Home

ଭଙ୍ଗା ଛଣ ଛପର କୁଡ଼ିଆରେ ବିତୁଛି ଜୀବନ

ଦଶମନ୍ତପୁର, ୮ା୬ ( ଡି.ଏନ.ଏ.) କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତର ଦେଓଖଡ଼କ ଗ୍ରାମର ଡମୁଣୀ ପ୍ରଧାନୀ । ବୟସ ୮୫ ଟପିଲାଣି। ୨ ବର୍ଷ ତଳେ ବର୍ଷାରେ ଭୁଶୁଡ଼ିଥିବା ଭଙ୍ଗା ଛଣ ଛପର କୁଡ଼ିଆରେ ଦୟନୀୟ ଭାବେ ଜୀବନ…

କାନାଡ଼ା ଜଙ୍ଗଲ ନିଆଁ ଆମେରିକାକୁ ବ୍ୟାପିଲା: ନ୍ୟୁୟର୍କ ଧୂଆଁରେ ଆଚ୍ଛାଦିତ…

ଓ୍ବାଶିଂଟନ,୮।୬ : : କାନାଡାର ଜଙ୍ଗଲ ଜଳୁଛି। ଜଙ୍ଗଲରେ ସବୁଠୁ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ୩୩ ହଜାର ବର୍ଗ କିଲୋମିଟର ଅଞ୍ଚଳରେ ବ୍ୟାପିଛି। ଅଗ୍ନିକାଣ୍ଡ ଯୋଗୁଁ କୋଟି କୋଟି ଜଙ୍ଗଳ ପ୍ରାଣୀ ଓ ପକ୍ଷୀଙ୍କର ମୃତ୍ୟୁ ହୋଇଛି ଏବଂ…

ପ୍ରଥମ ଏଆଇ ଶିଖର ସମ୍ମିଳନୀ ଆୟୋଜନ କରିବ ବ୍ରିଟେନ…

ଲଣ୍ଡନ,୮।୬ : : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ କୃତ୍ରିମ ବୁଦ୍ଧିମତା ଉପରେ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ ସମ୍ପର୍କରେ ଘୋଷଣା କରି ୱାଶିଂଟନ ଗସ୍ତ ସମୟରେ ସମ୍ଭାବ୍ୟ ବିପଦକୁ ସୀମିତ କରିବାରେ ବ୍ରିଟେନକୁ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଆହ୍ବାନ ଦେଇଛନ୍ତି।…

ଖବର ପ୍ରକାଶ ପରେ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ଲେ ବିଡିଓ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ

ପଡିଆ, ୮ା୬(ଡି.ଏନ୍‌.ଏ.): ‘ଅଜଣା ରୋଗରେ ଛଟପଟ ଶିଶୁକନ୍ୟା’ ଖବର ଧରିତ୍ରୀରେ ପ୍ରକାଶ ପାଇବା ପରେ ପଡିଆ ବିଡିଓ ଓ ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ଶିଶୁକନ୍ୟାଙ୍କ ଘରେ ପହଞ୍ଚତ୍ ସହାୟତା ଦେଇଛନ୍ତି। ଶିଶୁକନ୍ୟାର ଚିକିତ୍ସା ଲାଗି ସମସ୍ତ ପଦକ୍ଷେପ ନିଆଯିବ ବୋଲି ପରିବାର…

ଏମିତି ଉପାୟରେ ଅର୍ଜନ କରିଥିବା ଧନ କେବେ ବି ପାଖରେ ରହେ ନାହିଁ: ଚାଣକ୍ୟ

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ପ୍ରତ୍ୟେକ ଦିଗ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ଏବଂ ଦୃଢ଼ ବାର୍ତ୍ତା ଦେଇଛନ୍ତି, ଯେଉଁଥିରେ ସେ ଟଙ୍କା, ସମ୍ପତ୍ତି, ମହିଳା, ବନ୍ଧୁ, ବୃତ୍ତି…

ରାସ୍ତା କଡ଼ ଧାନ ମିଲ୍‌ ଯୋଗୁ ବଢ଼ୁଛି ପ୍ରଦୂଷଣ

ତେନ୍ତୁଳିଖୁଣ୍ଟ,୮ା୬( ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଳକ ଅଞ୍ଚଳର ରାସ୍ତା କଡରେ ବଡ଼ ବଡ଼ ଧାନ ମିଲ ଓ ବ୍ଲକ ମାର୍କେଟ ସ୍ଥାନରେ ପଲିଥିନର ବହୁଳ ବ୍ୟବହାର ଯୋଗୁ ଦିନକୁ ଦିନ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନିୟନ୍ତ୍ରଣ ପାଇଁ…

ଇୟୁରେ ସିଓପି-୨୯ ଜଳବାୟୁ ଶିଖର ସମ୍ମିଳନୀ ଆୟୋଜନ ନ କରାଇବା ପାଇଁ ରୁଷିଆର ଉଦ୍ୟମ…

ମସ୍କୋ,୮।୬ : : ଗତ ବର୍ଷଠାରୁ ରୁଷିଆର ୟୁକ୍ରେନ ଉପରେ ଆକ୍ରମଣର ପରିଣାମ ସ୍ବରୂପ, ଭୂ-ରାଜନୈତିକ ବିବାଦ ଜଳବାୟୁ ପରିବର୍ତ୍ତନକୁ ମୁକାବିଲା କରିବା ପାଇଁ ବିଶ୍ୱର ଉଦ୍ୟମକୁ ଜଟିଳ କରିଛି। ତେଣୁ ଆସନ୍ତା ବର୍ଷ ଜାତିସଂଘ ପକ୍ଷରୁ ୟୁରୋପିଆନ ସଂଘ(ଇୟୁ)ର ବ୍ରସେଲ୍ସରେ…

ଦୁର୍ବଳ ପ୍ରଦର୍ଶନ ଦାୟୀ

ବ୍ୟାଙ୍କ ହେଉ କି ବଜାର, ଗଁା ହେଉ କି ସହର, ସବୁଠି ସକ୍ରିୟ ଏରାଗୋଲା ଗ୍ୟାଙ୍ଗ। ସୁଯୋଗ ପାଇବା ମାତ୍ରେ ଝାମ୍ପି ନେଉଛନ୍ତି ଟଙ୍କା ବ୍ୟାଗ। ଡିକି ଭାଙ୍ଗି କରୁଛନ୍ତି ଲୁଟ୍‌। ବିରୋଧ କଲେ ଆଖିରେ ଲଙ୍କା ଗୁଣ୍ଡ ପକାଉଛନ୍ତି। କେମିକାଲ…

ଆଫଗାନିସ୍ତାନରେ ଖାଲକୁ ଖସିଲା ବସ୍‌: ୨୫ ମୃତ…

କାବୁଲ,୮।୬ : ଆଫଗାନିସ୍ତାନରେ ଏକ ବସ୍‌ ଖାଲରେ ଖସିପଡିଛି। ଏହି ଦୁର୍ଘଟଣାରେ ଆଠ ଜଣ ଶିଶୁ ଏବଂ ୧୨ ଜଣ ମହିଳାଙ୍କ ସମେତ ୨୫ ଜଣଙ୍କର ମୃତ୍ୟୁ ହୋଇଛି। ସର-ଇ-ପୋଲ ପ୍ରାଦେଶିକ ପୋଲିସର ମୁଖପାତ୍ର ଦେନ ମହମ୍ମଦ ନାଜାରୀ କହିଛନ୍ତି ଡ୍ରାଇଭରଙ୍କ…

ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଥିଲା ଭାରତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ହିରୋ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ପାଇଁ କଳିଙ୍ଗ ଷ୍ଟାଡିୟମ ପ୍ରସ୍ତୁତ। ପୂର୍ବରୁ ଭାରତୀୟ ଦଳ ଏଠାରେ ଅଭ୍ୟାସ ଚଳାଇଥିବାବେଳେ ଅନ୍ୟ ୩ ଦଳ ପର୍ଯ୍ୟାୟକ୍ରମେ ବୁଧବାର ପହଞ୍ଚତ୍ବାରେ ଲାଗିଛନ୍ତି। ଭାରତ ବ୍ୟତୀତ ଲେବାନନ,…

ସ୍ବର୍ଣ୍ଣ ବିଜୟୀ ମହିଳା ଭଲିବଲ ଦଳ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଅନୁଷ୍ଠିତ କାଭା ମହିଳା ଭଲିବଲ ଚ୍ୟାଲେଞ୍ଜ କପ୍‌ରେ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳକୁ ବୁଧବାର କିଟ୍‌ ପରିସରରେ ସମ୍ବର୍ଦ୍ଧିତ କରାଯାଇଛି। ଭାରତୀୟ ଦଳରେ ଓଡ଼ିଆ ଖେଳାଳି ଅନନ୍ୟା ଦାସ ଓ ମ୍ୟାନେଜର…

ଓଡ଼ିଶା ସିନିୟର ମହିଳା ରଗ୍‌ବୀ ଦଳ ଘୋଷିତ

ଭୁବନେଶ୍ୱର, ୮।୬ (କ୍ରୀଡ଼ା ପ୍ରତିନିଧି): ମହାରାଷ୍ଟ୍ରର ପୁଣେସ୍ଥିତ ବାଲଓ୍ବୋଡ଼ିଠାରେ ସର୍ବଭାରତୀୟ ଜୁନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶା ଦଳ ଚାମ୍ପିୟନ ହୋଇଛି। ସର୍ବଭାରତୀୟ ସିନିୟର ମହିଳା ରଗ୍‌ବୀ ୭ଏସ୍‌ ଚାମ୍ପିୟନଶିପ୍‌ ଆସନ୍ତା ୯ ତାରିଖରୁ ପୁଣେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?