Home

‘ଆର୍ଦ୍ର ପରିବେଶରୁ ଭାରତକୁ ଫାଇଦା ମିଳିବ’

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତର ପରବର୍ତ୍ତୀ ପ୍ରତିଦ୍ୱନ୍ଦ୍ୱୀ ଭାନୁଆଟୁ ହୋଇଥିବାରୁ ଭୁବନେଶ୍ୱରର ଆର୍ଦ୍ର ପରିବେଶରୁ ଘରୋଇ ଦଳକୁ ଫାଇଦା ମିଳିବ ବୋଲି ଅନୁଭବ କରୁଛନ୍ତି ମୁଖ୍ୟ କୋଚ୍‌ ଇଗର ଷ୍ଟିମାକ୍‌। ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦…

ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ରାଜ୍ୟର ପ୍ରାଥମିକ ଶିକ୍ଷକ ୨ ଦଫା ଦାବି ନେଇ ବାରମ୍ବାର ଆନ୍ଦୋଳନକୁ ଓହ୍ଲାଇବା ସତ୍ତ୍ୱେ ରାଜ୍ୟ ସରକାର ସେମାନଙ୍କ ଦାବି ପୂରଣ କରିନାହାନନ୍ତି। ତେଣୁ ଶିକ୍ଷକମାନେ ସାମୂହିକ ଛୁଟିନେଇ ଆନ୍ଦୋଳନକୁ ଓହ୍ଳାଇବେ ବୋଲି ମିଳିତ ପ୍ରାଥମିକ ଶିକ୍ଷକ ମଞ୍ଚ ପକ୍ଷରୁ…

ଭାରତ ଆଜି ଭାନୁଆଟୁକୁ ଭେଟିବ

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ୨ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ଲେବାନନ୍‌ ବିପକ୍ଷରେ ଖେଳିବ ମଙ୍ଗୋଲିଆ। ସନ୍ଧ୍ୟା ୭ଟା ୩୦ରେ ଭାରତ ଏହାର ଦ୍ୱିତୀୟ…

ମାଲାବାରରେ ୧୦ ଦିନିଆ ‘ସିଲ୍‌ଭର ଶୋ’

ଭୁବନେଶ୍ୱର,୧୨।୬: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସ ପକ୍ଷରୁ ଏକ ୧୦ ଦିନିଆ ‘ସିଲ୍‌ଭର ଶୋ’ର ଆୟୋଜନ କରାଯାଇଛି। ଏହି ଶୋ ପ୍ରତିଷ୍ଠାନର ଭୁବନେଶ୍ୱରସ୍ଥିତ ଶହୀଦ ନଗର ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ୨୦୨୩…

ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ

ଭୁବନେଶ୍ୱର,୧୨।୬: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଏକ ମେଗା ଗ୍ରାହକ ସଂଯୋଗୀକରଣ ଅଭିଯାନ ଭିତ୍ତିକ କାର୍ଯ୍ୟକ୍ରମ ଭୁବନେଶ୍ୱରର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୟୁବିଆଇର କେନ୍ଦ୍ରୀୟ କାର୍ଯ୍ୟାଳୟ ମୁମ୍ବାଇର…

ଘରୋଇ ବଜାରରେ ୪,୬୬୦ ଗାଡ଼ି ବିକିଲା ହୋଣ୍ଡା

ଭୁବନେଶ୍ୱର,୧୨।୬: ଦେଶର ପ୍ରମୁଖ ଅଟୋମୋବାଇଲ କମ୍ପାନୀ ତଥା ପ୍ରିମିୟମ୍‌ କାର୍‌ ନିର୍ମାତା ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ (ଏଚ୍‌ସ୍‌ିଆଇଏଲ୍‌) ପକ୍ଷରୁ ୨୦୨୩ ମେ ମାସର ଗାଡି ବିକ୍ରି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ବର୍ଷ ମେ’ ମାସରେ କମ୍ପାନୀ ଘରୋଇ…

ବାହାନଗା ରେଳ ଦୁର୍ଘଟଣା ମୃତକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଇବ ରୟାଲ ଗ୍ରୁପ୍‌

