Home

ଭାରତରେ ୧୦.୧ କୋଟି ମଧୁମେହ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୦ା୬(ଆଇଏଏନ୍‌ଏସ୍‌): ଭାରତରେ ୩୧ କୋଟି ୫୦ ଲକ୍ଷ ଲୋକଙ୍କର ଉଚ୍ଚ ରକ୍ତଚାପ ରହିଥିବାବେଳେ ୧୦ କୋଟି ୧୦ ଲକ୍ଷ ଲୋକ ମଧୁମେହ ଆକ୍ରାନ୍ତ। ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡ଼ିଛି। ଦି…

ମଣିପୁରରେ ସାନି ହିଂସା: ୩ ମୃତ

ଗୁଆହାଟୀ/ନୂଆଦିଲ୍ଲୀ, ୧୦ା୬: ମଣିପୁର ହିଂସା ଥମିବା ନାଁ ନେଉନି। କିଛିଦିନର ନୀରବତା ପରେ ଶୁକ୍ରବାର ସେଠାରେ ସାନି ହିଂସାକାଣ୍ଡ ଦେଖାଦେଇଛି। ଏଥିରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇଜଣ ଆହତ ହୋଇଛନ୍ତି। କୁକି ବହୁଳ କଙ୍ଗପୋକ୍‌ପି…

ଗୁଜୁରାଟ କଂଗ୍ରେସର କମାଣ୍ଡ ଧରିଲେ ଶକ୍ତି ସିଂ

ନୂଆଦିଲ୍ଲୀ,୯।୬: ଗୁଜୁରାଟରେ କଂଗ୍ରେସର ସଭାପତି ଭାବେ ଶକ୍ତି ସିଂ ଗୋହିଲଙ୍କୁ ନିଯୁକ୍ତ କରାଯାଇଛି। କଂଗ୍ରେସ ନେତା ଦୀପକ ବାବରିଆଙ୍କୁ ଦିଲ୍ଲୀ କଂଗ୍ରେସ ଏବଂ ହରିୟାଣା କଂଗ୍ରେସର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି। ମୁମ୍ବାଇ କଂଗ୍ରେସ କମିଟିର ସଭାପତି ଭାବେ ବର୍ଷା ଗାୟକବାଡଙ୍କୁ ନିଯୁକ୍ତ…

ଗୋଡସେ ଭାରତ ମାଆର ପୁଅ: ଗିରିରାଜ ସିଂ

ନୂଆଦିଲ୍ଲୀ,୯।୬: ମୋଦି ସରକାରରେ ଗ୍ରାମୀଣ ଉନ୍ନୟନ ଏବଂ ପଞ୍ଚାୟତରାଜ ଥିବା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେଙ୍କୁ ଭାରତର ପୁତ୍ର ବୋଲି ବର୍ଣ୍ଣନା କରିଛନ୍ତି। ଖବର ସରବରାହ ସଂସ୍ଥା ଏନାଇକୁ ସାକ୍ଷାତକାର ଦେଇ କେନ୍ଦ୍ର ମନ୍ତ୍ରୀ…

ଲାଇଭ୍‌ ମ୍ୟାଚ୍‌ରେ ଶୁବମାନଙ୍କୁ ବିବାହ ପାଇଁ ପ୍ରପୋଜ କଲେ, ଭିଡିଓ ଭାଇରାଲ

ଇଂଲଣ୍ଡ,୯।୬: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଓଭାଲ ଗ୍ରାଉଣ୍ଡରେ ଖେଳାଯାଉଛି। ତେବେ ଏ ମଧ୍ୟରେ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହୋଇଛି। ଭାଇରାଲ ଫଟୋରେ ଜଣେ ପ୍ରଶଂସକ ଟିମ ଇଣ୍ଡିଆ ଓପନର୍‌ ଶୁବମାନ…

ଲଳିତଙ୍କୁ ସହାୟତାର ହାତ ବଢ଼ାଇଲା ଜିଲା ପ୍ରଶାସନ

କର୍ଲାମୁଣ୍ଡା,୯।୬(ଡିଏନଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକ ରାଜପୁର ଗାଁର ମେଧାବୀ ଛାତ୍ର ଲଳିତ ମାଝୀଙ୍କ ପାଠ ପଢିବା ପାଇଁ ଅର୍ଥ ବାଧକ ସାଜିଥିଲା। ଏନେଇ ଖବର ବିଭିନ୍ନ ଖବର କାଗଜରେ ପ୍ରକାଶ ପାଇବା ପରେ ସହାୟତାର ହାତ ବଢେଇଛି ଜିଲା ପ୍ରଶାସନ।…

ଯେଉଁ ବ୍ରହ୍ମାଦତ୍ତଙ୍କୁ ମାରିଥିଲେ ସଞ୍ଜୀବ, ତାଙ୍କୁ ମୁଖ୍ୟମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଥିଲେ ମାୟାବତୀ, କାହିଁକି ରାଜି ହୋଇ ନ ଥିଲା ଭାଜପା…

