ବିସ୍ମୟ ମଣିଷ
କୁହାଯାଏ ଈଶ୍ୱରଙ୍କ ସର୍ବଶ୍ରେଷ୍ଠ ସୃଷ୍ଟି ହେଉଛି ମଣିଷ। ତା’ ମଧ୍ୟରେ ଭରି ରହିଥାଏ ଅସୀମ ଶକ୍ତି। ହେଲେ ଅନେକ ସମୟରେ ସେ ଅଜ୍ଞ ଥାଏ ନିଜ ଭିତରର ସେଇ ଶକ୍ତି ସମ୍ପର୍କରେ। ଯେବେ ସେ ନିଜର ସେଇ ସୁପ୍ତ ଶକ୍ତିକୁ ଅନୁଭବ…
ଆଇସ୍କ୍ରିମ
ଖରାଦିନେ ଥଣ୍ଡା ଥଣ୍ଡା ଆଇସ୍କ୍ରିମ ଖାଇବାକୁ ଭାରି ଇଛା ହୁଏ। ଛୋଟରୁ ବଡ଼ ସମସ୍ତଙ୍କର ଇଏ ପ୍ରିୟ। ଏହାର ଶୀତଳତା ଓ ସ୍ବାଦ, ଦେହମନକୁ ଖୁସି କରିଦିଏ। ହେଲେ ଜାଣନ୍ତି କି ଏହାକୁ ପ୍ରଥମେ କିଏ ଓ କେବେ ତିଆରି କରିଥିଲେ?…
ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର
ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ ଉତ୍ତେଜନା ପରିସ୍ଥିତି ଉପୁଜିଛି। କୁସ୍ତିଯୋଦ୍ଧାମାନେ ପୋଲିସ ବାରିକେଡକୁ ପାର ହୋଇ ଯିବାକୁ ଚେଷ୍ଟା କରୁଥିବା…
ଘରେ ଦର୍ପଣକୁ କିପରି ରଖିବେ
ବାସ୍ତୁଶାସ୍ତ୍ର ଅନୁଯାୟୀ, ଗୃହରେ ଶାନ୍ତି ବଜାୟ ରଖିବାକୁ ନେଇ ଦର୍ପଣର ମଧ୍ୟ ଅନେକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ତେବେ ଘରର କେଉଁ ସ୍ଥାନରେ ଦର୍ପଣ ରଖିଲେ କି ପ୍ରକାରର ଶୁଭଫଳ ମିଳିଥାଏ ଆସନ୍ତୁ ଜାଣିବା ସେ ସମ୍ପର୍କରେ… *ଯେହେତୁ ଉତ୍ତର ଦିଗର…
ଆଇପିଏଲ ଟିମ ବିଜେତା ହେବେ ମାଲାମାଲ, ବାଜି ଲଗାଯାଇଛି କୋଟି କୋଟି ଟଙ୍କା
ନୂଆଦିଲ୍ଲୀ,୨୮।୫: ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ରବିବାର ଆଇପିଏଲ ୨୦୨୩ର ଫାଇନାଲରେ ମୁକାବିଲା କରିବାକୁ ଯାଉଛନ୍ତି। ଏହି ସିଜନ ମାଧ୍ୟମରେ ଚେନ୍ନାଇ ଦଶମ ଥର ପାଇଁ ଆଇପିଏଲର ଫାଇନାଲରେ ପହଞ୍ଚି ଥିବାବେଳେ ଗୁଜରାଟ ଏହାର ଦୁଇ ସିଜନରେ ଲଗାତାର…
ଫେଲ୍ ମାରିଛି ଗାଈ ଗୁହାଳ ଯୋଜନା
ଡୁଙ୍ଗୁରିପାଲି,୨୮ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକରେ ଫେଲ୍ ମାରିଛି ସରକାରଙ୍କ ଗାଈ ଗୁହାଳ ଯୋଜନା। ଖୋଲାଆକାଶ ତଳେ ଗାଈ ରଖୁଛନ୍ତି ଚାଷୀ। ଏହି ଦୃଶ୍ୟ ଦେଖିବାକୁ ମିଳିଛି ବୈଇଦୁପାଲି ଗ୍ରାମ ପଞ୍ଚାୟତ ବଡ଼ ଫଟାମୁଣ୍ଡା ଗ୍ରାମରେ ା ଗ୍ରାମର ହାରାଧନ ଭୁଏ…
ତାଲିବାନ ନୀତି ଉପରେ ଅନ୍ତରାଷ୍ଟ୍ରୀୟ ସଙ୍ଗଠନର ରିପୋର୍ଟ, କୁହାଯାଇଛି ମହିଳାଙ୍କ ପ୍ରତି ହୋଇଛି ଭେଦଭାବପୂର୍ଣ୍ଣ ରଣନୀତି
