Home

କାଜଲଙ୍କ ସହ ଝିଅ ନିଶାଙ୍କ ପିଲାଦିନର ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଜଲ ଏବଂ ଅଜୟ ଦେବଗନଙ୍କ ଝିଅ ନିଶା ତାଙ୍କ ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ ଯୋଗୁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଏବେ ସେ ସବୁଠାରୁ ଲୋକପ୍ରିୟ ଷ୍ଟାର୍‌କିଡ୍‌ଙ୍କ ମଧ୍ୟରୁ ଜଣେ। ତାଙ୍କ ଫଟୋ ଏବଂ ଭିଡିଓଗୁଡ଼ିକ ସୋସିଆଲ ମିଡିଆରେ ପ୍ରାୟତଃ…

ଦୂରଦର୍ଶନର ଲୋକପ୍ରିୟ ଆଙ୍କର୍‌ ଗୀତାଞ୍ଜଳି ଆୟରଙ୍କ ଦେହାନ୍ତ

ନୂଆଦିଲ୍ଲୀ,୮।୬: ଦୂରଦର୍ଶନର କ ଆଙ୍କର୍‌ ଗୀତାଞ୍ଜଳି ଆୟରଙ୍କ ବୁଧବାର ଦେହାନ୍ତ ହୋଇଛି। ବ୍ରେନ୍‌ ହାମ୍ରେଜ୍‌ ଯୋଗୁ ଗୀତାଞ୍ଜଳିଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳେ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ଗୀତାଞ୍ଜଳି ଦୂରଦର୍ଶନରେ ପ୍ରଥମେ ଇଂରାଜୀ ଆଙ୍କର୍‌ ଥିଲେ। ତାଙ୍କ ମୃତ୍ୟୁ ଖବରରେ…

କେରଳ ଛୁଇଁଲା ମୌସୁମୀ, ବିଳମ୍ବରେ ଓଡ଼ିଶା ଆସିବ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୬(ବ୍ୟୁରୋ): ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କିନ୍ତୁ ଏହା ଓଡ଼ିଶା ଛୁଇଁବାରେ ବିଳମ୍ବ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂତରୁ ପ୍ରକାଶ। ଆଇଏମ୍‌ଡି କହିଛି, ଆଜି ମୌସୁମୀ ବାୟୁ କେରଳରେ ପ୍ରବେଶ କରିଛି। ଆସନ୍ତା ଦୁଇ ଦିନ…

ହେବନି ମୃତକଙ୍କ ଦଶାହ କର୍ମ: ଖର୍ଚ୍ଚ ଟଙ୍କାରେ ପାଠ ପଢ଼ିବେ ପିଲା, ରୋପଣ ହେବ ଚାରା…

ବାରାଣସୀ,୮।୬ : ମୃତକଙ୍କର ଦଶାହ କର୍ମରେ ହେଉଥିବା ଅଯଥା ଖର୍ଚ୍ଚ ରୋକିବା ପାଇଁ ବାରାଣାସୀର ୱାଜିଦପୁରର ଲୋକମାନେ ଏକଜୁଟ ହୋଇଛନ୍ତି। ଗାଁରେ କାହାର ମୃତ୍ୟୁରେ ଦଶାହ କର୍ମ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦଶାହ କର୍ମରେ ହେଉଥିବା ଖର୍ଚ୍ଚରେ ପିଲାମାନଙ୍କର ପାଠପଢ଼ା…

୫୦ ପ୍ରତିଶତ ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କକୁ ଫେରିଛି, ମୋଟ ପରିମାଣ ୧.୮ ଲକ୍ଷ କୋଟି…

ନୂଆଦିଲ୍ଲୀ,୮।୬ : ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ୧.୮ ଲକ୍ଷ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କିଙ୍ଗ ସିଷ୍ଟମକୁ ଫେରି ଆସିଛି। ସେ କହିଛନ୍ତି ୩୧ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ କାରବାର ହେଉଥିବା ମୋଟ ୫୦…

