Home

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର, ୩ା୬(ବ୍ୟୁରୋ): ରେଳ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ଲାଗି ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କ ଲାଗି ୨ ଲକ୍ଷ ଏବଂ ସାମାନ୍ୟ ଆହତଙ୍କ ଲାଗି ୫୦ ହଜାର ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ…

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି

ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…

ଘଟଣାସ୍ଥଳରେ ରାଜସ୍ବ ମନ୍ତ୍ରୀ, ଏମ୍‌ପି, ବିଧାୟକ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି। ସେହିପରି ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ଘଟଣାସ୍ଥଳକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଦୁର୍ଘଟଣା ବାବଦରେ ସେ ରେଳମନ୍ତ୍ରୀଙ୍କ ସହ ଆଲୋଚନା…

କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ…

ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ମେଡିକାଲରେ ୩୫୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି। ତେବେ ଗୁରୁତରଙ୍କ ମଧ୍ୟରୁ କାହାର ହାତ ନାହିଁ ତ କାହାର ଗୋଡ଼ ନାହିଁ। ପୁଣି ପ୍ରଚୁର…

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

ସେହି ଶୁକ୍ରବାର… ୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ ୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓ ୨ଟି ଜେନେରାଲ ବଗିକୁ ମିଶାଇ…

ବାହାନଗା ଟ୍ରେନ ଦୁର୍ଘଟଣା: ୮୦ ମୃତ

ବାହାନଗା ଷ୍ଟେସନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚତ୍ଛି। ଆହତ ସଂଖ୍ୟା ୮୦୦ରୁ ଅଧିକ ହେବ ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ ଡାକ୍ତରଖାନାରେ…

କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ…

୪୫ଟି ବ୍ୟାଗ୍‌ରେ ମିଳିଛି କଟା ମଣିଷଙ୍କ ଅଙ୍ଗ

ମେକ୍ସିକୋ,୨।୬: ମଣିଷକୁ ଖଣ୍ଡ ଖଣ୍ଡ କରି ୪୫ଟି ବ୍ୟାଗ୍‌ରେ କରାଯାଇଛି ଭର୍ତ୍ତି। ଏପରି କଟା ମଣିଷ ଭର୍ତ୍ତି ବ୍ୟାଗ୍‌ ଡ୍ରେନ୍‌ରେ ଫିଙ୍ଗା ଯାଇଥିବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ତାଜୁବ୍‌ କରିଛି। ଏପରି ଘଟଣା ଘଟିଛି ପଶ୍ଚିମ ମେକ୍ସିକୋର ଜାଲିସ୍କୋରେ। ତେବେ…

ଉଚ୍ଚଶିକ୍ଷା ପାଇଁ ଆଦିବାସୀ ଛାତ୍ରଙ୍କୁ ଅର୍ଥ ସାଜିଛି ବାଧକ

କର୍ଲାମୁଣ୍ଡା,୨।୬(ଡିଏନଏ): ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଭଲ ନମ୍ବର ରଖି କୃତକାର୍ଯ୍ୟ ହୋଇଥିବା ଜଣେ ଛାତ୍ରଙ୍କ ଉଚ୍ଚ ଶିକ୍ଷା ପାଇଁ ଅର୍ଥ ବାଧକ ସାଜିିଛି। ସୂଚନାଯୋଗ୍ୟ, କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜପୁର ପଞ୍ଚାୟତ ରାଜପୁର ଗାଁର ହେମଲତା ମାଝୀଙ୍କ ପୁଅ…

ନୂଆ ସଂସଦରେ ‘ଅଖଣ୍ଡ ଭାରତ’ ଚିତ୍ରକୁ ନେଇ ଚିନ୍ତା ପ୍ରକଟ କଲା ପାକିସ୍ଥାନ, କହିଲା ବିସ୍ତାରବାଦୀ ବିଚାରଧାରା ରଖିଛି ଭାରତ

ଇସଲାମବାଦ,୨।୬: ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ବିବାଦ ଲାଗି ରହିଥିବାବେଳେ ଏବେଆଉ ଏକ ବିବାଦ ମୁଣ୍ଡ ଟେକିଛି। ନୂଆ ସଂସଦକୁ ନିଜ ସରକାରୀ ମୁଖପାତ୍ର ‘ଗ୍ଲୋବାଲ ଟାଇମ୍ସ’ ମାଗାଜିନ୍‌ରେ ଚାଇନା ଏହାକୁ ପ୍ରଶଂସା କରିଛି। କିନ୍ତୁ ପଡୋଶୀ ଦେଶ ପାକିସ୍ଥାନ…

ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ଦେଶ ବେରୋଜଗାର ନୁହେଁ: ତାମିଲନାଡୁ ଭାଜପା ଅଧ୍ୟକ୍ଷ

ଚେନ୍ନାଇ,୨।୬: ତାମିଲନାଡୁର ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଣ୍ଡିଆ ଟୁଡେକୁ ଏକ ସାକ୍ଷାତକାରରେ ସେ କହିଛନ୍ତି, ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ନୁହେଁ ଯେ ସାରା ଦେଶ େରୋଜଗାର ଅଛି। ସେ ଆହୁରି…

ହାଇକୋର୍ଟରୁ ସିସୋଡିଆଙ୍କୁ ସାମାନ୍ୟ ଆଶ୍ୱସ୍ତି

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟ ଆମ ଆଦମୀ ପାର୍ଟି(ଏଏପି) ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କୁ ଶୁକ୍ରବାର ଅର୍ଥାତ୍‌ ୨ ଜୁନରେ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କୋର୍ଟ ସିସୋଡିଆଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?