Home

ଦୀପକ, ହୁସାମୁଦ୍ଦିନ, ନିଶାନ୍ତ ପଦକ ନିଶ୍ଚିତ କଲେ

ତାସକେଣ୍ଟ, ୧୧।୫ (ପି.ଟି.): ବକ୍ସର ଦୀପକ ଭୋରିଆ (୫୧ କେଜି), ମହମ୍ମଦ ହୁସାମୁଦିନ (୫୭ କେଜି) ଓ ନିଶାନ୍ତ ଦେବ (୭୧ କେଜି) ଚଳିତ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ର ସେମିଫାଇନାଲରେ ପ୍ରବେଶ କରି ପଦକ ନିଶ୍ଚିତ କରିଛନ୍ତି। କୌଣସି ଏକ ବିଶ୍ୱବକ୍ସିଂ…

ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ

ରାଉରକେଲା ଅଫିସ,୧୧ା୫: ରାଉରକେଲା ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ସପ୍ତମ ଦିନରେ ବୁଧବାର ହରିୟାଣା, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ ବିଜୟୀ ହୋଇଛି। ପ୍ରଥମ ମ୍ୟାଚରେ ହରିୟାଣା ୧୯-୦ ଗୋଲରେ ତାମିଲନାଡୁକୁ ପରାସ୍ତ…

୪ ୱାର୍ଡରେ ପାଇପ୍‌ରୁ ବାହାରୁଛି ଗୋଳିଆ ପାଣି

ଚିକିଟି,୧୧ା୫ (ଡି.ଏନ୍‌.ଏ.):ଗଞ୍ଜାମ ଜିଲାର ୧୨ଟି ୱାର୍ଡକୁ ନେଇ ଗଠିତ ଚିକିଟି ବିଜ୍ଞାପିତ ଅଞ୍ଚଳ ଅଧୀନ ୬, ୭, ୮ ଓ ୯ ନମ୍ବର ୱାର୍ଡରେ ଜନସ୍ବାସ୍ଥ୍ୟ ବିଭାଗ ଅଧୀନରେ ଥିବା ପାଇପ୍‌ରୁ ଗୋଳିଆ ପାଣି ବାହାରୁଥିବା ଅଭିଯୋଗ ହେଉଛି। ଚିକିଟି ଏନ୍‌ଏସିର…

ପ୍ରମୋଦଙ୍କ ଡବଲ ବିଜୟ

ଭୁବନେଶ୍ୱର, ୧୧।୫ (କ୍ରୀଡ଼ା ପ୍ରତିନିଧି): ଥାଇଲାଣ୍ଡର ପଟାୟାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ ପ୍ରଦର୍ଶନ ଅବ୍ୟାହତ ରହିଛି। ବୁଧବାର ଦ୍ୱିତୀୟ ଦିବସରେ ପ୍ରମୋଦ ଭଗତ ଡବଲ ବିଜୟ ହାସଲ କରିଛନ୍ତି। ମନିଷା ରାମଦାସ ଓ ପ୍ରମୋଦ ଯୋଡ଼ି…

ପଞ୍ଚମ ବିଜୟ ସହ ଦ୍ୱିତୀୟରେ ଓଡ଼ିଶା ଏଫ୍‌ସି

ଅହମଦାବାଦ, ୧୧।୫: ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଓଡ଼ିଶା ଏଫ୍‌ସି ପଞ୍ଚମ ବିଜୟ ହାସଲ କରିଛି। ବୁଧବାର ଶାହିବାଗ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଓଡ଼ିଶା ଭିତ୍ତିକ ଏହି ଦଳ ୩-୦ ଗୋଲରେ ସେଲ୍‌ଟିକ୍‌ କୁଇନ୍ସ ଏଫ୍‌ସିକୁ ପରାସ୍ତ କରିଛି। ଆରମ୍ଭରୁ…

ଦାଦନ ଖଟି ଯାଇଥିବା ନାବାଳିକାଙ୍କ ମୃତ୍ୟୁ

ଯାଜପୁର ଅଫିସ ,୧୧ା୫ : ରାଜ୍ୟରେ ଦ୍ରୁତ ଶିଳ୍ପାୟନକୁ ସରକାର ପ୍ରୋତ୍ସାହନ ଯୋଗାଇ ଚାଲିଛନ୍ତି । ଏହାଦ୍ୱାରା ରାଜ୍ୟର ଖଣିଜ ସମ୍ପଦ ଓ ପ୍ରାକୃତିକ ସମ୍ବଳର ବିନିଯୋଗ ହୋଇ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ଘଟିବ । ବେକାରୀ ସମସ୍ୟା ବି ହଟିବ…

ଭାରତରେ ମାତୃ, ନବଜାତ ମୃତ୍ୟୁ ସର୍ବାଧିକ

କେପ୍‌ଟାଉନ, ୧୧ା୫ : ସାରା ବିଶ୍ୱରେ ମୋଟ ମାତୃ, ନବଜାତ ମୃତ୍ୟୁ ଏବଂ ମୃତ ଶିଶୁ ଜନ୍ମର ୬୦ ପ୍ରତିଶତ ଭାରତ ସମେତ ୧୦ଟି ଦେଶରେ ଘଟୁଛି। ଏଥିରେ ଭାରତ ସର୍ବାଗ୍ରେ ରହିଥିବା ଜାତିସଂଘ ରିପୋର୍ଟରେ କୁହାଯାଇଛି। ବିଶ୍ୱରେ ଜୀବନ୍ତ ଶିଶୁ…

