ଏହି ଦାମୀ ଜିନିଷକୁ ଭଲପାଆନ୍ତି ଅନୁଷ୍କା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତଥା କ୍ରିକେଟର ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଆଜି ଅର୍ଥାତ୍ ମେ’ ୧ରେ ହେଉଛି ଜନ୍ମଦିନ। ଆଜିର ଏହି ଖାସ୍ ଦିନରେ କେଉଁ ଜିନିଷ ପ୍ରତି ଅନୁଷ୍କାଙ୍କର ରୁଚି ରହିଛି ସେ ସମ୍ପର୍କରେ ଜାଣନ୍ତୁ… ଅନୁଷ୍କାଙ୍କ…
ବାଇକ୍ ମେକାନିକ ମାଷ୍ଟରମାଇଣ୍ଡ
ଭୁବନେଶ୍ୱର,୧।୫ (ବ୍ୟୁରୋ): ରାଜଧାନୀରେ କିଛି ମାସ ହେଲା ବାଇକ ଚୋରି ଘଟଣାରେ ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଏକ ଗ୍ୟାଙ୍ଗକୁ ଧରିଛି। କ୍ୟାପିଟାଲ ଥାନା ପୋଲିସ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ତଥା ମେକାନିକଙ୍କ ସହ ୩ଜଣ କବାଡିଆଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ ହେଲେ…
ଭୁବନେଶ୍ୱରରେ ୩ ନୂଆ ଅଗ୍ନିଶମ କେନ୍ଦ୍ର ଖୋଲିଲା
ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୧।୫(ଡି.ଏନ୍.ଏ.): ଭୁବନେଶ୍ୱରର ପାହାଳ, ମଞ୍ଚେଶ୍ୱର ଓ ତମାଣ୍ଡୋଠାରେ ୩ଟି ନୂଆ ଅଗ୍ନିଶମ ଓ ଜରୁରିକାଳୀନ ସେବା କେନ୍ଦ୍ର ଖୋଲିଛି। ମୁଖ୍ୟ ଅତିଥି ଭାବେ ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ଯୋଗଦେଇ ଏହି କେନ୍ଦ୍ରଗୁଡ଼ିକୁ ଉଦ୍ଘାଟନ କରିଛନ୍ତି। ତେବେ ଷ୍ଟେଶନଗୁଡ଼ିକ ଏବେ ଅସ୍ଥାୟୀ…
କୁକୁର କାମୁଡ଼ିଲେ, ବାହାରେ ମଳତ୍ୟାଗ କଲେ ଜରିମାନା ଦେବେ ମାଲିକ
ଭୁବନେଶ୍ୱର,୧ା୫(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ କୁକୁର ପାଳନ ନେଇ ସ୍ବତନ୍ତ୍ର ନିୟମ କରାଯାଇଛି। ଶନିବାର କର୍ପୋରେଶନ ବୈଠକରେ ବିଧିବଦ୍ଧ ଭାବେ ପ୍ରସ୍ତୁତ ହୋଇଥିବା ଡଗ୍ ବାଇ-ଲ’ ପାରିତ ହୋଇଛି। ଏବେ ଦେଶୀ ହେଉକି ବିଦେଶୀ କୁକୁର ଘରେ ପୋଷିବାକୁ…
ବ୍ଲାଷ୍ଟିଂ ଅନୁମତି ନାହିଁ, ବଢୁଛି ଚୋରାଚାଲାଣ
ଖୋର୍ଦ୍ଧା ଅଫିସ,୧ା୫: ଖୋର୍ଦ୍ଧା ଜିଲାରେ ବେଆଇନ ଭାବେ ପଥର ଖନନ ଓ ମାଙ୍କଡ଼ା ପଥର ଚାଲାଣ ବଢିବାରେ ଲାଗିଛି। ପ୍ରଶାସନ ପକ୍ଷରୁ କେତେକ ପଥର ଖଣିକୁ ବ୍ଲାଷ୍ଟିଂ ଅନୁମତି ମିଳିନାହିଁ। ଏହାସତ୍ତ୍ୱେ କିପରି ବ୍ଲାଷ୍ଟିଂ ଚାଲିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି…
ଜବରଦଖଲରେ ଗୋଚର ଜମି
କଟକ ସଦର,୧ା୫(ଡି.ଏନ୍.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ…
ଗୋଇନ୍ଦା ଚିଠିକୁ ନେଇ ଜୋର୍ ଧରିଲା ରାଜନୀତି
