Home

ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାରେ ବାଜପେୟୀଙ୍କୁ ଟପିଲେ ମୋଦି, ନେଲସନ ମଣ୍ଡେଲାଙ୍କ ହେବେ ସମକ୍ଷକ…

ନୂଆଦିଲ୍ଲୀ,୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ ଶୀଘ୍ର ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତରେ ଆମେରିକା ସଂସଦର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ଏଭଳି କରି ସେ ମହାନ ନେତା ନେଲସନ ମଣ୍ଡେଲାଙ୍କ ସମକ୍ଷକ ହେବାକୁ…

ଯୁଦ୍ଧକ୍ଷେତ୍ରକୁ ଅସ୍ତ୍ର ପଠାଇବା ବନ୍ଦ କର: ଅନ୍ୟ ଦେଶକୁ ଚାଇନା ନିବେଦନ…

ବେଜିଂ,୩।୬ : ଚାଇନା ରାଷ୍ଟ୍ରଦୂତ ଲି ହୁଇ ଅନ୍ୟ ସରକାରଙ୍କୁ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକ୍ଷେତ୍ରକୁ ଅସ୍ତ୍ରଶସ୍ତ୍ର ପଠାଇବା ବନ୍ଦ କରିବାକୁ ଏବଂ ଶାନ୍ତି ଆଲୋଚନା କରିବାକୁ ନିବେଦନ କରିଛନ୍ତି। ୱାଶିଂଟନ ଏବଂ ଏହାର ଇଉରୋପୀୟ ସହଯୋଗୀମାନେ ରୁଷିଆକୁ ଅକ୍ତିଆର କରିବାକୁ ଚେଷ୍ଟା କରୁଥିବା…

ବିକଳ୍ପ ନୁହେଁ, ବିଶ୍ୱର ଏକ ଆବଶ୍ୟକତା: ବ୍ରିକ୍ସ ସମ୍ପ୍ରସାରଣ ନେଇ କହିଲେ ଜୟଶଙ୍କର…

କେପଟାଉନ,୩।୬ : ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି ବ୍ରିକ୍ସ ସମୁହ କେବଳ ବହୁମୁଖୀତାର ପ୍ରତୀକ ନୁହେଁ ବରଂ ଅନ୍ତର୍ଜାତୀୟ ଆହ୍ବାନର ମୁକାବିଲା କରିବାର ଏକାଧିକ ଉପାୟର ଅଭିବ୍ୟକ୍ତି। ‘ଫ୍ରେଣ୍ଡସ ଅଫ ବ୍ରିକ୍ସ’ର ବୈଠକରେ ଜୟଶଙ୍କର କହିଛନ୍ତି , ବ୍ରାଜିଲ, ରୁଷିଆ,…

ରୁଷିଆ ପ୍ରସ୍ତୁତ କରିବ ନୂତନ ସୁରକ୍ଷା ପ୍ରଣାଳୀ, ମସ୍କୋକୁ ଅସ୍ଥିର କରିବା ଯୋଜନା ହେବ ବିଫଳ: ପୁଟିନ…

ମସ୍କୋ,୩।୬ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି କେତେକ ମାନସିକ ରୋଗୀ ଦେଶକୁ ଅସ୍ଥିର କରିବାକୁ ଚାହୁଁଛନ୍ତି, କିନ୍ତୁ ଆମେ ସେମାନଙ୍କ ଯୋଜନା ସଫଳ ହେବାକୁ ଦେବୁ ନାହିଁ। ଖୁବଶୀଘ୍ର ଏନେଇ ନୂତନ ସୁରକ୍ଷା ପ୍ରଣାଳୀ ପ୍ରସ୍ତୁତ କରାଯିବ। ତାଙ୍କ…

ଆସୁଛି ଭୟଙ୍କର ବିପଦ, ପୃଥିବୀକୁ ଧକ୍କା ଦେଇପାରେ ଏକ ବିରାଟ ପଥର ଖଣ୍ଡ: ନାସାର ଚେତାବନୀ

ଓ୍ବାଶିଂଟନ,୩ା୬: ଦୁନିଆର ବିନାଶ ବିଷୟରେ ପ୍ରତିଦିନ କିଛି ନା କିଛି ଖବର ସାମ୍ନାକୁ ଆସୁଛି। ଏବେ ନାସା ଏକ ଚେତାବନୀ ଦେଇଛି। ପୃଥିବୀ ସହ ଏକ ବିରାଟ ପଥର ଖଣ୍ଡ ଧକ୍କା ହେବାକୁ ଯାଉଛି। ଯଦିଓ ଏହାର ସମ୍ଭାବନା କମ୍‌ ତଥାପି…