କଂଗ୍ରେସର ପ୍ରତିଶ୍ରୁତି କେବଳ ପାଣିର ଗାର: ଭାଜପାର କଟାକ୍ଷ…

ଭୋପାଳ,୮।୬ : ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ଡକ୍ଟର ନରୋତ୍ତମ ମିଶ୍ର ପୁଣି ଥରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କଂଗ୍ରେସ ସବୁବେଳେ ପ୍ରତିଶ୍ରୁତି ପୂରଣରେ ବିଫଳ ରହିଆସିଛି ଏବଂ ପୁଣି ଥରେ ସମାନ କାର୍ଯ୍ୟ କରିଛି। କର୍ନାଟକରେ ବିଦ୍ୟୁତ ହାର…

ନିଶ୍ଚିତ ବିଜୟ ଆସନରୁ ଲଢ଼ିବା ଜରୁରୀ: ଶରଦ ପାଓ୍ବାର…

ମୁମ୍ବାଇ,୮।୬ : ଏନସିପି ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାର ଔରଙ୍ଗାବାଦରେ କହିଛନ୍ତି ରାଜନୈତିକ ଦଳମାନେ ପ୍ରଥମେ କେଉଁ ଆସନ ଜିତିବେ ସେନେଇ ନିଶ୍ଚିତ ହେବା ପରେ ନିବ;ାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆକଳନ କରିବା ଉଚିତ। କିନ୍ତୁ…

ଗାନ୍ଧୀ ଉପନାମ ଯୋଗୁ ରାହୁଲଙ୍କ ଚିନ୍ତାଧାରା ମହାତ୍ମାଙ୍କ ପରି ହେବ ବୋଲି ଭାବିବା ଭୁଲ:…

ଲକ୍ଷ୍ନୌ,୮।୬ : ପୁଣିଥରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ତ୍ରିବେନ୍ଦ୍ର ସିଂ ରାୱତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେଙ୍କୁ ଦେଶଭକ୍ତ ବୋଲି କହିଛନ୍ତି। ଯେ ପର୍ଯ୍ୟନ୍ତ ମୁଁ ଗଡସେଙ୍କୁ…

ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିବାଦୀୟ ବୟାନ, ‘ଗୋଡସେ ଦେଶଭକ୍ତ ଥିଲେ’

ଡେରାଡୁନ,୮।୮:ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ସେ ଗୋଡସେଙ୍କୁ ଦେଶପ୍ରେମୀ ବୋଲି କହିଛନ୍ତି। ଏଥିସହ ସେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀଙ୍କୁ…

ଏମିତି ଷ୍ଟଣ୍ଟ ଦେଖାଇଲେ କୁନି ବାଳକ, ଥରେ ଭିଡିଓ ଉପରେ ନଜର ପକାଇଲେ ଆଖି ଫେରିବନି

ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ ହେଉଥିବାର ଦେଖିଥିବେ ନିଶ୍ଚିତ। ଏହି ଭିଡିଓଗୁଡିକ ମଧ୍ୟରୁ କିଛି ଏମିତି ଥାଏ, ଯାହା ବାରମ୍ବାର ଦେଖିବାକୁ ଆପଣ ବାଧ୍ୟ ହୋଇଥାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ…

ଦୈନିକ ସଂକ୍ରମଣ ୧୯୯…

ନୂଆଦିଲ୍ଲୀ, ୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ…

ପ୍ରାଣୀ ଚିକିତ୍ସାଳୟରେ କର୍ମଚାରୀ ନିଯୁକ୍ତି ଦିଆଯାଉ

ଲାଠୋର, ୮ା୬(ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ଅଧିନ ଲାଠୋର ପ୍ରାଣୀ ଚିକିତ୍ସାଳୟରେ ବର୍ଷ ବର୍ଷ ଧରି ବିଭିନ୍ନ ପଦବୀ ଖାଲି ପଡ଼ିରହିଥିଲେ ମଧ୍ୟ ସେଠାରେ ନିଯୁକ୍ତି ଦିଆଯାଉ ନାହିଁ। ଫଳରେ ସ୍ଥାନୀୟ ଜନସାଧାରଣ ଗାଈ, ବଳଦ, ଛେଳି, ମେଣ୍ଢା ଇତ୍ୟାଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?