Home

ଦୋଷ ସ୍ବୀକାର କଲେ ପୂର୍ବତନ କିରାଣି

କୋଣାର୍କ, ୪।୬(ଡି.ଏନ୍‌.ଏ.): କୋଣାର୍କ ଭଗବତୀ ମହାବିଦ୍ୟାଳୟର ୨୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ ଘଟଣାରେ ସମ୍ପୃକ୍ତ ପୂର୍ବତନ କିରାଣି ଅଭିଯୋଗର ୪ସପ୍ତାହ ପରେ ଶନିବାର ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିଛନ୍ତି। ନିଜ ସପକ୍ଷରେ ଦୋଷକୁ ସ୍ବୀକାର କରିବା ସହ ସଫେଇ ଦେଇ କହିଥିଲେ,…

ଟ୍ରେନ୍‌ ବାତିଲ୍‌ ପରେ ଯାତ୍ରୀ ହଇରାଣ

ପୁରୀ ଅଫିସ, ୪।୬: ବାଲେଶ୍ୱର ଜିଲା ବାହାନଗାଠାରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ପରେ ରେଳ ଚଳାଚଳ ବ୍ୟାହତ ହୋଇଛି। ପୁରୀରୁ କୋଲକାତା ଯିବାକୁ ଥିବା ଟ୍ରେନ୍‌ଗୁଡ଼ିକ ବାତିଲ କରାଯାଇଛି। ତେବେ ଟ୍ରେନ୍‌ ବାତିଲ ଯୋଗୁ ନିଜ ଗନ୍ତବ୍ୟ ପଥକୁ ଯାଇ ନ…

ପ୍ରଶାସନର ଅବ୍ୟବସ୍ଥା, ଶ୍ରଦ୍ଧାଳୁ ହଇରାଣ

ପୁରୀ ଅଫିସ, ୪।୬: ମହାପ୍ରଭୁଙ୍କ ସ୍ନାନଯାତ୍ରାରେ ସାମିଲ ହେବା ପାଇଁ ପୁରୀକୁ ଲକ୍ଷାଧିକ ଭକ୍ତଙ୍କ ଆଗମନ ହେବାରେ ଲାଗିଛି। ଶନିବାର ଅପରାହ୍ନଠାରୁ ଭକ୍ତଙ୍କ ଭିଡ଼ ବଢ଼ିବାରେ ଲାଗଛି। ହେଲେ ପ୍ରଶାସନର ଦୂରଦୃଷ୍ଟି ଅଭାବ କାରଣରୁ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଯାଇ ନ ପାରି…

୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ ଟିକାକରଣ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୪।୬ (ବ୍ୟୁରୋ): ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏହାର ‘ଡିକେଡ୍‌ ଅଫ୍‌ ହେଲ୍‌ଦି ଏଜିଙ୍ଗ-ବେସ୍‌ଲାଇନ୍‌ ରିପୋର୍ଟ-୨୦୨୦’ରେ ବୟସ୍କଙ୍କ ଟିକାକରଣକୁ ସୁସ୍ଥ ବୃଦ୍ଧାବସ୍ଥା ପାଇଁ ଅନ୍ୟତମ ରଣନୀତି ଭାବେ ମାନ୍ୟତା ପ୍ରଦାନ କରିଛି। ଭାରତର ୨୬୦ ନିୟୁତ ବୟସ୍କଙ୍କ ସୁରକ୍ଷା ପାଇଁ…

ବର୍ଷାଋତୁ ଆସୁଛି: ଆଶଙ୍କାରେ ତଟାଞ୍ଚଳବାସୀ

କେନ୍ଦ୍ରାପଡ଼ା ଅଫିସ, ୪।୬: ବିଶ୍ୱତାପନ ଯୋଗୁ ସମୁଦ୍ର ଉପରେ ପ୍ରଭାବ ପଡୁଛି। ଏହାର ପ୍ରଭାବରେ ଉତ୍ତାଳ ଜୁଆର ପାଣି ଗ୍ରାମ ମଧ୍ୟକୁ ପଶୁଛି। ଲୁଣାବନ୍ଧ ଟପି ଚାଷବାସକୁ କ୍ଷତି ପହଞ୍ଚାଉଛି। ପ୍ରତିବର୍ଷ ସାମୁଦ୍ରିକ ଝଡ଼ ବର୍ଷା ପରି ପ୍ରାକୃତିକ ବିପତ୍ତି କେନ୍ଦ୍ରାପଡ଼ା…

ଆଜି ଦାରୁଦିଅଁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ, ୪।୬: ରବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦି। ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନକୁ। ଆଉ କେଇ ଘଣ୍ଟା ପରେ ଚତୁର୍ଦ୍ଧାବିଗ୍ରହ ରନତ୍ବେଦୀରୁ ସ୍ନାନବେଦିକୁ ଓହ୍ଲାଇ ଆସିବେ। ପହଣ୍ଡି ପାଇଁ ରନତ୍ସିଂହାସନ ତଳେ ଚାରମାଳ ବନ୍ଧାଯିବା…

ପଞ୍ଚାୟତ ହାଇସ୍କୁଲରୁ ଏକାଧିକ ଥର ଚୋରି

ରସୁଲପୁର, ୪।୬(ଡି.ଏନ.ଏ.): ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତରେ ୫-ଟିରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରିତ ହୋଇଥିବା ଆଦମପୁର ପଞ୍ଚାୟତ ହାଇସ୍କୁଲରୁ ଏକାଧିକ ଥର ଚୋରି ହୋଇଛି। ଏନେଇ ବିଦ୍ୟାଳୟ ପରିଚାଳନା କମିଟି ଓ ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତିଲତା ରଥଙ୍କ ମଧ୍ୟରେ ଆଲୋଚନା…

ଖନନ ପାଇଁ ୧୨ ବର୍ଷରେ ୧୦.୫୫ କୋଟି ଖର୍ଚ୍ଚ

ପଟ୍ଟାମୁଣ୍ଡାଇ, ୪।୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ଚିରସ୍ରୋତା ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡ଼ୁଛି। ଏହି ନଦୀକୁ ପୁନରୁଦ୍ଧାର ପାଇଁ ପଟ୍ଟାମୁଣ୍ଡାଇ ଓ କେନ୍ଦ୍ରାପଡ଼ା ବ୍ଲକର ଅଧିବାସୀମାନେ ବାରମ୍ବାର ଦାବି କରିଆସୁଛନ୍ତି। ଲୋକଙ୍କ ଦାବିକୁ ଗୁରୁତ୍ୱ…

ଆଜି ଆସିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୪।୬(ବ୍ୟୁରୋ): ବାଲେଶ୍ୱର ଜିଲାର ବାହାନଗାଠାରେ ଭୟାବହ ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କ ଚିକିତ୍ସା ବ୍ୟବସ୍ଥାର ତଦାରଖ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ ରବିବାର ଓଡ଼ିଶା ଗସ୍ତରେ ଆସିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁର୍ଘଟଣାସ୍ଥଳର ସ୍ଥିତି ପରଖିବା…

୮ରୁ ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନ ଭୋଟ ଗଣତି

କଟକ ଅଫିସ,୪।୬: ରାଜ୍ୟ ବାର୍‌ କାଉନ୍‌ସିଲ୍‌ ନିର୍ବାଚନର ଭୋଟ ଗଣତି ଆସନ୍ତା ୮ରୁ ଆରମ୍ଭ ହେବ। ଏଥିପାଇଁ ଆବଶ୍ୟକ ବ୍ୟବସ୍ଥା କରାଯାଇଛି। କାଉନ୍‌ସିଲ୍‌ର ନିର୍ବାଚନ ପରିଚାଳନା କରୁଥିବା ରିଟର୍ନିଂ ଅଧିକାରୀ ତଥା ହାଇକୋର୍ଟର ପୂର୍ବତନ ବିଚାରପତି ପ୍ରମଥ ପଟ୍ଟନାୟକ ଏନେଇ ଶନିବାର…

ଆଜି ଜେଇଇ ଆଡ୍‌ଭାନ୍ସଡ୍‌

ଭୁବନେଶ୍ବର, ୪।୬(ବ୍ୟୁରୋ): ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ପ୍ରପେଶିକା ପରୀକ୍ଷା ପାଇଁ ମନୋନୀତ ହୋଇଥିବାବେଳେ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ଉପଲବ୍ଧ ହୋଇଛି। ସକାଳ…

ସିଙ୍ଗାପୁର, ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ଆରମ୍ଭ

ଭୁବନେଶ୍ବର, ୪।୬ (ବ୍ୟୁରୋ) ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକ୍‌କୁ ସିଧାସଳଖ ଅନ୍ତର୍ଜାତୀୟ ବିମାନ ସେବା ଶନିବାରଠାରୁ ଆରମ୍ଭ ହୋଇଛି। ପ୍ରଥମେ ସକାଳ ୬ଟା ୨୫ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପ୍ରଥମେ ସିଙ୍ଗାପୁରକୁ ବିମାନ ଉଡ଼ିଥିଲା। ଏଥିରେ ୧୮୦ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?