ଲକ୍ଷ୍ନୌ,୯।୬: ଲକ୍ଷ୍ନୌର ହାଇକୋର୍ଟ ପରିସରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ସଞ୍ଜୀବ ଜୀଭାଙ୍କୁ ବୁଧବାର ଗୁଳି କରି ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡ ଉତ୍ତରପ୍ରଦେଶ ରାଜନୀତିର ୩ଦଶକର ପୁରୁଣା ଅଧ୍ୟାୟକୁ ତାଜା କରିଦେଇଛି। ସଞ୍ଜୀବ ଭାଜପାର ଦୁଇ ବିଧାୟକ କୃଷ୍ଣାନନ୍ଦ ରାୟ ଏବଂ ବ୍ରହ୍ମାଦତ୍ତ…

ସାପ କାମୁଡାରେ ନାବାଳକର ମୃତ୍ୟୁ

ନିରାକାରପୁର,୯।୬( ଡି.ଏନ.ଏ): ସାପ କାମୁଡାରେ ଜଣେ ନାବାଳକର ମତ୍ୟୁ ଘଟିଛି। ମୃତକ ନାବାଳକ ଜଣକହେଲେ ଖୋର୍ଦ୍ଧା ଜିଲା ଜଙ୍କିଆଥାନା ଅନ୍ତର୍ଗତ ଗୋଡିପଡା ପଞ୍ଚାୟତ ଉପର ମୋଟା ଗ୍ରାମର ଶୁଭଙ୍କର ପାଇକରାୟ ଓରଫ ଶୁଭ(୧୦) ବୋଲି ଜଣାପଡିଛି। ଶୁଭ ରାତିରେ ଶୋଇଥିବା ବେଳେ…

ରିଲିଜ ହେଲା ତାରା ସିଂ ଏବଂ ସାକାନାଙ୍କ ଲଭ ଷ୍ଟୋରୀ ଗଦର: ଏକ ପ୍ରେମ କଥା

ମୁମ୍ବାଇ: ଅନିଲ ଶର୍ମାଙ୍କ ୨୦୦୧ମସିହାର ବ୍ଲକବଷ୍ଟର ଫିଲ୍ମ ଗଦର: ଏକ ପ୍ରେମ କଥା 22 ବର୍ଷ ପରେ ପୁଣି ଥରେ ସିନେମା ହଲରେ ମୁକ୍ତିଲାଭ କରିଛି। ସନ୍ନି ଦେଓଲ ଏବଂ ଅମିଶା ପଟେଲଙ୍କ ଅଭିନୀତ ଏହି ଫିଲ୍ମ ୪କେ ରିଜଲ୍ୟୁଶନ ଏବଂ…

କଠିନ ସମୟ ଦେଇ ଗତି କରୁଛନ୍ତି କାଜୋଲ! ଏପରି କହିଲେ ପୋଷ୍ଟରେ…

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କାଜୋଲ କିଛିଦିନ ଧରି ସୋସିଆଲ ମିଡିଆରୁ ଦୂରେଇ ରହିଥିଲେ। ଏନେଇ ଶୁକ୍ରବାର ସେ ଏକ ପୋଷ୍ଟ ସେୟାର କରି ସୂଚନା ଦେଇଛନ୍ତି। ସେ ତାଙ୍କ ଜୀବନର କଠିନ ସମୟ ଦେଇ ଗତି କରୁଛନ୍ତି ବୋଲି ପୋଷ୍ଟରେ…

ସେଙ୍ଗୋଲକୁ ନେଇ ପୁଣି ଭାଜପାକୁ ଟାର୍ଗେଟ କଲା କଂଗ୍ରେସ, ଭାଜପାର ଫେକ୍‌ ଫ୍ୟାକ୍ଟ୍ରିର ମୁଖା ଖୋଲିଛି ଏହି ସାକ୍ଷାତକାର!

ନୂଆଦିଲ୍ଲୀ,୯।୬:ନୂଆ ସଂସଦ ଭବନ ଉଦ୍‌ଘାଟନ ହେବା ପରେ ସେଙ୍ଗୋଲକୁ ନେଇ ବିବାଦ ଥମିବାର ନାଁ ନେଉନାହିଁ। ନୂଆ ସଂସଦ ଭବନକୁ ବିରୋଧ କରିବା ସହ ବିରେଧୀ ଏହି ଉତ୍ସବକୁ ବର୍ଜନ କରିଥିଲେ। ପ୍ରଧାନମନ୍ତ୍ରୀ ସେଙ୍ଗୋଲକୁ ସଂସଦ ଭବନରେ ସ୍ଥାପନ କରିବା ବେଳେ…

ମଣିପୁର ହିଂସାକାଣ୍ଡ: ଏସଆଇଟି ଗଠନ କଲା ସିବିଆଇ

ଇମ୍ଫାଲ,୯।୬: ମଣିପୁରରେ ହିଂସା ଘଟଣାର ତଦନ୍ତ ପାଇଁ ଶୁକ୍ରବାର ସିବିଆଇ ସ୍ବତନ୍ତ୍ର ଟିମ୍‌ ଗଠନ କରିଛି। ଏନେଇ ସିବିଆଇ ଅଧିକାରୀ କହିଛନ୍ତି, ଆମେ ଏହି ମାମଲାରେ ପଞ୍ଜୀକୃତ ୬ଟିି ଏଫଆଇଆର୍‌କୁ ଯାଞ୍ଚ କରିବୁ। ସେଥିମଧ୍ୟରୁ ୫ଟି ଅପରାଧିକ ଷଡଯନ୍ତ୍ର ଏବଂ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?