ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍ରେ ବୁଧ ଏବଂ ଅରୁଣ ଗ୍ରହ ମଧ୍ୟରେ ୧୪୪ ଡିଗ୍ରୀର ଏକ ବିଶେଷ ସମ୍ପର୍କ ସୃଷ୍ଟି…
ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….
ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଦଳ ରାଜତନ୍ତ୍ର କିମ୍ବା ପରିବାର ଶାସନ ପାଇଁ ରାଜନୀତିକୁ ଆସିନାହିଁ,…
ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…
ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି । ଆସନ୍ତା ୧ ଅକ୍ଟୋବର ୨୦୨୬ ରୁ e-PDS (ଇଲେକ୍ଟ୍ରୋନିକ୍ ସାର୍ବଜନୀନ ବଣ୍ଟନ ପ୍ରଣାଳୀ)…
ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…
ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର ପିଛା ୩ ଟଙ୍କା ବଢ଼ାଇବାକୁ ନିଷ୍ପତ୍ତି ନେଇଛି । ଫଳରେ ଡେୟରୀ ଓ…
‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ
ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ ପରିଚୟ ଅଜୟ ସିଂ ବୋଲି ଜଣାପଡ଼ିଛି। ସେ ମୂଳତଃ କାନପୁର ଦେହାତ ଅଞ୍ଚଳର…
ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…
ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତି ଓ ଅନ୍ୟାନ୍ୟ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀ…
୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!
ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ କ୍ରିକେଟ ସିଜନ ପାଇଁ ପଞ୍ଜାବ କ୍ରିକେଟ ଆସୋସିଏସନ (PCA) ତାଙ୍କୁ ଗେଷ୍ଟ ପ୍ଲେୟାର…
ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ
ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ ଟାଉନ୍ ଥାନା ପୋଲିସ ପକ୍ଷରୁ ଏକ ବିଶେଷ ଚେକିଂ ଅଭିଯାନ କରାଯାଇଛି ।…
ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା
ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ ଗ୍ରାମର ଡି.ରଞ୍ଜିତ ପାତ୍ରଙ୍କୁ ୪ ଜଣ ଦୁର୍ବୃତ୍ତ ମାଡ଼ ମାରି ତାଙ୍କ ହାତରୁ…
କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ
ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ପରିବାର ପକ୍ଷରୁ ମଙ୍ଗଳବାର ରାତିରେ ଥାନାରେ ଅଭିଯୋଗ ହୋଇଥିଲା…
ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି
ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି ଓଡ଼ିଶା କୃଷକ ସଭା। ବୁଧବାର ଓଡ଼ିଶା କୃଷକ ସଭାର ଗଞ୍ଜାମ ଜିଲା କମିଟି…
ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର
ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ ଭାବେ ଜନଜୀବନ ଚାଲିଥିବା ବେଳେ ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ ଖୋଲା ରହିଥିଲା।…

