ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର
ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଜି ଦେବୀ ଅସ୍ଥାୟୀ ମଣ୍ଡପରୁ ପୂର୍ବ ମୁଖା ହୋଇ ବାହାରିବା…
ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍
ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ ପିଲାମାନଙ୍କୁ ପ୍ରଭାବିତ କରି ତାମିଲନାଡୁର ମୁଖ୍ୟମନ୍ତ୍ରୀ ହୋଇଥିବା ସେ କହିଛନ୍ତି। ତାଞ୍ଜାଭୁରରେ ଏକ…
ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…
ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ସମାରୋହର ଏକ ବିଶେଷ…
ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ
କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର…
୧୪ ବର୍ଷ ଝିଅର କଥା ଶୁଣି ଚୁପ୍ଚାପ୍ ଏମିତି କାମ କରିଦେଲେ ମୁଖ୍ୟମନ୍ତ୍ରୀ ବିଜୟ: ଚାରିଆଡ଼େ ଚର୍ଚ୍ଚା
ଚେନ୍ନାଇ,୧୮।୫: ଅଭିନେତାରୁ ରାଜନେତା ହୋଇଥିବା ଥଲାପତି ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବା ପରଠାରୁ ଚର୍ଚ୍ଚାରେ ଅଛନ୍ତି। ସେ ପୁଣି ଥରେ ଏପରି ଏକ ପଦକ୍ଷେପ ନେଇଛନ୍ତି ଯାହା ସାଧାରଣ ଲୋକଙ୍କଠାରୁ ପ୍ରଶଂସା ପାଇଛି। ବିଶେଷକରି ବିଜୟ ତାଙ୍କ ଭିଆଇପି…
ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା
କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ ସହାୟତା, ବସ୍ରେ ମାଗଣା ଯାତ୍ରା ଏବଂ ୭ମ ରାଜ୍ୟ ବେତନ କମିଶନ ଗଠନ…
ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…
ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ ବିବାଦ ସୃଷ୍ଟି କରିଛନ୍ତି। ମସ୍କଙ୍କ ଏହି ମନ୍ତବ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି…
ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….
ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ରାଜ୍ୟରେ ତେଲ ସଂକଟ ନାହିଁ ବୋଲି ସେ କହିଛନ୍ତି । ଗତ…
ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା
ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ନାମ ଏ ରାମାୟା (୩୦) । ସୂଚନା…
୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା
ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି ରିପୋର୍ଟ ପରେ, ଟ୍ରମ୍ପଙ୍କ ବିଷୟରେ ଏକ ନୂତନ ତଦନ୍ତ ଆରମ୍ଭ ହୋଇଛି। ଏହି…
କୋଣାଦିତ୍ୟରେ ନବ ଆଳତି ପରମ୍ପରା
ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର ବା ମନ୍ଦିରରେ ଏପରି ଆଳତି ପରମ୍ପରା ହେଉଥିବାର ପ୍ରମାଣ ଆମେ ପାଇନାହୁଁ। ତାହା…
ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା
ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ । ମୃତକ ହେଲେ ୧୭ ବର୍ଷୀୟ ନାବାଳିକା ମେଘନା । ହତ୍ୟାକାରୀ ହେଉଛନ୍ତି…

