Home

ହିଂସା କ୍ଷତିଗ୍ରସ୍ତ ମଣିପୁରରେ ଶାହା

ନୂଆଦିଲ୍ଲୀ/ଇମ୍ଫାଲ, ୩୦ା୫: ହିଂସା ପ୍ରଭାବିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର ପହଞ୍ଚତ୍ଛନ୍ତି। ତାଙ୍କର ଏହି ୪ ଦିନିଆ ଗସ୍ତ ଅବସରରେ ସେ ବିଭିନ୍ନ ନେତା, ପଦାଧିକାରୀଙ୍କୁ ଭେଟି ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କରିବେ।…

ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩(ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା ବାଧକ ସାଜିଛି। ଫଳରେ ମ୍ୟାଚ୍‌ ଅଧାରୁ ବନ୍ଦ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି…

ଟ୍ରଫି ହାତେଇବା ପାଇଁ ଚେନ୍ନାଇ ଆଗରେ ୨୧୫ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)-୨୦୨୩ର ଫାଇନାଲ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ ଟାଇଟନ୍ସ(ଜିଟି)…

ଆଇନ ବ୍ୟବସ୍ଥା ଦେଖିବା ଆପଣଙ୍କ ଦାୟିତ୍ୱ: ଶାହାବାଦ ହତ୍ୟା ଘଟଣା ଉପରେ ଏଲ୍‌ଜିଙ୍କୁ ଏଭଳି କହିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଲେଫ୍ଟନାଣ୍ଟ ଗଭର୍ନର (ଏଲ୍‌ଜି)ଭି.କେ ସାକ୍ସେନାଙ୍କୁ ଶାହାବାଦ ଡେୟରୀ ଅଞ୍ଚଳରେ ନାବାଳିକା ହତ୍ୟା ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏଲଜିଙ୍କୁ କହିଛନ୍ତି, ସହରରେ ଆଇନଶୃଙ୍ଖଳା ବଜାୟ ରଖିବା…

ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ: କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିପାରେ କଂଗ୍ରେସ

ଭୋପାଳ,୨୯।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିଜୟ ପରେ ଏବେ ଆଗାମୀ ମଧ୍ୟପ୍ରଦେଶ ନିର୍ବାଚନକୁ ନେଇ ଦଳ ପ୍ରସ୍ତୁତ ଆରମ୍ଭ କରିଦେଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ମଧ୍ୟପ୍ରଦେଶରେ କଂଗ୍ରେସ ୧୫୦ଟି ଆସନ ଜିତିବାକୁ ଯାଉଛି। ଏଥି ସହିତ ମଧ୍ୟପ୍ରଦେଶରେ…

ଫାଇନାଲ ମ୍ୟାଚ: ଟସ୍‌ ଜିତିଲା ଚେନ୍ନାଇ

ଅହମ୍ମଦାବାଦ,୨୯।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଫାଇନାଲ ମ୍ୟାଚରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

ସମଲିଙ୍ଗୀ ସମ୍ପର୍କ ରଖିଲେ ମିଳିବ ମୃତ୍ୟୁଦଣ୍ଡ

କମ୍ପାଲା,୨୯।୫: ଉଗାଣ୍ଡାରେ ସମଲିଙ୍ଗୀ ସମ୍ପର୍କ ଉପରେ ସମ୍ପୂର୍ଣ୍ଣ ଭାବେ ପ୍ରତିବନ୍ଧକ ଲଗାଇ ଦିଆଯାଇଛି। ଉଗାଣ୍ଡାର ରାଷ୍ଟ୍ରପତି ୟୋଭେରି ମୁସେଭେନି ଏଲଜିବିଟିକ୍ୟୁ ବିରୋଧୀ ଆଇନ (Anti-LGBTQ Law) କୁ ମଞ୍ଜୁରୀ ଦେଇଛନ୍ତି। ଏହି ଆଇନ ଅମାନ୍ୟ କଲେ ମୁତ୍ୟୁଦଣ୍ଡରେ ଦଣ୍ଡିତ କରାଯିବ। ରାଷ୍ଟ୍ରପତିଙ୍କ…

କାର୍‌- ବସ୍‌ ଧକ୍କା: ୨ ଶିଶୁ ସମେତ ୧୦ ମୃତ

ବେଙ୍ଗାଲୁରୁ,୨୯।୫: କର୍ନାଟକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋମବାର ମୈଶୁର ନିକଟ ତନରାସିଂହପୁରଠାରେ କାର୍‌- ବସ୍‌ ଧକ୍କା ହୋଇଛି। ଫଳରେ ୧୦ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଦୁଇ ଶିଶୁ ଥିବା ଜଣାପଡିଛି। ଏଥିସହ ଜଣେ ଗୁରୁତର ଆହତ ହୋଇଛନ୍ତି।…

ମହିମା ସେତୁ ନାମରେ ନାମିତ ହେଲା ବ୍ରାହ୍ମଣୀ ଉପରେ ନିର୍ମିତ ସେତୁ

ଢେଙ୍କାନାଳ ଅଫିସ,୨୯ା୫: ସୋମବାର ମଧ୍ୟାହ୍ନରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଯୋରନ୍ଦା ମହିମା ପୀଠରେ ପହଞ୍ଚିଥିଲେ। ହେଲିକପ୍ଟର ଯୋଗେ ଯୋରନ୍ଦା ହାଇ ସ୍କୁଲ ପଡ଼ିଆରେ ଅବତରଣ କରିବା ପରେ ସ୍ବତନ୍ତ୍ର ଗାଡ଼ିରେ ଆସି ଗାଦି ମନ୍ଦିର ନିକଟରେ ପହଞ୍ଚିବା ପରେ ମନ୍ଦିରକୁ…

ସୋସିଆଲ ମିଡିଆରେ ଧର୍ମକୁ ନିନ୍ଦା ମହଙ୍ଗା ପଡ଼ିବ

କଲମ୍ବୋ,୨୯ା୫: ସୋସିଆଲ ମିଡିଆରେ ଧର୍ମକୁ ନିନ୍ଦା କରାଯାଉଥିବା ଘଟଣାକୁ ରୋକିବା ପାଇଁ ଶ୍ରୀଲଙ୍କାରେ ପ୍ରସ୍ତୁତି ଚାଲିଛି। ଏଥିପାଇଁ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଉଛି। ଏଥିରେ ଇଣ୍ଟରନେଟ୍‌ରେ ଧର୍ମ ବିରୋଧରେ ମନ୍ତବ୍ୟ କିମ୍ବା ବ୍ୟଙ୍ଗ କରିବା ବେଆଇନ ହେବ। ଶ୍ରୀଲଙ୍କାର ଧର୍ମ…

କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ କାର୍‌ଟି ଖସିପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ମେୟରଙ୍କ ଘର ନିକଟରେ ଅଳିଆଗଦା

ଭୁବନେଶ୍ୱର,୨୯।୫ (ବ୍ୟୁରୋ): ସହରକୁ ସ୍ବଚ୍ଛ ଓ ସୁନ୍ଦର କରି ଗଢି ତୋଳିବା ପାଇଁ ଅଣ୍ଟା ଭିଡୁଛି ବିଏମ୍‌ସି। ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ସହିତ ସ୍ଲୋଗାନ ଏବଂ ଡୋର-ଟୁ-ଡୋର ବୁଲି ଅଳିଆ ସଂଗ୍ରହ କରୁଛି। ପ୍ରତ୍ୟେକ ଦିନ ଏହାକୁ ଟୁଇଟ୍‌ କରି ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?