Home

ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ,୪।୫: ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କର୍ମସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି)ର ଏକ ବିଶେଷଜ୍ଞ କମିଟି ଦ୍ୱାରା ପ୍ରସ୍ତୁତ ‘ନ୍ୟୁ ଏଜ୍‌ ଏନର୍ଜି ମିନେରାଲ୍ସ’ ରିପୋର୍ଟ ନିକଟରେ ଉନ୍ମୋଚିତ ହୋଇଯାଇଛି। ନୂଆଦିଲ୍ଲୀଠାରେ ଏକ ସ୍ବତନ୍ତ୍ର ସମାରୋହର ଆୟୋଜନ କରାଯାଇଥିଲା। ଏହି…

ଡା. ଅର୍ଥୋ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌

ନୂଆଦିଲ୍ଲୀ,୪।୫: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଲୋକପ୍ରିୟ ବ୍ରାଣ୍ଡ୍‌ ଡା. ଅର୍ଥୋକୁ ନିକଟରେ ଭାରତର ଶ୍ରେଷ୍ଠ ବ୍ରାଣ୍ଡ୍‌ ସମ୍ମାନରେ ସମ୍ମାନିତ କରାଯାଇଛି। ଏପରିକି ଡା. ଅର୍ଥୋକୁ ମୋଷ୍ଟ ଟ୍ରଷ୍ଟେଡ୍‌ ବ୍ରାଣ୍ଡ୍‌ ଅଫ୍‌ ଇଣ୍ଡିଆ-୨୦୨୩ ସମ୍ମାନ ପ୍ରଦାନ…

ବିଓଏମ୍‌ର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୪।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌), ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ଅଞ୍ଚଳ ମୁଖ୍ୟ ଭାବେ ଆଲୋକ କୁମାର ମିଶ୍ର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ମୁମ୍ବାଇସ୍ଥିତ ଫୋର୍ଟ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ।…

ଆଇଓବିର ପୁରୀ ଶାଖା ଗୃହ ଉଦ୍‌ଘାଟିତ

ଭୁବନେଶ୍ୱର,୪।୫: ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ (ଆଇଓବି) ର ପୁରୀ ଶାଖା ପରିସରରେ ଏକ ନୂତନ ଗୃହ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଆଇଓବିର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ଶ୍ରୀବାସ୍ତବ ସମ୍ମାନିତ ଅତିଥି ଭାବେ…

କନକ ଜୁଏଲେରିରୁ ସୁନା କିଣି ଇ-ବାଇକ୍‌ ପାଇଲେ ଗ୍ରାହକ

କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ କନକ ଜୁଏଲାରୀରୁ ସୁନା କିଣି ଇ-ବାଇକ୍‌ ପାଇଲେ ଗ୍ରାହକ। ଏପରିକି ୨୦୨୩ ଏପ୍ରିଲଠାରୁ ଅକ୍ଷୟ ତୃତୀୟା ପର୍ଯ୍ୟନ୍ତ ସୁନା ଅଳଙ୍କାର କ୍ରୟ ଉପରେ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା କରାଯାଇଥିଲା। ଏଥିସହ ୫ ହଜାର…

ଟାଟା ଷ୍ଟିଲ୍‌ର ଫଳାଫଳ

ଭୁବନେଶ୍ୱର,୪।୫: ଟାଟା ଷ୍ଟିଲ୍‌ ପକ୍ଷରୁ ୨୦୨୩ ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହୋଇଥିବା ଆର୍ଥିକ ବର୍ଷ ଏବଂ ୪ର୍ଥ ତ୍ରୈମାସିକର ଆର୍ଥିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଅସ୍ଥିର ପରିଚାଳନା ପରିବେଶ ସତ୍ତ୍ୱେ ୨୦୨୨-୨୩ ଆର୍ଥିକ ବର୍ଷରେ କମ୍ପାନୀର ରାଜସ୍ବ…

ରାଉରକେଲା ଅରୁନ୍ଧତୀ ଜୁଏଲର୍ସର ପ୍ରଥମ ବାର୍ଷିକୀ

ଭୁବନେଶ୍ୱର,୪।୫: ଅରୁନ୍ଧତୀ ଜୁଏଲର୍ସର ରାଉରକେଲାସ୍ଥିତ ଏକ୍ସକ୍ଲୁସିଭ ଶୋ’ରୁମ୍‌ର ପ୍ରଥମ ବାର୍ଷିକ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଅରୁନ୍ଧତୀ ଜୁଏଲସର୍ର୍ର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଅରୁନ୍ଧତୀର ଏହି ସଫଳ ଯାତ୍ରାରେ ସାଥ୍‌ ଦେଇଥିବା ସମସ୍ତ ଗ୍ରାହକ ବନ୍ଧୁ…

କାଜାରିଆର ନୂତନ ଆଉଟ୍‌ଲେଟ୍‌

କେନ୍ଦୁଝର,୪ା୫(ସ୍ବ.ପ୍ର.): କେନ୍ଦୁଝର ସହର କରଞ୍ଜିଆ ବସ୍‌ଷ୍ଟାଣ୍ଡ ନିକଟରେ କାଜାରିଆର ନୂତନ ଆଉଟ୍‌ଲେଟ୍‌ ବୁଧବାର ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି କମ୍ପାନୀର ସ୍ବିକୃତୀପ୍ରାପ୍ତ ଡିଲର ଓମ୍‌କାର ଟ୍ରେଡର୍ସ ଆନୁକୂଲ୍ୟରେ ଏହାର ଶୁଭାରମ୍ଭ କରାଯାଇଛି। ଏଠାରେ କମ୍ପାନୀର ସମସ୍ତ ବର୍ଗର ଫ୍ଲୋର ଟାଇଲ୍ସ,…

ବୈଷୟିକ ନିରାପତ୍ତା ବ୍ୟବସ୍ଥାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର,୪।୫: ବେଦାନ୍ତ ଆଲୁମିନିୟମ ପକ୍ଷରୁ କାର୍ଯ୍ୟସ୍ଥଳରେ ‘ଓ୍ବାଲର୍ଡ ଡେ ଫର ସେଫ୍ଟି ଆଣ୍ଡ ହେଲଥ ଆର୍ଟ ଓ୍ବାର୍କ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ୟୁନିଟ୍‌ ଝାରସୁଗୁଡ଼ାଠାରେ ଏକ ଅଗ୍ନି ନିରାପତ୍ତା ତାଲିମ ପାର୍କର ମଧ୍ୟ ଉଦ୍‌ଘାଟନ କରାଯାଇଛି। ଉକ୍ତ…

ଆଜି ହନୁମାନ ଚାଳିଶା ଆବୃତ୍ତି କରିବ ବଜରଙ୍ଗ ଦଳ

ବେଙ୍ଗାଲୁରୁ/ଆଙ୍କୋଲା,୪ା୫ : କଂଗ୍ରେସ କ୍ଷମତାକୁ ଆସିଲେ ବଜରଙ୍ଗ ଦଳକୁ ବେଆଇନ ଘୋଷଣା କରିବ ବୋଲି ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଛି। ଏହାର ପ୍ରତିବାଦରେ ବଜରଙ୍ଗ ଦଳ ସାରା କର୍ନାଟକରେ ଗୁରୁବାର ହନୁମାନ ଚାଳିଶା ଆବୃତ୍ତି କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନେଇଛି। ମେ’…

ଲୁଟ୍‌ ପ୍ରତି ମୋଦି ଆଖି ବୁଜିଦେଇଛନ୍ତି: ପ୍ରିୟଙ୍କା

ଇନ୍ଦି(କର୍ନାଟକ),୪ା୫ : କର୍ନାଟକରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଡ଼ା ସମାଲୋଚନା କରିଛନ୍ତି। ରାଜ୍ୟରେ ଭାଜପାର ୪୦ ପ୍ରତିଶତ କମିଶନ ସରକାର ଚାଲିଛି। ଭାଜପା…

ନିଷ୍ପତ୍ତି ବଦଳାଇବାକୁ ପାଓ୍ବାର ଅମଙ୍ଗ

ମୁମ୍ବାଇ,୪ା୫: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ଅଧ୍ୟକ୍ଷ ପଦରୁ ଇସ୍ତଫା ଘୋଷଣା କରିଥିବା ବର୍ଷୀୟାନ୍‌ ରାଜନେତା ଶରଦ ପାଓ୍ବାର ନିଜ ନିଷ୍ପତ୍ତିରେ ଅଟଳ ରହିଛନ୍ତି। ପାଓ୍ବାର ଦୁଇ ତିନିଦିନ ମଧ୍ୟରେ ନିଷ୍ପତ୍ତିର ପୁନର୍ବିଚାର କରିବେ ବୋଲି ତାଙ୍କ ପୁତୁରା ତଥା ମହାରାଷ୍ଟ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri