Home

ପ୍ରତିଶ୍ରୁତି ଦୋହରାଇଲା ପାକିସ୍ତାନ

ଇସଲାମାବାଦ,୬ା୫: ଶନିବାର ପାକିସ୍ତାନ ଏବଂ ଚାଇନା ବୈଦେଶିକ ମନ୍ତ୍ରୀ କୋଟି କୋଟି ଡଲାର ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସହଯୋଗ ଜାରି ରଖିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏହାର ଗୋଟିଏ ଦିନ ପୂର୍ବରୁ ଭାରତ ଶୁକ୍ରବାର ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି)କୁ ସମାଲୋଚନା କରିଥିଲା।…

କଲ୍ୟାଣକାରୀ ଯୋଜନାର ୧ ଟଙ୍କାରୁ ୮୫ ପଇସା ଖାଉଥିବା କଂଗ୍ରେସର କୁକର୍ମ ଯୋଗୁ ଦେଶ ରହିଥିଲା ପଛୁଆ: ପ୍ରଧାନମନ୍ତ୍ରୀ…

ବେଙ୍ଗାଲୁରୁ,୬।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କର୍ନାଟକର ବାଦାମିରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କର୍ନାଟକକୁ ନମ୍ବର -୧ କରିବା ପାଇଁ ଭାରତୀୟ ଜନତା ପାର୍ଟି ଆପଣଙ୍କ ସମ୍ମୁଖରେ ଏକ…

ଟସ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୬।୫ : ଆଇପିଏଲ୍‌ ୨୦୨୩ର ୫୦ ତମ ମ୍ୟାଚରେ ଶନିବାର ନିଜ ଘରୋଇ ଗ୍ରାଉଣ୍ଡ ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ସହିତ ମୁହାଁମୁହିଁ ହୋଇଛନ୍ତି। ଟସ ଜିତି ଆରସିବି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ…

ଭାଙ୍ଗିପଡ଼ିଥିଲେ ଭୂମି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଭୂମି ପେଡନେକର ଖୁବ୍‌ କମ୍‌ ଦିନରେ ହିନ୍ଦୀ ଫିଲ୍ମରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ସେ ବିଭିନ୍ନ ପ୍ରକାର ଫିଲ୍ମ କରି ପ୍ରଶଂସକଙ୍କ ହୃଦୟ ଜିତିଛନ୍ତି। କିଛି ଫିଲ୍ମ ବକ୍ସ ଅଫିସରେ ହିଟ୍‌…

୬ ଓ୍ବିକେଟରେ ସିଏସକେର ସହଜ ବିଜୟ…

ଚେନ୍ନାଇ,୬।୫ : ଆଇପିଏଲ ୨୦୨୩ ର ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ)କୁ ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ୬ ଓ୍ବିକେଟରେ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର…

କୁସ୍ତି ଯୋଦ୍ଧାଙ୍କ ଧାରଣା ନେଇ ଚୁପ୍‌ କାହିଁକି ପ୍ରଧାନମନ୍ତ୍ରୀ: ସିବଲ…

ନୂଆଦିଲ୍ଲୀ,୬।୫ : ରାଜ୍ୟସଭା ଏମପି କପିଲ ସିବଲ ଶନିବାର ପ୍ରଶ୍ନ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ରେଡକ୍ରସ ମୁଖ୍ୟ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ କୁସ୍ତିଯୋଦ୍ଧାଙ୍କ ଦ୍ୱାରା ଅଣାଯାଇଥିବା ଯୌନ ନିର୍ଯାତନା…

ପିଏଫଆଇ ଏଜେଣ୍ଡା ଉପରେ କାର୍ଯ୍ୟ କରୁଛି କଂଗ୍ରେସ: ଶାହା…

ବେଙ୍ଗାଲୁରୁ,୬।୫ : କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ଭାଜପା ଓ କଂଗ୍ରେସର ବରିଷ୍ଠ ନେତାମାନେ ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ ଜାରି ରଖିଛନ୍ତି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ନିଷିଦ୍ଧ ପପୁଲାର ଫ୍ରଣ୍ଟ…

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ଗଛ ପକାଇ ପୋଷ୍ଟର ମାରିଲେ

ବାଲିଗୁଡ଼ା,୬ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ଥାନା ଅଧିନସ୍ଥ ଗୁମା ଛକ ମୁଖ୍ୟ ରାସ୍ତାରେ ଶନିବାର ଗଛ ପକାଇ ଚେତାବନୀ ପୂର୍ଣ୍ଣ ଏକାଧିକ ପୋଷ୍ଟର ଛାଡ଼ିଛନ୍ତି ମାଓବାଦୀ। ଭୟରେ ବେଲଘର ତୁମୁଡିବନ୍ଧ ଯାତାୟାତ ଠପ୍‌ ହୋଇଯାଇଛି।…

୫ ହଜାରରେ ଭାରତରେ ପ୍ରବେଶ-୧୫ ଶହରେ ଆଧାର କାର୍ଡ…

ରାୟପୁର,୬।୫ : ୬୦ ଲକ୍ଷରୁ ଅଧିକ ଟଙ୍କା ଚୋରି ଅଭିଯୋଗରେ ଛତିଶଗଡ ପୋଲିସ ୨ ବାଂଲାଦେଶୀଙ୍କୁ ଗିରଫ କରିଛି। ପୋଲିସ ପଚରାଉଚରା ବେଳେ ସୀମା ତାର କାଟି ସେମାନେ ଭାରତରେ ଅନୁପ୍ରବେଶ କରିଥିବା ସ୍ବୀକାର କରିଛନ୍ତି। ଏହା ପରେ ସେମାନେ ପଶ୍ଚିମବଙ୍ଗରେ…

ମନିଷ ସିସୋଡିଆଙ୍କ ବିରୋଧରେ ଚାର୍ଜସିଟ ଉପରେ ୧୦ ମେ’ରେ ଶୁଣାଣି

ନୂଆଦିଲ୍ଲୀ,୬।୫: ଆମ ଆଦମୀ ପାର୍ଟି(ଏଏପି)ର ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାଖଲ କରିଥିବା ଚାର୍ଜସିଟ ଉପରେ ରାଉଜ ଏଭେନ୍ୟୁ କୋର୍ଟରେ ୧୦ ମେ’କୁ ଶୁଣାଣି ପାଇଁ ନିଷ୍ପତ୍ତି ନିଆଯାଇଛି। ଶନିବାର କୋର୍ଟ…

ଝାରସୁଗୁଡ଼ା ଉପନିର୍ବାଚନ: ସବୁ ବୁଥ୍‌ରେ ହେବ ଓ୍ବେବ୍‌କାଷ୍ଟିଂ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ଏକ ବିଶେଷ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ପ୍ରଥମଥର ପାଇଁ ସବୁ ବୁଥ୍‌ରେ ଓ୍ବେବ୍‌କାଷ୍ଟିଂ ହେବ। ଝାରସୁଗୁଡ଼ା ଉପନିର୍ବାଚନରେ ଏହା କରାଯିବ, ଯାହା ନିର୍ବାଚନ ଅଧିକାରୀ…

ସିଏସକେ ପାଇଁ ବିଜୟ ଲକ୍ଷ୍ୟ ୧୪୦ ରନ…

ଚେନ୍ନାଇ,୬।୫ : ଆଇପିଏଲ ୨୦୨୩ ର ୪୯ ତମ ମ୍ୟାଚରେ ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଶନିବାର ଚେନ୍ନାଇର ଏମଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ସହିତ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri