Home

ସମାଜକୁ ବିଭାଜନ କରିବ ଏନଆରସି-ୟୁସିସି: ଚିଦାମ୍ବରମ…

ବେଙ୍ଗାଲୁରୁ,୭।୫ : ବଜରଙ୍ଗ ଦଳ ବିବାଦ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ରବିବାର ସେ କହିଛନ୍ତି, କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାରରେ କୁହାଯାଇ ନାହିଁ, ଯଦି ରାଜ୍ୟରେ ସରକାର ଗଠନ ହୁଏ…

ବଙ୍ଗୋପସାଗର ଉପକୂଳ ମୁହାଁ ଘୁର୍ଣ୍ଣିବଳୟ ମୋଚା, ଆନ୍ଧ୍ରପ୍ରଦେଶ ସମେତ ୩ ରାଜ୍ୟକୁ ଆଲର୍ଟ

ନୂଆଦିଲ୍ଲୀ,୭।୫: ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ରବିବାରଠାରୁ ବଙ୍ଗେପାସାଗର ଉପକୂଳରେ ଆସୁଥିବା ଏକ ଘୂର୍ଣ୍ଣିବଳୟକୁ ନେଇ ଚେତାବନୀ ଜାରି କରିଛି। ଏହି ଘୂର୍ଣ୍ଣିବଳୟ ଦେଶର ପୂର୍ବ ଉପକୂଳରେ ମାଡ ହୋଇପାରେ। ଏହାକୁ ମୋଚା ନାମ ଦିଆଯାଇଛି। ପାଣିପାଗ ବିଭାଗ ଚେତାବନୀ ଦେଇଛି କି…

ଚିନ୍ତା କରୁଛନ୍ତି ଜାହ୍ନବୀ

ଜାହ୍ନବୀ କପୁର ଏବେ ଏକ କଥାକୁ ନେଇ ବେଶ୍‌ ଚିନ୍ତିତ। କେମିତି ବା ଚିନ୍ତା କରିବେ ନାହିଁ କହୁନାହାନ୍ତି ? ଅସଲ କଥା ହେଲା ଖୁବ୍‌ ଶୀଘ୍ର ସେ ନୂଆ ଦୁନିଆରେ ପାଦ ଦେବାକୁ ଯାଉଛନ୍ତି। ଆପଣ ଭାବୁଛନ୍ତି କି ସେ…

୧୦ ଜୁନରେ ଉଦ୍ଧବଙ୍କ ସହ ବିଶ୍ୱାସଘାତ କରି ସଞ୍ଜୟ ଏନସିପିରେ ହେବେ ସାମିଲ: ନୀତୀଶ ରାଣେ…

ମୁମ୍ବାଇ,୭।୫ : ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି ବିଧାୟକ ନୀତୀଶ ରାଣେ ରବିବାର ଶିବସେନା ଉଦ୍ଧବ ଦଳର ରାଜ୍ୟସଭା ଏମପି ସଞ୍ଜୟ ରାଉତଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୀତୀଶ ସଞ୍ଜୟଙ୍କ ତୁଳନା ସାପ ସହିତ କରିଛନ୍ତି। ସେ ଉଦ୍ଧବ ଠାକରେଙ୍କ ପ୍ରତି…

ଗୁପ୍ତଚରୀ ଆଇନରେ ପରିବର୍ତ୍ତନ କଲା ଚାଇନା, ଚିନ୍ତାରେ ବିଦେଶୀ କମ୍ପାନୀ…

ବେଜିଂ,୭।୫ : ଗତ ସପ୍ତାହରେ ଚାଇନାର ରବର-ଷ୍ଟାମ୍ପ ସଂସଦ ଦେଶର ଗୁପ୍ତଚର ଆଇନରେ ପରିବର୍ତ୍ତନ ଆଣିଥିଲା, ଯାହା ଦେଶରେ କାର୍ଯ୍ୟ କରୁଥିବା ବିଦେଶୀ କମ୍ପାନୀ ଏବଂ ବ୍ୟକ୍ତିବିଶେଷଙ୍କ ପାଇଁ ଆଇନଗତ ବିପଦ ଆଣିପାରେ ବୋଲି ଆଶଙ୍କା ଦେଖାଦେଇଛି। ଜାତୀୟ ସୁରକ୍ଷା ସହ…

ଭୁବନେଶ୍ୱରରେ ପହଞ୍ଚିଲେ ମଣିପୁରରେ ପଢୁଥିବା ଓଡ଼ିଆ ଛାତ୍ରୀଛାତ୍ର, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ୧୦ ଜଣ ଓଡ଼ିଆ ଛାତ୍ରୀଛାତ୍ର ରବିବାର ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଓଡ଼ିଶା ମୋ’ ପରିବାର ପକ୍ଷରୁ ଜାତିଗତ ହିଂସାରେ କ୍ଷତିଗ୍ରସ୍ତ ମଣିପୁରରେ ପାଠ ପଢୁଥିବା…

