Home

ଦେବାଶିଷ ରନରଅପ୍‌

ଭୁବନେଶ୍ୱର, ୫।୬ (କ୍ରୀଡ଼ା ପ୍ରତିନିଧି): ହରିୟାଣାର ଝଜାରଠାରେ ଅନୁଷ୍ଠିତ ୧୮ ବର୍ଷରୁ କମ୍‌ ବାଳକ ନ୍ୟାଶନାଲ ସିରିଜ ଟେନିସ ଚାମ୍ପିୟନଶିପ୍‌ରେ ଓଡ଼ିଶାର ଦେବାଶିଷ ସାହୁ ରନରଅପ୍‌ ହୋଇଛନ୍ତି। ପ୍ରଥମ ରାଉଣ୍ଡ ଓ ପ୍ରି-କ୍ୱାର୍ଟର ଫାଇନାଲକୁ ସହଜରେ ଜିତିଥିବା ଦେବାଶିଷ କ୍ୱାର୍ଟର ଫାଇନାଲଠାରୁ…

ଭଗବାନଙ୍କ ଦୟାରୁ ଦ୍ୱିତୀୟ ଜନ୍ମ ମିଳିଲା

ଭୁବନେଶ୍ୱର,୫ା୬(ବ୍ୟୁରୋ): କଥାରେ ଅଛି ରଖେ ହରି ତ ମାରେ କିଏ। କାଳର କରାଳ ରୂପ ଯେତେ ହେଉ ନା କାହିଁକି ନିଜେ ବଞ୍ଚତ୍ବା ସହ ନିଜ ପରିବାରବର୍ଗ ଓ ଦୁର୍ଘଟଣାଗ୍ରସ୍ତ ଯାତ୍ରୀଙ୍କୁ ବଞ୍ଚାଇଛନ୍ତି ବିହାର ପାଟଣା ଅଞ୍ଚଳର ଯୁବକ ଅଟଳ। ଶୁକ୍ରବାର…

କ୍ୱାର୍ଟରରେ ଜୋକୋଭିଚ୍‌-ଖାଚାନୋଭ

ପ୍ୟାରିସ୍‌, ୫ା୬: କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଫ୍ରେଞ୍ଚ ଓପନ କ୍ୱାର୍ଟର ଫାଇନାଲରେ ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ପ୍ରବେଶ କରିଛନ୍ତି। ରାଫେଲ ନାଡାଲଙ୍କ ଅନୁପସ୍ଥିତିରେ ଟାଇଟଲ୍‌ ଫେବରିଟ୍‌ ଭାବରେ ବିବେଚିତ ଜୋକୋଭିଚ୍‌ ଜୁଆନ୍‌ ପାବ୍‌ଲୋ ଭାରିଲାସଙ୍କୁ ୬-୩, ୬-୨, ୬-୨ ସେଟ୍‌ରେ ପରାସ୍ତ…

ପ୍ରକୃତିଭିତ୍ତିକ ସମାଧାନକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ଅନ୍ୟତମ ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବିଶ୍ୱ ପରିବେଶ ଦିବସ-୨୦୨୩ ଅବ୍ୟବହିତ ପୂର୍ବରୁ ଓଡ଼ିଶାର ୪ଟି ବିପର୍ଯ୍ୟୟ ପ୍ରବଣ ଜିଲାରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ବିଶେଷକରି ବିପର୍ଯ୍ୟୟ ଜନିତ ବିପଦ ହ୍ରାସ…

ଆମେରିକାନ୍‌ ଟୁରିଷ୍ଟର ନୂଆ କ୍ୟାମ୍ପେନ୍‌ ‘ବର୍ଣ୍ଣ ଟୁ କ୍ରସ୍‌ ବାଉଣ୍ଡାରିଜ’

ଭୁବନେଶ୍ୱର ,୫।୬: ଅନ୍ତଃରାଷ୍ଟ୍ରୀୟ ଲଗେଜ୍‌ ବ୍ରାଣ୍ଡ୍‌ ଆମେରିକାନ୍‌ ଟୁରିଷ୍ଟର ନୂଆ କ୍ୟାମ୍ପେନ୍‌ ‘ବର୍ଣ୍ଣ ଟୁ କ୍ରସ୍‌ ବାଉଣ୍ଡାରିଜ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି କ୍ୟାମ୍ପେନ୍‌ ଲୋକଙ୍କୁ ନିଜର ଅଣଆବିଷ୍କୃତ ପାର୍ଶ୍ୱକୁ ଆବିଷ୍କାର କରିବା ପାଇଁ ଆହ୍ବାନ ଦେଉଛି। ବିଶେଷକରି ଆମେରିକାନ…

ସାନପୁଅ ମିିଳିଲା, ବଡ଼ପୁଅ ନିଖୋଜ

ଭଦ୍ରକ ଅଫିସ,୫।୬: ସାନପୁଅ ସୋର ଡାକ୍ତରଖାନାରୁ ମିଳିଲା। ବଡ଼ପୁଅକୁ ସୋର, ବାଲେଶ୍ୱର, କଟକ, ଭଦ୍ରକର ବିଭିନ୍ନ ମେଡିକାଲରେ ଖୋଜିବା ପରେ ମଧ୍ୟ ତା’ର କୌଣସି ଠିକଣା ମିଳୁନି ବୋଲି କୋହଭରା କଣ୍ଠରେ କହିଛନ୍ତି ବିହାର ମୋତିହାରିର ଅଲ୍ଲୀ ହୁସେନ। ତାଙ୍କ ପୁଅକୁ…

ବେଦାନ୍ତ ପକ୍ଷରୁ ବ୍ୟାପକ ସହାୟତା

ଭୁବନେଶ୍ୱର ,୫।୬: ବେଦାନ୍ତ ଆଲୁମିନିୟମର ସହଯୋଗୀ କମ୍ପାନୀ ବେଦାନ୍ତ ଫେକର ପକ୍ଷରୁ ବାହାନଗା ରେଳ ଦୁର୍ଘଟଣା ସ୍ଥଳରେ ବ୍ୟାପକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉଲ୍ଲେଖଯୋଗ୍ୟ ଶୁକ୍ରବାର ସନ୍ଧ୍ୟାରେ ବାଲେଶ୍ୱର ଜିଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣା ସମସ୍ତଙ୍କୁ ଚକିତ କରିଦେଇଛି।…

ଉତ୍ତମ ବ୍ୟାଙ୍କିଙ୍ଗ୍‌ ସେବାକୁ ଗୁରୁତ୍ୱ

ଭୁବନେଶ୍ୱର ,୫।୬: ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆର କ୍ଷେତ୍ରୀୟ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ନିକଟରେ ଏକ ବହୁମୁଖୀ ଋଣ ଶିବିର ଓ ଗ୍ରାହକ ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏହି ଅବସରରେ ବ୍ୟାଙ୍କର ମହାପ୍ରବନ୍ଧକ ମୁକୁଲ ଏନ୍‌ ଦାଣ୍ଡିଗେ ସମ୍ମାନିତ ଅତିଥି ଭାବେ…

ଆଉ ୫ଦିନ ତାତି

ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଅସହ୍ୟ ତାତି ଜାରି ରହିଛି। ରବିବାର ୪୪ ଡିଗ୍ରୀ ସହ ସମ୍ବଲପୁର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା। ଏଥିସହ ୧୫ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲାବେଳେ ସନ୍ଧ୍ୟାରେ ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ସମ୍ବଲପୁର ଆଦି…

ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଏଲ୍‌ଆଇସିର ରିହାତି

ଭୁବନେଶ୍ୱର,୫।୬: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ପକ୍ଷରୁ ବାଲେଶ୍ୱର ଜିଲା ବାହାନଗା ରେଳ ଦୁର୍ଘଟଣା ପୀଡ଼ିତଙ୍କ ପାଇଁ ଗଭୀର ଦୁଃଖପ୍ରକାଶ କରାଯାଇଛି। ଏପରିକି ପୀଡ଼ିତମାନଙ୍କୁ ସହାୟତା କରିବା ଲାଗି ଏଲ୍‌ଆଇସି ପକ୍ଷରୁ ବିଶେଷ ରିହାତି ସୁବିଧା ସମ୍ପର୍କରେ ମଧ୍ୟ ଘୋଷଣା…

୩ ବର୍ଷ ପରେ ପାସ୍‌ପୋର୍ଟ ପାଇଲେ ମେହବୁବା

ଶ୍ରୀନଗର, ୫ା୬: ପିଡିପି ଅଧ୍ୟକ୍ଷା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତିଙ୍କୁ ୩ ବର୍ଷ ପରେ ପାସ୍‌ପୋର୍ଟ ଇସ୍ୟୁ କରାଯାଇଛି। ଏହାର ବୈଧତା ଅବଧି ୧୦ ବର୍ଷ ରହିଛି। ଦିଲ୍ଲୀ ହାଇକୋର୍ଟରେ ଦୀର୍ଘଦିନର ଲଢ଼େଇ ପରେ ପିଡିପି ନେତ୍ରୀଙ୍କୁ ପାସ୍‌ପୋର୍ଟ…

କିମ୍‌ଙ୍କୁ ଅଭିନନ୍ଦନ ଜଣାଇ ଟ୍ରମ୍ପ୍‌ ଅଡ଼ୁଆରେ

ଓ୍ବାଶିଂଟନ, ୫ା୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟକାରିଣୀ ବୋର୍ଡରେ ଉତ୍ତର କୋରିଆ ସାମିଲ ହେବାକୁ ନେଇ ଏହାର ନେତା କିମ୍‌ ଜଙ୍ଗ୍‌ ଉନ୍‌ଙ୍କୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅଭିନନ୍ଦନ ଜଣାଇ ଅଡ଼ୁଆରେ ପଡ଼ିଛନ୍ତି। ତାଙ୍କ ଦଳ ରିପବ୍ଲିକାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?