କାବୁଲ,୨୮।୫: ତାଲିବାନର କଟ୍ଟର ପ୍ରଶାସନ ଆଫଗାନିସ୍ତାନରେ ନିଜର ଶାସନ ଜରିଆରେ ଲଗାତାର ମହିଳାଙ୍କ ଅଧିକାରର ଉଲ୍ଲଂଘନ କରି ଚାଲିଛି। ଏହାକୁ ନେଇ କିଛି ଅନ୍ତରାଷ୍ଟ୍ରୀୟ ସଙ୍ଗଠନ ଓ ମାନବାଧିକାର ସଂସ୍ଥା ଦେଶର ଲିଙ୍ଗ ଭିତ୍ତିକ ନୀତିକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି।…
ପଲିଥିନ ତଳେ କ୍ଷୀର ବେୱାଙ୍କ ଜୀବନ
ବେହେରା,୨୮ା୫(ଡି.ଏନ.ଏ.): ଗରିବ ଅସହାୟମାନଙ୍କ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକା ଘର ଯୋଜନା ମାଧ୍ୟମରେ ଘର ଯୋଗାଇ ଦେଉଥିବା ବେଳେ ପ୍ରକୃତ ହିତାଧିକାରୀ ବର୍ଷ ବର୍ଷ ଧରି ଏଥିରୁ ବଞ୍ଚତ୍ତ ହେଉଛନ୍ତି। କଳାହାଣ୍ଡି ଜିଲା…
ସରୁନି ପରୀକ୍ଷା, ପୋଲିସ କରିଛି ଅପେକ୍ଷା
ସମ୍ବଲପୁର,୨୮ା୫(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡାଥାନା ଅଞ୍ଚଲରେ ଜଣେ ବଳାତ୍କାର ଅଭିଯୁକ୍ତ ଅଧ୍ୟାପକ ସଞ୍ଜିତ ନାୟକ ବୁର୍ଲା ଭିମସାରରେ ଆଶ୍ରିତ ହୋଇଛନ୍ତି। ପ୍ରାୟ ୧୫ ଦିନ ହେବ ସେ ମେଡିକାଲରେ ଥିବାରୁ ପୋଲିସ ଗିରଫ ମଧ୍ୟ କରିପାରୁ ନାହିଁ। ସେପଟେ ଏତେଦିନ ହେଲା…
ସାଇକେଲରେ ସେମାନଙ୍କ ସଂସାର
ସମ୍ବଲପୁର,୨୮ା୫(ବ୍ୟୁରୋ): ଏହି ୩ ଚକିଆ ସାଇକେଲରେ ଆମ ସଂସାର ା ସକାଳ ସୂର୍ଯ୍ୟ ଉଦୟ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ପୁରା ପିଲା ଛୁଆ ଧରି ପରିବାର ଅଧିକ ସମୟ ସାଇକେଲରେ ବିତି ଯାଇଥାଏ। ସାଇକେଲରେ ପୁରା ପରିବାର ରୋଜଗାର ଅନ୍ବେଷଣରେ ବାହାରି…
ସମସ୍ତଙ୍କୁ ଏକାଠି କରିବାର କାମ କରିଛି ‘ମନ କି ବାତ’: ମୋଦି
ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍ ୨୮ ମେ’ରେ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ମୋଦି କହିଛନ୍ତି, ‘ମନ କି ବାତ’ର ଏହି ଏପିସୋଡ ସେକେଣ୍ଡ ସେଞ୍ଚୁରୀର ଆରମ୍ଭ। ଗତ ମାସରେ ଆମେ…
ଲକ୍ଷ୍ୟଠାରୁ ଦୂରରେ କମ୍ୟୁନିଟି ହଲ୍
ଲାଠୋର,୨୮ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ ରହିଛି କମ୍ୟୁନିଟି ହଲ(ଗୋଷ୍ଠୀକେନ୍ଦ୍ର)। ସେବା ସମବାୟ ସମିତି ନିକଟରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି କେନ୍ଦ୍ର ଏବେ ସାଧାରଣ ଲୋକଙ୍କ କାମରେ ଆସୁନାହଁି। ଯେଉଁ ଲକ୍ଷ୍ୟ ନେଇ ଗୋଷ୍ଠୀକେନ୍ଦ୍ର ନିର୍ମାଣ କରାଯାଇଥିଲା…

