ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…
ଭୁବନେଶ୍ୱର,୩୦।୩: ଭାଜପା ଏମ୍ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ କେନ୍ଦ୍ରାପଡ଼ା ଏମ୍ପି ବୈଜୟନ୍ତ ପଣ୍ଡା ପ୍ରତିକ୍ରିୟା ଦେଇଛନ୍ତି। ସେ ଏକ୍ସରେ କହିଛନ୍ତି, ବିଜୁ…
ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ ରବିବାର ସକାଳେ ଶେରଗଡ ବସଷ୍ଟାଣ୍ଡରୁ ଉଦ୍ଧାର କରିଥିଲେ। ତାଙ୍କୁ ଅପହରଣ ଓ ବଳାତ୍କାର…
ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ
ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ ଯୁଦ୍ଧ ଶୀଘ୍ର ଶେଷ ହେବ। ଏହି କ୍ଷେତ୍ରରେ ପ୍ରଧାନମନ୍ତ୍ରୀ ମୋଦି ଯେଉଁ ଭୂମିକା…
ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି
ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ ରୋଡ଼ ସମେତ ବିଭିନ୍ନ ପାର୍କ, ବାଳିକା ହାଇସ୍କୁଲ, ମହିଳା ମହାବିଦ୍ୟାଳୟ ନିକଟରେ ସହରର…
ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା
ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି ଯେ, ଦେଶ ଦୀର୍ଘ ଦିନ ଧରି ନକ୍ସଲବାଦ ଦ୍ୱାରା ଜର୍ଜରିତ। ଆମେ ଏକ ନକ୍ସଲମୁକ୍ତ…
ପାକିସ୍ତାନର ଖୋଲିଗଲା ପୋଲ୍: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା
ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି ଦୂତ ଭାବରେ ଅବସ୍ଥାପିତ କରୁଛି। ଏଥିପାଇଁ ଆମେରିକା, ସାଉଦି ଆରବ, ମିଶର ଏବଂ…
ଇରାନକୁ ଭୟଙ୍କର ଧମକ ଦେଲେ ଟ୍ରମ୍ପ, ଶୁଣିକି ଥରହର ହେଲା…..
ତେହରାନ,୩୦ା୩: ଇରାନ ସହିତ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ଧମକ ଦେଇଛନ୍ତି। ଡୋନାଲ୍ଡ ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଇରାନ ଆଲୋଚନା ପଥରେ ଫେରି ନଯାଏ ଏବଂ ବାଣିଜ୍ୟ…
ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କରାଜ, ୭୦ରୁ ଅଧିକ ଲୋକଙ୍କୁ ହତ୍ୟା
ନୂଆଦିଲ୍ଲୀ,୩୦ା୩: ସୁଦାନରେ ଅଜ୍ଞାତ ବନ୍ଧୁକଧାରୀଙ୍କ ଆତଙ୍କର ରାଜତ୍ୱ ଦେଖିବାକୁ ମିଳିଛି । ସୋମବାର ଦିନ ଜଣେ ପୋଲିସ ମୁଖପାତ୍ର ନିଶ୍ଚିତ କରିଛନ୍ତି ଯେ ରାଜଧାନୀର ଉପକଣ୍ଠରେ ଅବସ୍ଥିତ ଏକ ସୁନା ଖଣିକୁ ନେଇ ବିବାଦରେ ଦକ୍ଷିଣ ସୁଦାନରେ ବନ୍ଧୁକଧାରୀମାନେ ୭୦ରୁ ଅଧିକ…
ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ
ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…
ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ
ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର ଗୁଣପୁର ଢେପ ସାହିର ଝିଲି ବାଉରୀଙ୍କ ଝିଅ ସନ୍ତୋଷୀ ବାଉରୀକୁ ବିବାହ କରିଥିଲେ।…
ପେନସନ୍ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ
ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍ କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ନୟାଗଡ଼ର ସବଟ୍ରେଜେରୀ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ…
ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video
ମୁମ୍ବାଇ,୩୦।୩: ଆଇପିଏଲ୍ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ କେକେଆର ମଧ୍ୟରେ ହାଇ-ଭୋଲଟେଜ ମ୍ୟାଚ ସମୟରେ ଷ୍ଟାଣ୍ଡରେ ଏକ ଅନନ୍ୟ ଦୃଶ୍ୟ ସମସ୍ତଙ୍କ…
Archives