ଟ୍ରେନ୍‌ ଦୁର୍ଘଟଣାରେ ଆହତଙ୍କୁ କ୍ଷତିପୂରଣ ପ୍ରଦାନ କଲେ ରେଳ କର୍ମଚାରୀ

ସୋର,୩।୬: ବାହାନଗାରେ ଶୁକ୍ରବାର ହୋଇଥିବା ଟ୍ରେନ୍‌ ଦୁର୍ଘଟଣାରେ ୨୩୮ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୦୦ରୁ ଉର୍ଦ୍ଧ ବ୍ୟକ୍ତି ଆହତ ହୋଇଛନ୍ତି। ତେବେ ଏନେଇ ସୋର ମେଡିକାଲରେ ରେଳ କର୍ମଚାରୀ ଆହତଙ୍କୁ ୫୦ହଜାର ଟଙ୍କା ପ୍ରଦାନ କରିଛନ୍ତି। ଶୁକ୍ରବାର ରେଳ ମନ୍ତ୍ରୀ ଅଶ୍ୱିନି ବେଷ୍ଣବ…

ଅଯୋଧ୍ୟା ପୁଣି ହେବ ଭାଜପାର ‘ଗେମ ଚେଞ୍ଜର’!

ନୂଆଦିଲ୍ଲୀ,୩।୬: ପ୍ରାୟ ୪୦ ମାସ ମଧ୍ୟରେ, ୧୫ ଡିସେମ୍ବର ୨୦୨୩ରେ, ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ରାମ ମନ୍ଦିର ପ୍ରସ୍ତୁତି ଶେଷ ହେବ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏହାର ରୂପରେଖ ପ୍ରସ୍ତୁତ ହେଉଛି। ପ୍ରାଣ…

ଟ୍ରେନ୍‌ ଦୁର୍ଘଟଣା: ଉଦ୍ଧାର କାର୍ଯ୍ୟ ଶେଷ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଆହତଙ୍କୁ ଭେଟିବେ ମୋଦି

ନୂଆଦିଲ୍ଲୀ,୩।୬: ଓଡିଶାର ବାଲେଶ୍ୱରରେ ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି। ରେଲଓ୍ବେ ପ୍ରବକ୍ତା ଅମିତାଭ ଶର୍ମା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନିଜେ ସେହି ସ୍ଥାନ ପରିଦର୍ଶନ କରିବେ। ଏହି ଦୁର୍ଘଟଣାରେ ଦୁଇଟି ଏକ୍ସପ୍ରେସ ଏବଂ ଏକ ମାଲଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୮୮…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: କ୍ଷତିପୂରଣ ଘୋଷଣା କଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ଏଯାବତ୍‌ ୨୭୭ଜଣ ମୃତ ହୋଇଥିବାବେଳେ ୯୦୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏନେଇ ମୃତ ଏବଂ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ୍‌। ମୃତକଙ୍କ ପରିବାରକୁ ୫ଲକ୍ଷ ଏବଂ ଆହତଙ୍କୁ…

ଓଡ଼ିଶା ଟ୍ରେନ ଦୁର୍ଘଟଣାର ଉଚ୍ଚସ୍ତରୀୟ ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟାରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଶନିବାର ସକାଳ ପର୍ଯ୍ୟନ୍ତ ସେଠାରେ ଉଦ୍ଧାର କାର୍ଯ୍ୟ ଚାଲିଥିବା ବେଳେ ଏବଂ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚିଥିଲେ।…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଶୋକବ୍ୟକ୍ତ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୬:ବାହାନଗା ଟ୍ରେନ୍‌ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ବିରାଟ କୋହଲି। ଟେ ଟ୍ବିଟ୍‌ କରି କହିଛନ୍ତି, ଓଡିଶାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଁ ଦୁଃଖିତ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରିୟଜନଙ୍କ ପରିବାରକୁ ସମବେଦନା ଜଣାଉଛି। ଆହତଙ୍କ ଆଶୁଆରୋଗ୍ୟ ପାଇଁ…

ନେପାଳରୁ ତାଇଓ୍ବାନ ପାର୍ଯ୍ୟନ୍ତ ଟ୍ରେନ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ, କହିଲେ ‘ଭାରତରେ ଟ୍ରେନ ଦୁର୍ଘଟଣା ଦୁଃଖଦ’

ନୂଆଦିଲ୍ଲୀ,୩।୬: ଓଡ଼ିଶାର ବାଲେଶ୍ୱରରେ ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟା ୩୦ରେ ଏକ ବଡ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି। ଏଥିରେ ଏବେ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ୯୦୦ରୁ ଅଧିକ ଆହତ ହୋଇଥିବା କୁହାଯାଉଛି। ଓଡ଼ିଶାରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?