ଇମ୍ରାନଙ୍କୁ ଠକ କହିଲେ ପ୍ରଧାନମନ୍ତ୍ରୀ
ଇସଲମାବାଦ,୨୯ା୩: ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ପାକିସ୍ତାନର ନ୍ୟାଶନାଲ ସଂସଦରେ କହିଛନ୍ତି ଯେ, ସରକାର ଏବଂ ତାଙ୍କ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ମଧ୍ୟରେ ହୋଇଥିବା ଆଲୋଚନା କେବଳ ସମ୍ଭବ ହେବ ଯଦି ସେ ତାଙ୍କର ‘ଭୁଲ୍’କୁ ଗ୍ରହଣ କରନ୍ତି। ସେ ଯାହା…
ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବ ପାକିସ୍ତାନ, ପ୍ରସ୍ତାବ ସଂସଦରେ ଆଗତ…
ଇସଲାମାବାଦ,୨୯।୩ : ଦେଶର ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ପାକିସ୍ତାନ ସରକାର ସଂସଦରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ କହିଥିଲେ ଯେ ଯଦି ପ୍ରଧାନ ବିଚାରପତିଙ୍କ କ୍ଷମତାକୁ ହ୍ରାସ କରିବାକୁ ସଂସଦ ଆଇନ…
ରୋଡ ଶୋ’ରେ ୫୦୦ ଟଙ୍କିଆ ନୋଟ ଉଡାଇଲେ ବିଧାୟକ, ଭିଡ଼ିଓ ଭାଇରାଲ…
ବେଙ୍ଗାଲୁରୁ,୨୯।୩ : କର୍ନାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରାଯାଇଛି। ମେ ୧୦ ରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ଏବଂ ମେ ୧୩ ରେ ଭୋଟ ଗଣନା କରାଯିବ। ରାଜ୍ୟରେ ନିର୍ବାଚନ ପୂର୍ବରୁ କଂଗ୍ରେସ ବିବାଦ ଘେରକୁ ଆସିଥିବା…
ପୁଣେ ଭାଜପା ଏମ୍ପି ଗିରିଶ ବାପଟଙ୍କ ପରଲୋକ…
ପୁଣେ,୨୯।୩ : ପୁଣେର ଲୋକସଭା ଏମ୍ପି ତଥା ଭାଜପା ନେତା ଗିରିଶ ବାପଟଙ୍କର ବୁଧବାର ପୁଣେର ଏକ ଡାକ୍ତରଖାନାରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଗତ ଦେଢ଼ବର୍ଷ ଧରି ଅସୁସ୍ଥ ଥିଲେ। ତାଙ୍କୁ ଗୁରୁତର…
ଦେଶରେ ବଢ଼ିଲା ଚିତା ବଂଶ: ନାମିବ୍ୟା ଚିତା ବାଘୁଣୀ ଦେଲା ୪ ଶାବକଙ୍କୁ ଜନ୍ମ…
ଭୋପାଳ,୨୯।୩ : ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରୁ ଦେଶ ପାଇଁ ସବୁଠୁ ବଡ ଖୁସି ଖବର ଆସିଛି। ନାମିବ୍ୟାରୁ ଆସିଥିବା ସିଆୟା ନାମକ ଏକ ଚିତା ବାଘୁଣୀ ଚାରି ଶାବକଙ୍କୁ ଜନ୍ମ ଦେଇଛି। ସୂଚନା ଅନୁଯାୟୀ, ମା‘ ଚିତା ଏବଂ ଚାରି…
ଆଇପିଏଲ୍ରୁ ଅବସର ନେବେ କି ଧୋନୀ: ରୋହିତ ଶର୍ମା କଲେ ଖୁଲାସା
ମୁମ୍ବାଇ,୨୯।୩: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଆଗାମୀ ସିଜନ ପରେ ଅବସର ନେବେ ବୋଲି ଚର୍ଚ୍ଚା ହେଉଛି। ୪୧ ବର୍ଷୀୟ ଧୋନୀ ଚେନ୍ନାଇରେ ତାଙ୍କର ଶେଷ ମ୍ୟାଚ ଖେଳିବେ ବୋଲି ପୂର୍ବରୁ…
ଡେବ୍ୟୁ ଫିଲ୍ମରୁ ହୋଇଥିଲେ ବ୍ଲକ୍ବଷ୍ଟର, ଏବେ ମିଳୁନି ଦେଖା
ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରତିଦିନ ନୂଆ ନୂଆ ଚେହେରା ଦେଖିବାକୁ ମିଳେ। ଏହି ଚେହେରାଗୁଡ଼ିକ ମଧ୍ୟରୁ କିଛି ଅଭିନେତ୍ରୀ ଅଭିନେତା ଦୀର୍ଘ ବର୍ଷ ଧରି ଇଣ୍ଡଷ୍ଟ୍ରିରେ ରାଜ୍ କରିଥାନ୍ତି। ଆଉ କିଛି କଳାକାରଙ୍କର ଗୋଟିଏ ଦୁଇଟି ଫିଲ୍ମ ପରେ ଆଉ ଦେଖା…
ଏହି ଗାଁରେ ପିଲାମାନଙ୍କୁ ବାହାରେ ଖେଳିବାକୁ ଦିଅନ୍ତିନି ଅଭିଭାବକ, କାରଣ ଜାଣିଲେ…
ଆଜିକାଲି କେବଳ ଗୋଟିଏ କଥା ଉପରେ ବିତର୍କ ଚାଲିଛି କି ଜୀବନଶୈଳୀରେ ଶାରୀରିକ କାର୍ଯ୍ୟକଳାପ ହ୍ରାସ ପାଉଛି। ପିଲା ହୁଅନ୍ତୁ କି ବୟସ୍କ। ସେମାନେ ଯେତିକି ଶାରୀରିକ ପରିଶ୍ରମ କରିବା ଉଚିତ୍ ସେତିକି କରିବାକୁ ସକ୍ଷମ ନୁହନ୍ତି। ଏଭଳି ପରିସ୍ଥିତିରେ ମାତାପିତା…
କର୍ନାଟକର ୯୫ ପ୍ରତିଶତ ବିଧାୟକ କୋଟିପତି, ୭୫ ପ୍ରତିଶତଙ୍କ ବିରୋଧରେ ଅପରାଧିକ ମାମଲା…
ବେଙ୍ଗାଲୁରୁ,୨୯।୩ : କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ମେ ୧୦ରେ ନିର୍ବାଚନ ହେବା ସହିତ ମେ ୧୩ରେ ଏହାର ଫଳାଫଳ ଘୋଷଣା କରାଯିବ। ଏପରି ସ୍ଥଳେ, ଏଡିଆର ପକ୍ଷରୁ ସିଟିଂ ବିଧାୟକଙ୍କ ତଥ୍ୟ ପ୍ରକାଶ କରିଛି। ଏଥିରେ…
ଯଦି ୫୬ ଇଞ୍ଚ ଛାତି ଅଛି ତେବେ ଆଦାନୀ ମାମଲାରେ ଗଠନ କରନ୍ତୁ ଜେପିସି: କଂଗ୍ରେସ…
ନୂଆଦିଲ୍ଲୀ,୨୯।୩ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ମଙ୍ଗଳବାର ଭାଜପା କାର୍ଯ୍ୟାଳୟର ଉଦଘାଟନୀ ସମାରୋହକୁ ସମ୍ବୋଧିତ କରିବାବେଳେ ବିରୋଧୀ ଦଳମାନଙ୍କୁ ଦୁର୍ନୀତିଗସ୍ତ ବୋଲି କହିଥିଲେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଏହାର ଜବାବ…
ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ
ଭୁବନେଶ୍ୱର,୨୯।୩: ମେ’୧୦ରେ ହେବ ଝାରସୁଗୁଡା ଉପନିର୍ବାଚନ। ଏନେଇ ବୁଧବାର ମୁଖ୍ୟ ନିର୍ବାଚନ କମିଶନର ପକ୍ଷରୁ ତାରିଖ ଘୋଷଣା କରାଯାଇଛି। ସୂଚନାନୁଯାୟୀ, ମେ’୧୦ରେ ମତଦାନ ଏବଂ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଏପ୍ରିଲ ୨୦ରେ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ…
ଜେଡିୟୁ-ଶିବସେନା ପୂର୍ବରୁ ଥିଲେ ଭଲ, ଏବେ ହେଲେ ଦୁର୍ନୀତିଗ୍ରସ୍ତ: ମୋଦିଙ୍କୁ ସିବଲଙ୍କ ଜବାବ…
ନୂଆଦିଲ୍ଲୀ,୨୯।୩ : ରାଜ୍ୟସଭା ଏମପି କପିଲ ସିବଲ କ୍ରମାଗତ ଭାବେ ଶାସକ ଦଳକୁ ଟାର୍ଗେଟ କରୁଛନ୍ତି। ଏବେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରେ ଭାଜପା ମୁଖ୍ୟାଳୟରେ କରାଯାଇଥିବା ସମ୍ପ୍ରସାରଣ କାର୍ଯ୍ୟର ଉଦଘାଟନ କରି ବିରୋଧୀଙ୍କୁ…
Archives