ମହିଳାଙ୍କୁ ପଥରରେ ଛେଚି ହତ୍ୟା, ଜଣେ ଅଟକ

ଗଞ୍ଜାମ,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ରମ୍ଭା ଥାନା ଅନ୍ତର୍ଗତ ଜହମି ଗ୍ରାମର ଜଣେ ମହିଳାଙ୍କୁ ସୁନା ଅଳଙ୍କାର ଲୋଭରେ ଶନିବାର ପଥରରେ ଛେଚି ହତ୍ୟା କରାଯାଇଛି। ଏହି ଘଟଣାରେ ସନ୍ଦେହରେ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କୁ ରମ୍ଭା ଥାନା ପୋଲିସ ଅଟକ ରଖି…

ଡେଲିଭରୀ ବୟ ସହିତ ସ୍କୁଟରରେ ବସି ପ୍ରଚାର କଲେ ରାହୁଲ…

ବେଙ୍ଗାଲୁରୁ,୭।୫ : କର୍ନାଟକରେ ନିର୍ବାଚନ ପ୍ରଚାରରେ ସମସ୍ତ ଦଳ ନିଜର ଶେଷ ଶକ୍ତି ଲଗାଉଛନ୍ତି। ଏହି ସମୟରେ ରାହୁଲ ଗାନ୍ଧୀଙ୍କ ଏକ ଭିନ୍ନ ଶୈଳୀର ପ୍ରଚାର ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। କଂଗ୍ରେସ ନେତା ରାହୁଲ ବେଙ୍ଗାଲୁରୁରେ ଜଣେ ଡେଲିଭରୀ…

ହାତଗୋଡ଼ ବନ୍ଧା ହୋଇ ଜଙ୍ଗଲରେ ପଡ଼ିଥିଲେ ବ୍ୟକ୍ତି, ଉଦ୍ଧାର ସମୟରେ ଯାହା କହିଲେ ସମସ୍ତେ ଆଶ୍ଚର୍ଯ୍ୟ

ବର୍ଲିନ,୭ା୫: ଜର୍ମାନର ଏକ ଜଙ୍ଗଲରୁ ହାତଗୋଡ଼ ବନ୍ଧା ଥିବା ଜଣେ ବ୍ୟକ୍ତିଙ୍କୁ ଜୀବିତ ଭାବେ ଉଦ୍ଧାର କରିଛି ପୋଲିସ। ଜଣେ ୫୧ ବର୍ଷୀୟ ବ୍ୟକ୍ତିଙ୍କୁ ଜଙ୍ଗଲରେ ବନ୍ଧା ହୋଇଥିବା ପୋଲିସ ଦେଖିବାକୁ ପାଇଥିଲା। ପୋଲିସ ପରେ ତାଙ୍କଠାରୁ ଯାହା ଶୁଣିଲା ଆଶ୍ଚର୍ଯ୍ୟ…

ଲୋକଙ୍କୁ ଗ୍ୟାରେଣ୍ଟି ଦେଉଛନ୍ତି ରାହୁଲ, ତାଙ୍କ ଗ୍ୟାରେଣ୍ଟି ଦେବ କିଏ: ବିଶ୍ୱ ଶର୍ମା…

ମାଙ୍ଗାଲୁରୁ,୭।୫ : କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରୁଥିବାବେଳେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରବିବାର ମାଙ୍ଗାଲୁରୁରେ ଏକ ରାଲିରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଶର୍ମା କହିଛନ୍ତି, ରାହୁଲ…

ପ୍ରଧାନମନ୍ତ୍ରୀ ହୋଇଗଲେ ପ୍ରଚାରମନ୍ତ୍ରୀ: ଭୁପେଶ ବାଘେଲ

ବେଙ୍ଗାଲୁରୁ,୭।୫: କର୍ନାଟକ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର, ମୋଦି ରବିବାର ବେଙ୍ଗାଲୁରୁରେ ମେଗା ରୋଡ ଶୋ’ କରିଛନ୍ତି। ଏହି ସମୟରେ ମୋଦିଙ୍କ ରୋଡ ଶୋ’ରେ ସାମିଲ ହେବାକୁ ଲୋକଙ୍କ ବଡ ଉତ୍ସାହ ଦେଖିବାକୁ ମିଳିଛି। ଏବେ ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ…

ସକ୍ରିୟ ମାମଲା ୨୮ ହଜାର ତଳେ…

ନୂଆଦିଲ୍ଲୀ, ୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri