Home

ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨: ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିବାକୁ ଉପସ୍ଥିତ ଅଛନ୍ତି। ରାଷ୍ଟ୍ରପତି…

ଧାନ କିଣାଯାଉ ନ ଥିବାରୁ ଚାଷୀ ଅସନ୍ତୁଷ୍ଟ

ବଇଣ୍ଡା,୧୦।୨(ଡି.ଏନ.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ସେବା ସମବାୟ ସମିତି ଜରିଆରେ ଚାଷୀଙ୍କଠାରୁ ମିଲର ଧାନ କିଣୁନାହାନ୍ତି। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି। ଏ ନେଇ ଗୁରୁବାର କେତେଜଣ ଚାଷୀ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ଏହାର ଏକ ନକଲ…

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ବର,୧୦ା୨(ବ୍ୟୁରୋ): ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକତାର ଘଟଣାରେ ବାରମ୍ବାର ଅରୁଚିକର ମନ୍ତବ୍ୟ ଦେଉଥିବା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି। ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ବିଜେଡି ପକ୍ଷରୁ ଭାଜପା ନେତୃବୃନ୍ଦଙ୍କୁ…

ନବ ଦାସଙ୍କ ହତ୍ୟା ତଦନ୍ତ ସିବିଆଇକୁ ନ ଦେଲେ ଆନ୍ଦୋଳନ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପର୍ଣ୍ଣ ଭୁଶୁଡ଼ି ପଡ଼ିଛି । ରାଜନୀତିର ହିଂସାକରଣ ଚରମସୀମା ଅତିକ୍ରମ କରିସାରିଛି । ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ଅପରାଧୀଙ୍କୁ ବଞ୍ଚାଇବା ସହିତ ସତ୍ୟକୁ ଚାପିଦେବା ପାଇଁ ରାଜ୍ୟବାସୀଙ୍କୁ ମିଛ ଗପ ଶୁଣାଇବାର କାର୍ଯ୍ୟ ରାଜ୍ୟ…

ଆଦାୟ ଟିକସ ଫେରାଅ: ପୃଥ୍ବୀରାଜ

ଭୁବନେଶ୍ବର,୧୦ା୨(ବ୍ୟୁରୋ): ବିଏମ୍‌ସିର ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ବେଆଇନ ବୋଲି ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି। ଏହା ବିଏମ୍‌ସିକୁ ଶକ୍ତ ଚାପୁଡ଼ା ଏବଂ ହୋଲ୍‌ଡିଂ ଟିକସ ବୃଦ୍ଧି ନିଷ୍ପତ୍ତି ରଦ୍ଦ ହେବା ଫଳରେ ରାଜଧାନୀବାସୀ ଆଶ୍ୱସ୍ତି ହୋଇଛନ୍ତି ବୋଲି ଭାଜପା ରାଜ୍ୟ…

କଲମ ଧରିବେ ଦିବ୍ୟାଙ୍ଗ ମୁନା

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ପଢା ଲେଖାରେ ମନ ଥିଲେ ମଧ୍ୟ କୁନି ପୁଅ ମୁନାର ଶାରୀରିକ ଅକ୍ଷମତା ଏଥିରେ ପ୍ରତିବନ୍ଧକ ସାଜିଥିଲା। କାରଣ ସେ ଅନେକ ଦିନରୁ ଦୁଇ ହାତ ହରାଇଛନ୍ତି। ହେଲେ ଏବେ ସେ କଲମ ଧରିବେ, ଆଉ ପାଠପଢ଼ି ନିଜ…

୧୪ରେ ଟାଉନ୍‌ ହଲ୍‌ରେ ପ୍ରଦର୍ଶନ ହେବ ‘ପ୍ରତୀକ୍ଷା’

ପୁରୀ ଅଫିସ,୧୦ା୨: ଅନ୍ତର୍ଜାତୀୟ ସ୍ତରରେ ଦର୍ଶକଙ୍କଠାରୁ ବହୁ ପ୍ରଶଂସା ପାଇଥିବା ‘ଦମନ’ ଚଳଚ୍ଚିତ୍ରକୁ ପୁରୀବାସୀଙ୍କ ପାଇଁ ଟାଉନହଲରେ କେତେଜଣ କଳାପ୍ରେମୀ ପ୍ରଦର୍ଶିତ କରିଥିଲେ। ଏବେ ସେମାନେ ପୁଣି ଏକ ଚର୍ଚ୍ଚିିତ ଓଡ଼ିିଆ ଚଳଚ୍ଚିତ୍ର ‘ପ୍ରତୀକ୍ଷା’ ଭେଟି ଦେବାକୁ ଯାଉଛନ୍ତି। ପୁରୀ ଟାଉନ…

