ୍ଦର୍ଯ୍ୟ ବୃଦ୍ଧି କରିବାକୁ ସାରା ରାଜ୍ୟରେ ରୂପାନ୍ତରଣ କରାଯାଇ ବହୁକୋଟି ଟଙ୍କା ଖର୍ଚ୍ଚ କରାଯାଉଛି। ମାତ୍ର ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରତୀକ ବହନ…

ନକଲି ନଡ଼ିଆତେଲ ତିଆରି ବେଳେ ଚଢ଼ାଉ, ୨ ଗିରଫ

ରାଉରକେଲା ଅଫିସ,୧୨ା୫: ରାଉରକେଲା ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ଏ. ବି. ଲେନ୍‌ ଇସଲାମ ନଗରରେ ବିଭିନ୍ନ ଦାମୀ କମ୍ପାନୀ ଲେଭଲ ବ୍ୟବହାର କରି ନକଲି ନଡିଆ ତେଲ ଓ ବଜାଜ ଏଲମଣ୍ଡ ଡ୍ରପ୍ସ ତିଆରି ବେଳେ ପୋଲିସ ଚଢାଉ କରି ୨ଜଣଙ୍କୁ…

ରାଜ୍ୟରେ ଆଉ ୧୧୮୧ ଡାକ୍ତର ନିଯୁକ୍ତ ହେବେ

ଭୁବନେଶ୍ୱର, ୧୨।୫ (ବ୍ୟୁରୋ): ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଦକ୍ଷ ଡାକ୍ତରଙ୍କ ନିଯୁକ୍ତି ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ଲୋକସେବା ଆୟୋଗ ମାଧ୍ୟମରେ ଡାକ୍ତର ଚୟନ କରାଯାଉଛି। ଏହିକ୍ରମରେ ଆଉ ୧୧୮୧ଜଣ ଡାକ୍ତରଙ୍କୁ ନିଯୁକ୍ତ ଦେବା…

୪ରୁ ୫ ଦିନ ବଢ଼ିବ ତାପମାତ୍ରା

ଭୁବନେଶ୍ବର,୧୨ା୫(ବ୍ୟୁରୋ): ରାଜ୍ୟରେ ଅନୁଭୂତ ହେଉଥିବା ଗ୍ରୀଷ୍ମପ୍ରବାହର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ରିଲିଫ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଗୁରୁବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି।ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ…

ବିକ୍ରି ହେଉନି ଆପାର୍ଟମେଣ୍ଟ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ଗତ ୧ ବର୍ଷ ହେବ ଆପାର୍ଟମେଣ୍ଟ କିଣା ବିକା ଅଟକିଛି। କମନ ଏରିଆ ମାଲିକାନାକୁ ନେଇ ବଢ଼ିଚାଲିଛି ଝମେଲା। ଆସୋସିଏଶନ ପାଇଁ ରାଜ୍ୟରେ କୌଣସି ଆଇନ ନ ଥିବାରୁ ଘର ବୁକ୍‌ କଲେ ମଧ୍ୟ ନିଜ ନାମରେ ସେଲ୍‌ଡିଡ୍‌ ବା…

ରାଜସ୍ଥାନ ରୟାଲ୍ସର ସହଜ ବିଜୟ…

କୋଲକାତା,୧୧।୫: ଆଇପିଏଲ ୨୦୨୩ର ୫୬ତମ ମ୍ୟାଚ ଗୁରୁବାର କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଖେଳାଯାଇଛି। ମ୍ୟାଚରେ କେକେଆର ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଛି। ଫଳରେ ଆରଆର ପାଇଁ…

ରାଜସ୍ଥାନକୁ ୧୫୦ ରନର ବିଜୟ ଲକ୍ଷ୍ୟ ଦେଲା କୋଲକାତା

କୋଲକାତା,୧୧।୫: ଆଇପିଏଲ ୨୦୨୩ର ୫୬ତମ ମ୍ୟାଚ ଗୁରୁବାର କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ(କେକେଆର) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଖେଳାଯାଉଛି। ମ୍ୟାଚରେ କେକେଆର ୨୦ ଓଭରରେ ୮ ଉଇକେଟ ହରାଇ ୧୪୯ ରନ କରିଛି। ଫଳରେ ଆରଆର ପାଇଁ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମୁକୁଳିଲେ ଇମ୍ରାନ

ଇସ୍‌ଲାମାବାଦ, ୧୧ା୫: ପୂର୍ବତନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଗିରଫଦାରୀ ବେଆଇନ ବୋଲି ପାକ୍‌ ସୁପ୍ରିମକୋର୍ଟ ଗୁରୁବାର ଘୋଷଣା କରିବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହା ପରେ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ ଅଧ୍ୟକ୍ଷ ଇମ୍ରାନଙ୍କୁ ମୁକ୍ତ କରିଦିଆଯାଇଛି। ସେ…

ସୁପ୍ରିମକୋର୍ଟଙ୍କ ରାୟ ପରେ ସର୍ଭିସ ସେକ୍ରେଟାରୀଙ୍କୁ ହଟାଇଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୫: ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର-ପୋଷ୍ଟିଂ ଅଧିକାରକୁ ନେଇ ବିବାଦ ଉପରେ ସୁପ୍ରିମକୋର୍ଟ ଗୁରୁବାର ଦିଲ୍ଲୀ ସରକାରଙ୍କ ସପକ୍ଷରେ ରାୟ ଦେଇଛନ୍ତି। ଏହି ରାୟ ଆସିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନେତୃତ୍ୱାଧୀନ ଦିଲ୍ଲୀ ସରକାର ସେବା ବିଭାଗର ସଚିବ ଆଶିଷ ମୋରେଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri