Home

ଦେଶର ଭାବାବେଗକୁ ବିରୋଧୀ ଅପମାନିତ କରିଛନ୍ତି: ମୋଦି

ଅଜମେର,୧ା୬: ନୂଆ ସଂସଦ ଭବନର ଲୋକାର୍ପଣ ଉତ୍ସବକୁ ବିରୋଧୀ ଦଳଗୁଡ଼ିକ ବର୍ଜନ କରି ଦେଶର ଭାବାବେଗ ଏବଂ ଏହାର ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୬୦ ହଜାର ଶ୍ରମିକଙ୍କ କଠିନ ପରିଶ୍ରମକୁ ଅପମାନିତ କରିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଲୋଚନା କରିଛନ୍ତି।…

ବିରୋଧୀ ଏକଜୁଟ ହେଲେ ଭାଜପା ହାରିବ

ସାଣ୍ଟା କ୍ଲାରା,୧ା୬: ବିରୋଧୀ ଦଳଗୁଡ଼ିକ ଉପଯୁକ୍ତ ଭାବେ ଏକଜୁଟ ହେଲେ ଭାଜପାକୁ ହରାଇବା ସମ୍ଭବ। କଂଗ୍ରେସ ଏହି ଦିଗରେ କାର୍ଯ୍ୟ କରୁଛି। ଏହା ଭଲ ଭାବେ ଚାଲିଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆମେରିକାର ସାଣ୍ଟାକ୍ରୁଜ୍‌ରେ କହିଛନ୍ତି। କର୍ନାଟକ ବିଧାନସଭା…

ତଟକ୍ଷୟ ଛଡ଼ାଇନେଲା ସାତଭାୟାର ଚାଷ,ବାସ

କେନ୍ଦ୍ରାପଡ଼ା ଅଫିସ,୧।୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ସାତଭାୟା ଅଞ୍ଚଳ ବିଶ୍ୱତାପନ ଓ ଏହାର କୁପ୍ରଭାବ ସମ୍ପର୍କରେ ଉଦାହରଣ ସାଜିଛି। ସମୁଦ୍ର ତଟକ୍ଷୟ ସାତଭାୟା ଚାଷ ଓ ବାସକୁ ନଷ୍ଟ କରିଛି। ଜୀବନ ଜୀବିକା ପାଇଁ କର୍ମ ଅନ୍ବେଷଣରେ ଅଧିକାଂଶ ସାତଭାୟାର…

ବେଆଇନ ପଥର ଖାଦାନରେ ଅତଡ଼ା ଖସି ଶିଶୁ ଶ୍ରମିକ ସମେତ ୨ ମୃତ

ଯାଜପୁର ଅଫିସ,୧।୬: ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବେଆଇନ କଳାପଥର ଖାଦାନ ମରଣଯନ୍ତା ପାଲଟିଛି। ରାଜସ୍ବ ବିଭାଗ, କେତେଜଣ ପୋଲିସ ଅଧିକାରୀ ବେଆଇନ ଖାଦାନ ମାଲିକଙ୍କ ବିରୋଧ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ଓଲଟା ସହଯୋଗ କରୁଥିବାରୁ ନୀରିହ ଶ୍ରମିକମାନଙ୍କ ଜୀବନ…

ଅଧଘଣ୍ଟାରେ ହଜାରେ ଓଏଲ୍‌ଆର କେସ୍‌ ଫଇସଲା

ସୋନପୁର,୧।୬(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ତାଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ଏ ସମ୍ପର୍କିତ ଖବର…

ବିଶ୍ୱ ଦୁଗ୍ଧ ଦିବସ

ପ୍ରତ୍ୟେକ ସ୍ତନ୍ୟପାୟୀ ପ୍ରାଣୀ ଶୈଶବ ଅବସ୍ଥାରେ କେବଳ ଦୁଗ୍ଧପାନ କରୁଥିବାବେଳେ ମନୁଷ୍ୟ କ୍ଷେତ୍ରରେ ଆବାଳବୃଦ୍ଧବନିତା ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ଦୁଗ୍ଧପାନ କରିଥାନ୍ତି । ଦୁଗ୍ଧ କେବଳ ପାନୀୟ ଭାବରେ ବ୍ୟବହାର କରାଯାଏ ତାହା ନୁହେଁ, ଏହା ବିଭିନ୍ନ ଦୁଗ୍ଧଜାତ ଦ୍ରବ୍ୟ ଯଥା…

ପିତୃଦେବ ଭବ, ମାତୃଦେବ ଭବ

ମାତାପିତା ମାନବ ଇତିହାସ ଆରମ୍ଭରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସୁଛନ୍ତି! ପିଲାମାନଙ୍କୁ ଦୁନିଆକୁ ଆଣିବା ଏବଂ ସେମାନଙ୍କୁ ସମାଜରେ ସୁସ୍ଥ ଏବଂ ସୁରକ୍ଷିତ ଭାବେ ଜୀବିତ ରଖିବା କିଛି ଛୋଟ କାମ ନୁହେଁ। ସେମାନଙ୍କ ପିଲାମାନଙ୍କର ସମଗ୍ର ଜୀବନ ପାଇଁ ଯୋଗ୍ୟ…

ଓଏଚ୍‌ଆର୍‌ସିରେ ୨ ଜନସ୍ବାର୍ଥ ମାମଲା

କଟକ ଅଫିସ,୧।୬: କଟକ ସହରରେ ଚାଲିଥିବା ବକ୍ସଡ୍ରେନ୍‌ ନିର୍ମାଣ ଓ ତାଳଦଣ୍ଡା କେନାଲର ଉନ୍ନତୀକରଣରେ ବେପରୁଆ କାର୍ଯ୍ୟ ଯୋଗୁ ଅକାଳରେ ଦୁଇଟି ଜୀବନ ଚାଲିଗଲା। ଆଉ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ଦୁଇ ଦିନରେ ଦୁଇଟି ସ୍ଥାନରେ ଏଭଳି ଦୁର୍ଘଟଣା…

ସିଏମ୍‌ସି ମେୟର, କମିଶନରଙ୍କୁ ଘେରାଉ

କଟକ ଅଫିସ,୧।୬: କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଗମାଣ୍ଡିଆ ଅଞ୍ଚଳରେ ହ୍ୟୁମ୍‌ ପାଇପ୍‌ ତଳେ ଚାପି ହୋଇ ଛାତ୍ରୀ ଏନ୍‌. ମୋହିନିଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଥିଲା। ମୃତା ଛାତ୍ରୀଙ୍କ ପରିବାର ସଦସ୍ୟଙ୍କୁ ଭେଟିବା ପାଇଁ ସିଏମ୍‌ସି ମେୟର…

ମଡେଲଙ୍କୁ ବଳାତ୍କାର

ମୁମ୍ବାଇ,୧ା୬: ଜଣେ ମଡେଲଙ୍କୁ ବଳାତ୍କାର କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି। ମୁମ୍ବାଇରେ ରହୁଥିବା ୨୩ ବର୍ଷୀୟା ମଡେଲଙ୍କୁ ଅଭିଯୁକ୍ତ ବିବାହ ପ୍ରତିଶ୍ରୁତି ଦେଇ ଧର୍ମ ପରିବର୍ତ୍ତନ କରିବା ବାଧ୍ୟ କରିଥିଲେ। ପୀଡ଼ିତା ମଡେଲ…

କମିଲା ଯୁକ୍ତ୨ ପାସ୍‌ ହାର

ଭୁବନେଶ୍ୱର,୧।୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ ପାଇଛି। ବୁଧବାର ପୂର୍ବାହ୍ନ ୧୦ଟା ୩୦ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ପରିଷଦର ମୁଖ୍ୟ କାର୍ଯ୍ୟାଳୟଠାରେ ଫଳାଫଳ ଘୋଷଣା କରିଛନ୍ତି। ବିଜ୍ଞାନରେ…

ଭାରତର ଜିଡିପି ଅଭିବୃଦ୍ଧି ୭.୨କୁ ହ୍ରାସ

ନୂଆଦିଲ୍ଲୀ,୧ା୬: ଭାରତର ମୋଟ ଘରୋଇ ଉତ୍ପାଦ (ଜିଡିପି) ଅଭିବୃଦ୍ଧି ହାର ୨୦୨୨-୨୩ ବର୍ଷରେ ୭.୨%କୁ ହ୍ରାସ ପାଇଛି। ପୂର୍ବବର୍ଷ ଅର୍ଥାତ୍‌ ୨୦୨୧-୨୨ରେ ଜିଡିପି ଅଭିବୃଦ୍ଧି ୯.୧% ଥିଲା। ୨୦୨୨-୨୩ର ଶେଷ ତ୍ରୈମାସିକ ଅର୍ଥାତ୍‌ ଜାନୁୟାରୀ-ମାର୍ଚ୍ଚରେ ଦେଶର ଅର୍ଥନୀତି ୬.୧% ହାରରେ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?