ଭୁବନେଶ୍ବର,୧ା୫(ବ୍ୟୁରୋ): ହନୁମାନ ଜୟନ୍ତୀରେ ହିଂସା ଉପୁଜିପାରେ ବୋଲି ଗୋଇନ୍ଦା ବିଭାଗ ପୂର୍ବରୁ ରିପୋର୍ଟ ଦେଇଥିବା ଜଣାପଡ଼ିବା ପରେ ଏବେ ରାଜ୍ୟ ରାଜନୀତି ଜୋର୍ ଧରିଛି। ହନୁମାନ ଜୟନ୍ତୀରେ ସମ୍ବଲପୁରରେ ବ୍ୟାପକ ହିଂସାକାଣ୍ଡ ଘଟିଥିଲା। ତେବେ ଏହାର ଦିନକ ପୂର୍ବରୁ ଅର୍ଥାତ୍ ଗତ…
ବ୍ୟାସନଗର ତହସିଲରେ ପୌର ପରିଷଦର ଗାଡ଼ି ପାର୍କିଂ
ଯାଜପୁର ରୋଡ୍,୧ା୫(ଡି.ଏନ.ଏ.): ବ୍ୟାସନଗର ତହସିଲ କାର୍ଯ୍ୟାଳୟ ପରିସର ପାଲଟିଛି ପୌର ପରିଷଦର ଗାଡ଼ି ପାର୍କିଂ ସ୍ଥଳ। ଦୀର୍ଘଦିନ ଧରି ବେଆଇନ ଭାବେ ପୌର ପରିଷଦର ବିଭିନ୍ନ ଯାନବାହନ ତହସିଲ କାର୍ଯ୍ୟାଳୟ ପରିସରରେ ପାର୍କିଂ କରାଯାଉଛି। ଫଳରେ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ…
ଅନିଶ୍ଚିତତା ମଧ୍ୟରେ ଅଣସଂଗଠିତ ଶ୍ରମିକଙ୍କ ଭାଗ୍ୟ
ପାରାଦୀପ,୧।୫(ସ୍ବ.ପ୍ର.): ଭାରତ ସମେତ ସମଗ୍ର ବିଶ୍ୱରେ ସୋମବାର ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳନ ହେବ। ଏହିକ୍ରମରେ ଓଡ଼ିଶାର ପ୍ରମୁଖ ବନ୍ଦରଭିତ୍ତିକ ପାରାଦୀପ ଶିଳ୍ପାଞ୍ଚଳରେ ମଧ୍ୟ ଏକାଧିକ ଶ୍ରମିକ ସଂଗଠନ ପକ୍ଷରୁ ଶ୍ରମିକ ଦିବସ ପାଳନ କରିବା ନିମନ୍ତେ ପ୍ରସ୍ତୁତି ଚାଲିଛି। କିନ୍ତୁ…
ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବେନି ବୀମା କମ୍ପାନୀ…
ନୂଆଦିଲ୍ଲୀ,୧।୫ : ବୀମା କମ୍ପାନୀଗୁଡିକର କର୍ମଚାରୀମାନେ ସୋସିଆଲ ମିଡିଆରେ ଗୋପନୀୟ ତଥ୍ୟ ପ୍ରକାଶ କରିବାକୁ ସମର୍ଥ ହେବେ ନାହିଁ। ବୀମା ନିୟାମକ ଇରଦାଇ କହିଛନ୍ତି ଯେ ବୀମା କମ୍ପାନୀଗୁଡିକ ଏ ବାବଦରେ ଏକ ଗାଇଡଲାଇନ ସ୍ଥିର କରିବା ଉଚିତ, ଯାହାଫଳରେ ଏହି…
ମେଡିକାଲରେ ମୃତ ଘୋଷିତ ଶିଶୁ ଘରେ ଜିଇଉଠିଲା
ଢେଙ୍କାନାଳ ଅଫିସ,୧।୫: ଡାକ୍ତରଖାନାରେ ମୃତ ଘୋଷିତ ନବଜାତକ ଘରେ ଜିଇଉଠିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ପୌରାଞ୍ଚଳରେ। ବଞ୍ଚତ୍ଥିବା ଶିଶୁକୁ ମୃତ ଘୋଷଣା କରିବା ଡାକ୍ତରଙ୍କ ଚରମ ଅବହେଳା ବୋଲି ପରିବାର ଲୋକେ କହୁଥିବା ବେଳେ ଅଭିଯୋଗକୁ ଖଣ୍ଡନ…
ଅଭ୍ୟାସଗତ ମଦ୍ୟପ ପୋଲିସକୁ ସେୱଚ୍ଛାକୃତ ଅବସର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା…
ଗୁଆହାଟୀ,୧।୫ : ଆସାମ ସରକାର ବର୍ତ୍ତମାନ ମଦ୍ୟପ ପୋଲିସ ପାଇଁ ଏକ ନୂତନ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହା ଅନ୍ତର୍ଗତ ଅଭ୍ୟାସଗତ ମଦ୍ୟପ ପୋଲିସ କର୍ମଚାରୀ ଏବଂ ଅଧିକାରୀଙ୍କୁ ସରକାର ସେୱଚ୍ଛାକୃତ ଅବସର ଦେବେ। ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…
Archives


