ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍
ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ ହେଲା ଏଭଳି ସ୍ଥିତି ରହିଥିଲେ ମଧ୍ୟ ବିଭାଗୀୟ ଅଧିକାରୀ ଚୁପ ବସିଥିବା ଅଞ୍ଚଳବାସୀ…
କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…
ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍ଫେୟାର କର୍ପୋରେଶନ (ଓପିଏଚ୍ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ ଟଙ୍କା ନେଇ ଯିବା ସମୟରେ ଖବରପାଇ ଭିଜିଲାନ୍ସ ଟିମ୍ ତାଙ୍କୁ ପିଛା କରିଥିଲା।…
ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ
ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ। ପ୍ରକୃତରେ, ଏହା ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛି। ରିପୋର୍ଟ ଅନୁଯାୟୀ, ଇରାନ ଆକ୍ରମଣ…
ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ
ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ ଯୋଗ୍ୟତା ଅର୍ଜନ କରିବାରେ ବିଫଳ ହୋଇଛି। 2026 ବିଶ୍ୱକପ ପାଇଁ ୟୁରୋପୀୟ ପ୍ଲେଅଫରେ,…
କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ ଷ୍ଟାଫ କ୍ୱାର୍ଟରରେ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୋଇଥିବା ଘରେ ସେ ପୋଡ଼ି ଯାଇ…
ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…
ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍ ଯୋଗେ ଓଡ଼ିଆରେ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ…
ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ
ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ ବଲ ଉପରେ ପଡ଼ିଲା, ତା’ପରେ ବଲ ଟ୍ୟାମ୍ପରିଂର ଏକ ଘଟଣା ଘଟିଛି –…
ବଢିଲା ପେଟ୍ରୋଲ-ଡିଜେଲ ଦାମ୍, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ
ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ ୧.୫୦ଟଙ୍କା ପ୍ରତି ଲିଟର ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିର ସିଧାସଳଖ ପ୍ରଭାବ ସାଧାରଣ…
ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…
ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ ସଙ୍କଟର ପ୍ରଭାବ ସମ୍ପର୍କରେ ଆରୋପ ପ୍ରତ୍ୟାରୋପ କରିଥିଲେ। ଗୁଜୁରାଟର ଭାଭ-ଥାରାଡରେ ଭାଷଣ ଦେଇ…
ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ
ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ ଏବେ ତା’ର ସେନା ପ୍ରତ୍ୟାହାର କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ…
ସଂଜ୍ଞା ବଦଳିପାରେ
ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶରେ କେହି ମାଓବାଦୀ ରହିବେ ନାହିଁ…
ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…
ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଏକ ମାଛ…
Archives


