Home

‘ଭାରତ-ବାଂଲାଦେଶ ସମ୍ପର୍କ ଗଙ୍ଗା ଜଳ ଚୁକ୍ତି ଉପରେ ନିର୍ଭର କରିବ’ – ତାରିକ ରହମାନ ମନ୍ତ୍ରୀଙ୍କ ବଡ଼ ବୟାନ

ଢାକା,୧୭।୫: ବାଂଲାଦେଶର ଶାସକ ଦଳ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP), ଏବେ ଢାକା ଏବଂ ନୂଆଦିଲ୍ଲୀ ମଧ୍ୟରେ ସମ୍ପର୍କର ଭବିଷ୍ୟତକୁ ଗଙ୍ଗା ଜଳ ବଣ୍ଟନ ଚୁକ୍ତିନାମା ନବୀକରଣ ସହିତ ଯୋଡ଼ିଛି। ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ କାର୍ଯ୍ୟକାଳ ସମୟରେ 1996…

ଅସ୍ଥାୟୀ ମଣ୍ଡପରେ ଦେବୀଙ୍କୁ ପୂଜାର୍ଚ୍ଚନା କଲେ ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଆସିବେ ଆଉ ୩ ମନ୍ତ୍ରୀ, ୪ ବିଧାୟକ

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆଉ ୩ ଦିନ ପରେ ୨୦ ତାରିଖରେ ଉଦ୍‌ଯାପିତ ହେବ। ରବିବାର ପୂର୍ବତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅସ୍ଥାୟୀ ମଣ୍ଡପରେ ପହଞ୍ଚି ଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ। ଏଥିସହ ଯାତ୍ରା କମିଟି…

‘ପ୍ରକୃତିର ସୁରକ୍ଷା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ’

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଚଳିତ ବର୍ଷଠାରୁ ପ୍ରଥମଥର ପାଇଁ ପରିବେଶ ପର୍ଯ୍ୟଟନ (ଇକୋ ଟୁରିଜିମ) ସ୍ଥଳୀଗୁଡ଼ିକରେ ପ୍ରକୃତି ପରିଚୟ ଯୋଜନା ଆରମ୍ଭ ହୋଇଛି। ଯୋଜନାର ମୂଳ ଲକ୍ଷ୍ୟ ହେଲା ଛାତ୍ରୀଛାତ୍ରଙ୍କୁ ପ୍ରକୃତି ଉପରେ…

ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…

ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି ଶନିବାର ଦୁଇ ଦେଶରେ ଇସ୍କନ ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ଜୋହାନ୍ସବର୍ଗ ଓ…

ଦିଲ୍ଲୀବାସୀ ଖାଇବେ ରାୟଗଡ଼ାର ‘ଆମ୍ରପଲ୍ଲୀ’ ଆମ୍ବ, ରପ୍ତାନି ହେଲା ୨.୫ ମେଟ୍ରିକ୍‌ ଟନ୍‌

ଗୁଣପୁର,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାରେ ସାମୂହିକ ବିପଣନକୁ ପ୍ରୋତ୍ସାହିତ କରିବା ଏବଂ ସ୍ଥାନୀୟ ଚାଷୀଙ୍କ ପାଇଁ ଉତ୍ତମ ବଜାର ସଂଯୋଗ ସୁଯୋଗ ସୁନିଶ୍ଚିତ କରିବା ଦିଗରେ ଓଡ଼ିଶା ଗ୍ରାମୀଣ ଉନ୍ନୟନ ଓ ବିପଣନ ସମିତି( ଓ ଆର୍‌ଏମ୍‌ଏ୍‌ଏସ) ଏବଂ କୃଷକ ଉତ୍ପାଦକ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ କରୁଛି। ରବିବାର ସକାଳେ…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ, ସେ ଏକ ପ୍ରମୁଖ ଘୋଷଣା କରିଛନ୍ତି। ବିଶେଷକରି, ଗତ ଶୁକ୍ରବାର, ଆର.ଏନ.…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଛାତ୍ରୀ ଜଣଙ୍କ ନିଜ…

ଶୁଭେନ୍ଦୁ ସରକାରଙ୍କ ବୁଲଡୋଜର ଆକ୍ସନ, ହାଓଡା ରେଲଓ୍ବେ ଷ୍ଟେଶନ ବାହାରୁ ହଟାଇଲେ…

କୋଲକାତା,୧୭।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ, ଶୁଭେନ୍ଦୁ ଅଧିକାରୀ ‘ଆକ୍ସନ ମୋଡ’ ରେ ଥିବା ଦେଖାଯାଉଛି। ସମଗ୍ର ବଙ୍ଗଳାରେ ଅରାଜକତା ବିରୁଦ୍ଧରେ ନିରନ୍ତର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ବେଳେ, ବୁଲଡୋଜର ବ୍ୟବହାର କରି ବେଆଇନ ନିର୍ମାଣ ଏବଂ ଜବରଦଖଲ…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼ ଜିଲାର ଖଣ୍ଡପଡ଼ା ଅଞ୍ଚଳରେ ୨୦୨୧-୨୨ ବର୍ଷ ପାଇଁ MMSY (ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା)…

କଙ୍ଗୋ-ଉଗାଣ୍ଡାରେ ଇବୋଲା ଭାଇରସ ପ୍ରକୋପ; WHO ଘୋଷଣା କଲା ହେଲଥ ଏମରଜେନ୍ସି

କାମ୍ପାଲା,୧୬।୫: ଦୁଇଟି ଆଫ୍ରିକୀୟ ରାଷ୍ଟ୍ରରେ ଇବୋଲା ଭାଇରସର ପ୍ରକୋପ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (WHO) ଏହାକୁ ଏକ ସ୍ବାସ୍ଥ୍ୟ ଜରୁରୀକାଳୀନ ସ୍ଥିତି ଘୋଷଣା କରିଛି। ଏହା ଉଲ୍ଲେଖନୀୟ ଯେ ଇବୋଲା ପ୍ରାଦୁର୍ଭାବ…

ହର୍ମୁଜ ସଙ୍କଟ ମଧ୍ୟରେ, ଭାରତ ପାଇଁ ଆସିଲା ଦୁଇଟି ଖରାପ ଖବର, ଯାହା ଗଭୀର ଚିନ୍ତାର କାରଣ

ନୂଆଦିଲ୍ଲୀ,୧୭।୫: ସମଗ୍ର ବିଶ୍ୱ ହର୍ମୁଜ ଷ୍ଟ୍ରେଟ ସଙ୍କଟରୁ ସୃଷ୍ଟି ହୋଇଥିବା ତୈଳ ସଙ୍କଟ ସହିତ ସଂଘର୍ଷ କରୁଛି। ଏହା ମଧ୍ୟରେ, ଦୁଇଟି ଘଟଣା ସାମ୍ନାକୁ ଆସିଛି ଯାହା ଏହି ସଙ୍କଟର ନିଆଁରେ ଇନ୍ଧନ ଯୋଡିବା ପାଇଁ କାମ କରେ। ପ୍ରଥମ ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?