ଆଇଏସ୍ଏଲ୍ ଫାଇନାଲ ଆଜି
ମାର୍ଗାଓ, ୧୮ା୩ (ପି.ଟି.): ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍)ର ଫାଇନାଲ ଶନିବାର ଏଠାରେ ଅନୁଷ୍ଠିତ ହେବ। ଜବାହରଲାଲ ନେହେରୁ ଷ୍ଟାଡିୟମରେ ଏଟିକେ ମୋହନ ବାଗାନ (ଏଟିକେଏମ୍ବି) ଓ ବେଙ୍ଗାଲୁରୁ ଏଫ୍ସି ମଧ୍ୟରେ ମ୍ୟାଚ ମ୍ୟାଚ ଖେଳାଯିବ। ମୋହନ ବାଗାନ ସହିତ ମିଶିବା…
ତ୍ରିସା-ଗାୟତ୍ରୀ ସେମିଫାଇନାଲରେ
ବର୍ମିଂହାମ୍, ୧୮ା୩ (ପି.ଟି.): ଅଲ୍ ଇଂଲଣ୍ଡ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରେ ଭାରତୀୟ ଯୋଡ଼ି ତ୍ରିସା ଜୋଲି ଓ ଗାୟତ୍ରୀ ଗୋପୀଚାନ୍ଦ ସେମାନଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି ରଖି ସେମିଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱର ୧୭ ନମ୍ବର ମାନ୍ୟତାପ୍ରାପ୍ତ ଏହି ଭାରତୀୟ ଯୋଡ଼ି ୨୧-୧୪,…
ଏଚ୍ ଆଣ୍ଡ ଏମ୍ର ଏକ୍ସକ୍ଲୁସିଭ କଲେକ୍ସନ
ଭୁବନେଶ୍ୱର,୧୮ା୩: ଦେଶର ପ୍ରମୁଖ ରିଟେଲ ଗାର୍ମେଟ ଚେନ୍ ‘ଏଚ୍ ଆଣ୍ଡ ଏମ୍’ର ଏକ୍ସକ୍ଲୁସିଭ କଲେକ୍ସନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ଚଳିତ ବର୍ଷ ବସନ୍ତଋତୁ ଅବସରରେ ଉକ୍ତ ସଂଗ୍ରହ ନୂତନ ଋତୁ ପାଇଁ ଷ୍ଟାଇଲ ପରିବର୍ତ୍ତନର ସମ୍ଭାବନାକୁ ଅନୁସନ୍ଧାନ ଜାରି ରଖିଛି।…
ପ୍ରିପ୍ଲାଡରର ବାଜିମାତ୍
ନୂଆଦିଲ୍ଲୀ,୧୮ା୩: ଦେଶର ପ୍ରମୁଖ ଅନ୍ଲାଇନ ମେଡିକାଲ ପ୍ରସ୍ତୁତି ପ୍ଲାଟ୍ଫର୍ମ ‘ପ୍ରିପ୍ଲାଡର’ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍) ପୋଷ୍ଟ ଗ୍ରାଜୁଏଶନ (ପିଜି)-୨୦୨୩ ବା ନିଟ୍ ପିଜି-୨୦୨୩ ପରୀକ୍ଷା ଫଳାଫଳରେ ବାଜିମାତ୍ କରିଥିବା ସୂଚନା…
ବିଦେଶୀ ମୁଦ୍ରାଭଣ୍ଡାରରେ ହ୍ରାସ
ନୂଆଦିଲ୍ଲୀ,୧୮ା୩: ଜାତୀୟ ଓ ଅନ୍ତର୍ଜାତୀୟ ସମସ୍ୟା ଏବଂ ମାନ୍ଦାବସ୍ଥା ଯୋଗୁ ଦେଶରେ କ୍ରମାଗତ ୩ୟ ମାସ ଲାଗି ବିଦେଶୀ ମୁଦ୍ରାଭଣ୍ଡାର (ଏଫ୍ଇଆର)ରେ ହ୍ରାସ ଘଟୁଛି। ଏପରିକି ଚଳିତ ସପ୍ତାହର କାରବାର ଶେଷ ବେଳକୁ ବିଦେଶ ମୁଦ୍ରାଭଣ୍ଡାର ୫୬୦ ବିଲିଅନ ଆମେରିକୀୟ ଡଲାରକୁ…
‘କାରବାର ଉପରେ କୌଣସି ପ୍ରଭାବ ପକାଇବ ନାହିଁ’
ନୂଆଦିଲ୍ଲୀ,୧୮ା୩: ଦେଶର ପ୍ରମୁଖ ଘରୋଇ ପ୍ରତିଷ୍ଠାନ ତଥା ପତଞ୍ଜଳି ଆୟୁର୍ବେଦର ସହଯୋଗୀ କମ୍ପାନୀ ପତଞ୍ଜଳି ଫୁଡ୍ସ ଲିମିଟେଡ୍(ପିଏଫ୍ଏଲ୍)ର ପ୍ରମୋଟରଙ୍କ ଶେୟାରକୁ ଷ୍ଟକ୍ ବଜାର ପକ୍ଷରୁ ନିଷ୍କ୍ରିୟ(ଫ୍ରିଜ୍)କରି ଦିଆଯାଇଛି। ବିଶେଷକରି ସିକ୍ୟୁରିଟିଜ୍ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ(ସେବି) ନିୟମ ୨୦୧୫ର ଧାରା…
ଟିଏସ୍ଏମ୍ଏଲ୍କୁ ଉତ୍କର୍ଷ ପୁରସ୍କାର
ନୂଆଦିଲ୍ଲୀ,୧୮ା୩: ଟାଟା ଷ୍ଟିଲ୍ ମାଇନିଂ ଲିମିଟେଡ୍ (ଟିଏସ୍ଏମ୍ଏଲ୍)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଦୀର୍ଘସ୍ଥାୟୀ ଜଳ ପରିଚାଳନା ପାଇଁ ଟାଟା ଷ୍ଟିଲ୍ ମାଇନିଂର ଉନ୍ନତ ପ୍ରଯୁକ୍ତି ଓ ସମାଧାନ ବ୍ୟବସ୍ଥାକୁ ହୃଦୟଙ୍ଗମ କରି ଶ୍ରେଷ୍ଠ…
ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩
ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍ ଏମିନେନ୍ସ ଆଓ୍ବାର୍ଡସ୍-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ…
ଜେଲରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଭେଟିଲେ ଭାଜପା ବିଧାୟକ ଦଳ ପ୍ରତିନିଧି
ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଭାଜପାର ୨୨ ଜଣ ଯୁବମୋର୍ଚ୍ଚା କାଯର୍ୟକର୍ତ୍ତା ୧୮ ଦିନ ହେବ ଜେଲରେ ରହିଛନ୍ତି। ଭାଜପା ବିଧାୟକ ଦଳର ଏକ ପ୍ରତିନିଧି ଦଳ ଶୁକ୍ରବାର ଝାରପଡ଼ା ଜେଲରେ ଥିବା ଯୁବମୋର୍ଚ୍ଚା କାଯର୍ୟକର୍ତ୍ତାଙ୍କୁ ଭେଟିଛନ୍ତି। କାଯର୍ୟକର୍ତ୍ତାମାନେ ଏ ପର୍ଯ୍ୟନ୍ତ ଜେଲରୁ ବାହାରିପାରି ନାହାନ୍ତି।…
ଆମକୁ ଦେଶଭକ୍ତି ପାଠ ପଢ଼ାନ୍ତୁ ନାହିଁ ଦେଶ ବିରୋଧୀ: ଖାର୍ଗେ
ନୂଆଦିଲ୍ଲୀ,୧୮ା୩: ଲଣ୍ଡନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଗଣତନ୍ତ୍ର ଉପରେ ଦେଇଥିବା ମନ୍ତବ୍ୟକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ଦଳର ଅନେକ ନେତା ସମାଲୋଚନା କରିଛନ୍ତି। ଏହାର ଜବାବରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଶୁକ୍ରବାର କହିଛନ୍ତି,…
ନୂଆ ସାମ୍ମୁଖ୍ୟ ଗଢ଼ିବେ ମମତା, ଅଖିଳେଶ
କୋଲକାତା, ୧୮ା୩: ଭାଜପା ଏବଂ କଂଗ୍ରେସଠାରୁ ସମଦୂରତ୍ୱ ରକ୍ଷା କରି ନୂଆ ସାମ୍ମୁଖ୍ୟ ଗଠନ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମ୍ସି) ନେତ୍ରୀ ମମତା ବାନାର୍ଜୀ ଏବଂ ସମାଜାବାଦୀ ପାର୍ଟି (ଏସ୍ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ନିଷ୍ପତ୍ତି…
ଚାଇନା ଏବେ ପର୍ଯ୍ୟନ୍ତ କାହିଁକି ଦେଉନାହିଁ କରୋନା ଡାଟା: ଡବ୍ଲୁଏଚଓ
ଜେନେଭା,୧୮ ।୩: ସାରା ବିଶ୍ୱରେ ୨୦୨୦ରେ କୋଭିଡ ମହାମାରି ପାଦ ରଖିଥିଲା । ଏହି ମାରାତ୍ମକ କରୋନା ଜୀବଣୁ ପ୍ରଥମେ ଚାଇନାର ଉହାନ ସହରରେ ମିଳିଥିଲା । ତିନିବର୍ଷ ପରେ ଦ ନ୍ୟୁୟର୍କସ ଟାଇମ୍ସରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱ…
Archives