ଦେଶରେ ୫୦ କୋଟି ସାଇବର ଆକ୍ରମଣ ରୋକାଯାଇଛି

ନୂଆଦିଲ୍ଲୀ, ୧୧ା୫ : ୨୦୨୩ ପ୍ରଥମ ତ୍ରୈମାସିକରେ ବିଶ୍ୱରେ ୧୦୦ କୋଟି ସାଇବର ଆକ୍ରମଣ ମଧ୍ୟରୁ ଭାରତରେ ୫୦ କୋଟିରୁ ଊର୍ଦ୍ଧ୍ୱ ଆକ୍ରମଣକୁ ରୋକାଯାଇପାରିଛି। ଗତବର୍ଷ ଚତୁର୍ଥ ତ୍ରୈମାସିକରେ ବିଶ୍ୱରେ ୮୨.୯ କୋଟି ସାଇବର ଆକ୍ରମଣ ହୋଇଥିଲା ବେଳେ ଚଳିତବର୍ଷ ପ୍ରଥମ…

ଶିଶୁ ପୋଷ୍ୟଗ୍ରହଣ ପାଇଁ ଆଇନ ଅନୁମତି ଦେଇଛି: ସର୍ବୋଚ୍ଚ ଅଦାଲତ

ନୂଆଦିଲ୍ଲୀ, ୧୧ା୫ : ବୈବାହିକ ମାନ୍ୟତା ନିର୍ବିଶେଷରେ ଯେକୌଣସି ବ୍ୟକ୍ତି ଶିଶୁ ପୋଷ୍ୟଗ୍ରହଣ କରିବା ଲାଗି ଭାରତୀୟ ଆଇନ ଅନୁମତି ଦେଇଥିବା ସୁପ୍ରିମକୋର୍ଟ ବୁଧବାର କହିଛନ୍ତି। ନିଜର ଜୈବିକ ସନ୍ତାନ ଥିବା ଆଦର୍ଶ ପରିବାର ବ୍ୟତୀତ ଅନ୍ୟାନ୍ୟ ସ୍ଥିତି ଥାଇପାରେ, ଯାହାକୁ…

ତାଳଦଣ୍ଡା କେନାଲ ପାଣି ପିଇବା, ଗାଧୋଇବାକୁ ଅନୁପଯୁକ୍ତ

ପାରାଦୀପ,୧୧ା୫(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା ପାରାଦୀପ ଶିଳ୍ପଭିତ୍ତିକ ସହରାଞ୍ଚଳ ପାଇଁ ତାଳଦଣ୍ଡା କେନାଲ ହେଉଛି ଜୀବନରେଖା। କାରଣ ସବୁ ଶିଳ୍ପସଂସ୍ଥା, ପାରାଦୀପ ବନ୍ଦର ଏବଂ ସହରାଞ୍ଚଳବାସୀ ତାଳଦଣ୍ଡା କେନାଲ ପାଣି ଉପରେ ନିର୍ଭରଶୀଳ। ଏହାବାଦ୍‌ ଜଗତ୍‌ସିଂହପୁର ଜିଲାର ବହୁ ଗ୍ରାମାଞ୍ଚଳ ବାସିନ୍ଦା ମଧ୍ୟ…

ବ୍ରିଟେନରେ ଭାରତୀୟ ଛାତ୍ର ସର୍ବାଧିକ

ସୋନିପତ୍‌, ୧୧ା୫ (ଆଇଏଏନ୍‌ଏସ୍‌): ବ୍ରିଟେନରେ ଭାରତୀୟ ଛାତ୍ରୀଛାତ୍ର ସଂଖ୍ୟା ଚାଇନା ସମେତ ସବୁ ଦେଶକୁ ଟପିଯାଇଛି। ଓ.ପି. ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରେ ଭାରତ-ବ୍ରିଟେନ୍‌ ସମ୍ପର୍କ ଉପରେ ଉଦ୍‌ବୋଧନ ଦେବା ଅବସରରେ ଭାରତରେ ବ୍ରିଟିଶ ହାଇକମିଶନର ଆଲେକ୍ସ ଏଲିସ୍‌ ଏହା କହିଛନ୍ତି। ଦୁଇ…

ଅର୍ଥ ନାହିଁ, ତଥାପି କିଙ୍ଗ୍‌: କୁମାରସ୍ବାମୀ

ବେଙ୍ଗାଲୁରୁ,୧୧ା୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀ ନିର୍ବାଚନ ଶେଷରେ ହାତ ଟେକିଦେଇଛନ୍ତି। ସେ କହିଛନ୍ତି, ଜେଡିଏସ୍‌କୁ ଏଥର ୨୫ ଆସନରେ ଝଟ୍‌କା ଲାଗିପାରେ। ଅର୍ଥାଭାବ ହେତୁ ଏହି ଆସନଗୁଡ଼ିକରେ ବିଜୟ ସମ୍ଭାବନା ମଉଳିଯାଇଛି। ପ୍ରାର୍ଥୀମାନଙ୍କୁ ସେ ଆର୍ଥିକ ସହାୟତା ଦେଇପାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri