Home

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା ମନ୍ଥର ହୋଇ ପଡ଼ିଛି। ଜିଲାର ମଣ୍ଡି ଗୁଡ଼ିକୁ ବିକ୍ରି ପାଇଁ ହଜାର ହଜାର…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ ବୟାନ ପାଇଁ ସୁପରିଚିତ ତାମିଲ ଚଳଚ୍ଚିତ୍ର ନିର୍ମାତା କେ. ରାଜନଙ୍କର ପରଲୋକ ହୋଇଛି।…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍ ଚାଳକ ଜଣକ ହେଲେ ଆର ଉଦୟଗିରି ଥାନା ଟିକାମାଳ ଗ୍ରାମର ଯିହୁଦା ଛିଞ୍ଚାଣି…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ ସଂଘର୍ଷ ହୋଇଥିଲା । ଆକ୍ରମଣ ପ୍ରତି ଆକ୍ରମଣ ଘଟଣାରେ ୨ ଭାଇ ସମେତ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ ଦେଶୀମଦ ଭାଟିକୁ ନନ୍ଦପୁର ପୋଲିସ ଭାଙ୍ଗି ନଷ୍ଟ କରିଛି । ଭାଟିରେ ଥିବା…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍ ସିଲିଣ୍ଡରଟି ବିଷ୍ପୋରଣ ହୋଇ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ ଟ୍ରକ ଭାରସାମ୍ୟ ହରାଇ ଏକ ଗଛକୁ ଧକ୍କା ଦେଇଥିଲା । ଫଳରେ ଟ୍ରକରେ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ କରିବାରେ ପୋଲିସ ସକ୍ଷମ ହୋଇଛି । ଏ ନେଇ ପୋଲିସ ପକ୍ଷରୁ ରବିବାର…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଥିବା ଛାତ୍ରୀଛାତ୍ର ଏବଂ ସମ୍ପୃକ୍ତ ବିଦ୍ୟାଳୟର ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ କମିଟି…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ କରାଯାଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ୍‌ ଯୋଗେ ଭଞ୍ଜନଗର ପୋଲିସ ଉପଖଣ୍ଡ ସ୍ତରରେ ୧୩୫,…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ ମନେହୁଏ। ବିରାଟ 2026 IPL ସିଜିନରେ 500 ରନ ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?