ପୁଅ ପାଇଁ ସହାୟତା ଅପେକ୍ଷାରେ ମା’ବାପା

ଅସ୍ତରଙ୍ଗ,୧୦।୨(ଡି.ଏନ୍‌.ଏ.): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ଆଳଙ୍ଗପୁର ପଞ୍ଚାୟତ କରଞ୍ଜପୁର ଗ୍ରାମର ସୁଦର୍ଶନ ପଣ୍ଡାଙ୍କ ୧୨ ବର୍ଷର ପୁଅ ଆୟୁଷ ହୃଦ୍‌ ଆଉ ଫୁସ୍‌ଫୁସ୍‌ ଜନିତ ରୋଗରେ ଆକ୍ରାନ୍ତ ହୋଇ ଜୀବନମରଣ ସହିତ ଲଢ଼େଇ କରୁଛନ୍ତି। ବେଙ୍ଗାଲୁରୁ, କଟକ ଓ ଭୁବନେଶ୍ୱରରେ…

କାନ୍ଥରେ ଫାଟ, ଛାତରୁ ଖସୁଛି ଅତଡ଼ା

ଗୋପ,୧୦।୨(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାକୁ ଅଧିକ ମାତ୍ରାରେ ଗୁରୁତ୍ୱ ଦେଇ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ସ୍ମାର୍ଟ ସ୍କୁଲ କରୁଥିବା ବେଳେ ନିମ୍ନମାନର କାର୍ଯ୍ୟ ଯୋଗୁ ଅଳ୍ପଦିନ ମଧ୍ୟରେ ବିଦ୍ୟାଳୟର ବିଭିନ୍ନ ସାମଗ୍ରୀ ଭାଙ୍ଗି ଯାଉଥିବା ଦେଖିବାକୁ ମିଳୁଛି। ଏହି…

ଗ୍ଲୋବାଲ ଇନଭେଷ୍ଟର୍ସ ସମ୍ମିଳନୀ ଉଦ୍‌ଘାଟନ କଲେ ମୋଦି

ଲକ୍ଷ୍ନୌ,୧୦।୨: ତିନି ଦିନିଆ ଗ୍ଲୋବାଲ ଇନଭେଷ୍ଟର୍ସ ସମିଟ୍‌ ଆଜିଠାରୁ ୟୁପିରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ରାଜ୍ୟପାଳ ଆନନ୍ଦିବନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

ଗ୍ରାମୀ ପୁରସ୍କାର ବିଜେତାଙ୍କ ପରଲୋକ

କିମ୍ବଦନ୍ତୀ ସଙ୍ଗୀତ ନିର୍ଦ୍ଦେଶକ ବର୍ଟ ବାଚାରାଚଙ୍କ ୯୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କେବଳ ଗ୍ରାମି ନୁହେଁ ଓସ୍କାର ମଧ୍ୟ ଜିତିଛନ୍ତି। ସେ ହିଟ ଗୀତ ‘ଡୁ ୟୁ ନୋ ଦ ଓ୍ବେ ଟୁ ସାନ ଜୋସ’, ‘ଓ୍ବାକ୍‌ ଅନ୍‌…

୭୨ ଘଣ୍ଟା ପରେ କୋଠାତଳୁ ଜୀବିତ ଉଦ୍ଧାର ହେଲେ ମହିଳା

ଆଙ୍କାରା,୧୦ା୨: :ତୁର୍କୀ ଓ ସିରିଆରେ ପ୍ରଳୟଙ୍କରୀ ଭୂକମ୍ପଜନିତ ମୃତ୍ୟୁସଂଖ୍ୟା  ୨୧,୦୦୦ ଟପିଛି। ପ୍ରବଳ ଥଣ୍ଡା ଯୋଗୁ ହଜାର ହଜାର ବିଲ୍ଡିଂର ଭଗ୍ନାବଶେଷ ତଳୁ ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।  ଏହା ମଧ୍ୟରେ ଆନ୍ତାକ୍ୟାର ପୂର୍ବର ଡିଆରବାକିରେ ଉଦ୍ଧାରକାରୀମାନେ  ଭୁଶୁଡ଼ି ପଡ଼ିଥିବା କୋଠା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri