Home

କର୍ନାଟକରେ ବଜରଙ୍ଗ ବାଲୀ କଲେନି ସହାୟତା, ଏବେ ମହାରାଷ୍ଟ୍ରରେ ଔରେଙ୍ଗଜେବ ଉପରେ ଭରସା: ଭାଜପାକୁ ସଞ୍ଜୟଙ୍କ କଟାକ୍ଷ…

ମୁମ୍ବାଇ,୮।୬ : ମହାରାଷ୍ଟ୍ରର ଔରଙ୍ଗଜେବକୁ ନେଇ ଦୁଇଟି ଜିଲାରେ ଉତ୍ତେଜନା ଦେଖାଦେଇଛି। ପ୍ରଥମ ଘଟଣା କୋଲହାପୁରରେ ଘଟିଥିଲା ଯେଉଁଠାରେ ମଙ୍ଗଳବାର କିଛି ଯୁବକ ସୋସିଆଲ ମିଡିଆରେ ଔରଙ୍ଗଜେବଙ୍କ ସମର୍ଥନରେ ପୋଷ୍ଟ କରିଥିଲେ। ବୁଧବାର ଏହାକୁ ବିରୋଧ କରାଯାଇଥିବା ଏକ ପ୍ରତିବାଦ ବେଳେ…

ପୋଖରୀରେ ବୁଡ଼ି ଦୁଇ ମହିଳାଙ୍କ ଜୀବନ ଗଲା

ଜି.ଉଦୟଗିରି,୮ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ଲିଙ୍ଗାଗଡ଼ ପଞ୍ଚାୟତ ଲିଙ୍ଗାଗଡ଼ ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। କୁତୁଲୁମା ପୋଖରୀ ପାଣିରେ ଗୋଡ଼ ଖସି ଦୁଇ ଜଣ ମହିଳା ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ଦୁଇ…

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ କାର୍ଯ୍ୟନିର୍ବାହୀ ଅଧିକାରୀ

ଗଞ୍ଜାମ,୮।୬(ଡିଏନଏ )ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୯ ବରପଲି ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନ ମାନର ବୋଲି ଗ୍ରାମବାସୀ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ । ଅଭିଯୋଗ ପରେ ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର…

ଲିଭ୍‌ ଇନରେ ରହିବାର କରୁଣ ପରିଣତି: ହତ୍ୟା ପରେ ମୃତଦେହକୁ ଆରିରେ କାଟି ପ୍ରେସର କୁକରରେ ସିଝାଇଲେ…

ମୁମ୍ବାଇ,୮।୬ : ଦିଲ୍ଲୀର ଶ୍ରଦ୍ଧା ୱାକର ହତ୍ୟା ମାମଲା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ବର୍ତ୍ତମାନ ମୁମ୍ବାଇରେ ମଧ୍ୟ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ ମୁମ୍ବାଇର ମୀରା ରୋଡ ଅଞ୍ଚଳର ଆକାଶଗଙ୍ଗା ସୋସାଇଟିରେ ଜଣେ ମହିଳାଙ୍କୁ ଅତି…

ବିଶ୍ୱ ମହାସାଗର ଦିବସରେ ଚେନ୍ନାଇ ସମୁଦ୍ର କୂଳ ସଫା କଲେ କିରେନ ରିଜିଜୁ…

ଚେନ୍ନାଇ,୮।୬ : ବିଶ୍ୱ ମହାସାଗର ଦିବସରେ ଚେନ୍ନାଇର ବେସନ୍ତ ନଗର ବେଳାଭୂମିର ସଫେଇ କାର୍ଯ୍ୟରେ କେନ୍ଦ୍ର ପୃଥିବୀ ବିଜ୍ଞାନ ମନ୍ତ୍ରୀ କିରେନ ରିଜିଜୁ ଅଂଶଗ୍ରହଣ କରିଥିଲେ। ସେ ପରିମଳ କର୍ମଚାରୀଙ୍କ ସହ ସମୁଦ୍ର କୂଳ ମଧ୍ୟ ସଫା କରିଥିଲେ। ସ୍ବଚ୍ଛତା ଅଭିଯାନ…

ଗଛକଟାକୁ ନେଇ ଗଣ୍ଡଗୋଳ: ତିଲେଇମାଲ ଗ୍ରାମ ପୁରୁଷଶୂନ୍ୟ

ଅମରପାଲି, ୮ା୬(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନାର ଏଏସଆଇ ଗୌରହରି ମେହେରଙ୍କୁ ତିଲେଇମାଲ ଗ୍ରାମର କେତେଜଣ ବ୍ୟକ୍ତି ଆକ୍ରମଣ କରିବା ସହିତ ମାଡ ମାରିଛନ୍ତି। ତେବେ ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ସାଧା ପୋଷାକରେ ତଦନ୍ତ ପାଇଁ ଆସିଥିବା ଏଏସଆଇଙ୍କ ତଦନ୍ତ ନିରପେକ୍ଷ…

ପ୍ରଚାର ମଇଦାନକୁ ଯିବେ ନିର୍ବାଚନ ଲଢ଼ି ନ ଥିବା ଜୟଶଙ୍କର, ବଖାଣିବେ ୯ ବର୍ଷର ଉପଲବ୍ଧି…

ନୂଆଦିଲ୍ଲୀ,୮।୬ : ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଭାଜପା ଏକ ମାସର ଅଭିଯାନ ଆରମ୍ଭ କରିଛି। ଏହି ସମୟ ମଧ୍ୟରେ, ଗତ ୯ ବର୍ଷ ମଧ୍ୟରେ କେନ୍ଦ୍ର ସରକାର କରିଥିବା କାର୍ଯ୍ୟ ବିଷୟରେ ଲୋକଙ୍କୁ ସୂଚନା ଦିଆଯାଉଛି।…

ଲଳିତାଙ୍କୁ ମେଡିକାଲରେ ଭର୍ତ୍ତି କଲା ପ୍ରଶାସନ

ନୂଆପଡ଼ା ଅଫିସ, ୮ା୬: ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ପଲସିପାଣି ପଞ୍ଚାୟତ କାଶିପଲା ଗାଁ ଲଳିତା ଶବରଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ। ମା’ଙ୍କ ଚିକିତ୍ସା ପାଇଁ ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇଛନ୍ତି ଝିଅ, ପୁଅ ସମ୍ପର୍କିତ ଏକ…

ଆରବିଆଇ ମୁଦ୍ରା ନୀତି ଜୁନ ୨୦୨୩: ଋଣ , ଇଏମଆଇ ବୋଝରୁ ମୁକ୍ତି, ରେପୋ ରେଟ ଅପରିବର୍ତ୍ତିତ…

ନୂଆଦିଲ୍ଲୀ,୮।୬ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୁରୁବାର ନୂଆ ମୁଦ୍ରା ନୀତି ଘୋଷଣା କରିଛନ୍ତି। ଜୁନ ୬ ରୁ ୮ ପର୍ଯ୍ୟନ୍ତ ଚାଲିଥିବା ଆରବିଆଇର ମୁଦ୍ରା ନୀତି କମିଟି ବର୍ତ୍ତମାନ ପର୍ଯ୍ୟନ୍ତ ରେପୋ ହାରରେ କୌଣସି ପରିବର୍ତ୍ତନ ନ କରିବାକୁ…

ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛି ପୁଅ

ରାଉରକେଲା ଅଫିସ, ୮ା୬: ରାଉରକେଲା ବେଦବ୍ୟାସର ଗୋପାପାଳୀ ଝରାପଡ଼ାର ଜଣେ ୧୭ବର୍ଷର ବାଳକ ଦୁର୍ବଳ ଅବସ୍ଥାରେ ନିଜ ମା’ ବାପାଙ୍କ ପ୍ରତିପୋଷଣ ପାଇଁ ଭିକ୍ଷାବୃତ୍ତି କରୁଛନ୍ତି। କ୍ରିିଷ୍ଣା ଝରା ଜନ୍ମରୁ ଅଜଣା ରୋଗରେ ଆକ୍ରାନ୍ତ ହୋଇ ମରି ମରି ବଂଚୁଛନ୍ତି। ଆର୍ଥିକ…

ପାଉଁଶ ଡମ୍ପିଂ ଦ୍ବାରା ପରିବେଶ ପ୍ରଦୂଷିତ

କୁଚିଣ୍ଡା, ୮ା୬(ଡି.ଏନ୍‌.ଏ.): କୁଚିଣ୍ଡା ବାଇପାସ୍‌ ରାସ୍ତା ୪୯ ନମ୍ବର ଜାତୀୟ ରାଜପଥ ନିକଟରେ ଝାରସୁଗୁଡ଼ା କାରଖାନାରୁ ନିର୍ଗତ ପାଉଁଶ ଡମ୍ପିଂ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଆଖପାଖ ଅଞ୍ଚଳ ପ୍ରଦୂଷିତ ହେବାରୁ ଜନସାଧାରଣ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ବେଆଇନ…

ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ପାଲଟିଛିି ଅପରାଧୀଙ୍କ ଆଡ୍ଡାସ୍ଥଳୀ

ଦାରିଙ୍ଗବାଡି,୮।୬(ଡି.ଏନ.ଏ): ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡି ଅପରାଧୀଙ୍କ ଆଡ୍ଡାସ୍ଥଳୀ ପାଲଟି ଗଲାଣି। ଅପରାଧ ଘଟାଇ ସେଠାରେ ଲୁଚି ରହୁଛନ୍ତି। କନ୍ଧମାଳ ଜିଲା ଦାରିଙ୍ଗବାଡିର ଏକ ହୋଟେଲରେ ୩ ଜଣ ଅପରାଧୀ ଲୁଚିରହିଥିଲେ।ଖବର ପାଇ ମଙ୍ଗଳବାର ସଂଧ୍ୟାରେ ଭୁବନେଶ୍ୱର କମିଶନରେଟ ପୋଲିସ ସ୍ଥାନୀୟ ପୋଲିସ ସହାୟତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?