ଭୁବନେଶ୍ୱର,୧୨।୬: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ରୟାଲ ଗ୍ରୁୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନ୍ସ ପକ୍ଷରୁ ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ସମ୍ପର୍କରେ ଏକ ବଡ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ଜୁନ୍‌ ୨ରେ ବାଲେଶ୍ୱର ଜିଲାର ବାହାନଗାଠାରେ ଘଟିଯାଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ…

ୱେଷ୍ଟର୍ନ କ୍ୟାରିୟର୍ସ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ନୂଆଦିଲ୍ଲୀ,୧୨।୬: ୱେଷ୍ଟର୍ନ କ୍ୟାରିୟର୍ସ (ଇଣ୍ଡିଆ) ଲିମିଟେଡ୍‌ ପକ୍ଷରୁ ଡ୍ରାପ୍ଟ ରେଡ୍‌ ହେରିଂ ପ୍ରସପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ ପାଣ୍ଠି ହାସଲ କରିବା ଲାଗି ପୁଞ୍ଜି ବଜାର ନିୟାମକ ସଂସ୍ଥା…

୩ଦିନ ହେବ ପ୍ଲାନେଟାରିୟମ୍‌ ବନ୍ଦ

ଭୁବନେଶ୍ୱର, ୧୨।୬ (ବ୍ୟୁରୋ): ପିଲାଙ୍କ ପାଇଁ ଉଭୟ ମନୋରଞ୍ଜନ ଓ ଶିକ୍ଷାର ଏକ ପ୍ରମୁଖ ମାଧ୍ୟମ ହେଉଛି ପ୍ଲାନେଟୋରିୟମ୍‌। ମହାକାଶ, ଗ୍ରହ, ନକ୍ଷତ୍ର ଆଦି ବିଭିନ୍ନ ମହାଜାଗତିକ ତଥ୍ୟ ଉପରେ ଜ୍ଞାନ ଲାଭ କରିବା ପାଇଁ ପ୍ରତିଦିନ ଶହ ଶହ ଛାତ୍ରୀଛାତ୍ର,…

ଅନ୍ୟ ରାଜ୍ୟ ପାଇଁ କେନ୍ଦ୍ର ଆଣିବ ଅଧ୍ୟାଦେଶ

ନୂଆଦିଲ୍ଲୀ, ୧୨ା୬ : ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି।…

ଭବିଷ୍ୟତରେ ତାମିଲ ପ୍ରଧାନମନ୍ତ୍ରୀ ହୁଅନ୍ତୁ: ଶାହା

ଚେନ୍ନାଇ/ଭେଲୋର,୧୨ା୬: ଭବିଷ୍ୟତରେ ଜଣେ ତାମିଲ ଭାରତର ପ୍ରଧାନମନ୍ତ୍ରୀ ହେବା ଉଚିତ। ଅତୀତରେ ଡିଏମ୍‌କେ ଯୋଗୁ ଏପରି ସୁଯୋଗ ଦୁଇଥର ହାତଛଡ଼ା ହୋଇଛି ବୋଲି ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା କହିଛନ୍ତି। ଚେନ୍ନାଇରେ ଆୟୋଜିତ ଭାଜପାର ଏକ ରୁଦ୍ଧଦ୍ୱାର ବୈଠକରେ ଶାହା ଦଳୀୟ…

ନୂଆ ଦଳ ଗଢ଼ିବେନି ସଚିନ ପାଇଲଟ

ଦାଉସା, ୧୨ା୬(ପି.ଟି.) : ରାଜସ୍ଥାନର ଅସନ୍ତୁଷ୍ଟ କଂଗ୍ରେସ ନେତା ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ନୂଆ ଦଳ ଗଢ଼ିବେ ନାହିଁ। ତାଙ୍କ ବାପା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଜେଶ ପାଇଲଟ୍‌ଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ରବିବାର ନିଜ ନିର୍ବାଚନ ମଣ୍ଡଳୀ ଦାଉସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?