Home

ଫିନଲ୍ୟାଣ୍ଡ ନାଟୋରେ ସାମିଲ ହେବା ରାସ୍ତା ଫିଟିଲା

ହେଲସିଙ୍କି,୧୭।୩: ତୁର୍କୀ ରାଷ୍ଟ୍ରପତି ତାଇପ ଏରଦୋଗାନ ଫିନଲ୍ୟାଣ୍ଡର ନାଟୋ ସଦସ୍ୟତା ଆବେଦନକୁ ମଞ୍ଜୁରୀ ଦେବା ଲାଗି ନିଜର ସହମତି ପ୍ରଦାନ କରିଛନ୍ତି। ଏଥିସହ ନାଟୋ ସଦସ୍ୟତା ଆବେଦନ ପ୍ରକ୍ରିୟା ଆରମ୍ଭ କରିବା ନିଷ୍ପତ୍ତିକୁ ଫିନଲ୍ୟାଣ୍ଡ ରାଷ୍ଟ୍ରପତି ସାଉଲି ନିନିଷ୍ଟୋ ସ୍ବାଗତ ମଧ୍ୟ…

ଆଇପିଏଲ୍‌ ପୂର୍ବରୁ ରେକର୍ଡ ଭାଙ୍ଗିଲା ଆର୍‌ସିବି-ସିଏସ୍‌କେ ମ୍ୟାଚ୍‌ !

ନୂଆଦିଲ୍ଲୀ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩ର ଆରମ୍ଭ ମାର୍ଚ୍ଚ ୩୧ରୁ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏଭଳି ଦୁଇଟି ଟିମ୍‌, ଯାହାର ପ୍ରଶଂସକ ବହୁତ ଅଧିକ ଅଛନ୍ତି। ହେଲେ ଉଭୟ ଟିମ୍‌ର ମ୍ୟାଚ୍‌…

ହିରୋ ସାଜିଲେ ‘କେ ଏଲ୍‌ ରାହୁଲ’: ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତିଲା ଭାରତ

ମୁମ୍ବାଇ,୧୭।୩: ବିଜୟରୁ ସିରିଜ ଆରମ୍ଭ କଲା ଟିମ୍‌ ଇଣ୍ଡିଆ। ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମୁକାବିଲାକୁ ଭାରତ ୫ ଉଇକେଟରେ ଜିତି ନେଇଛି। ବ୍ୟାଟ୍ସମ୍ୟାନ୍‌ କେ.ଏଲ୍‌ ରାହୁଲ ମ୍ୟାଚ୍‌ର ହିରୋ ସାଜି କଠିନ…

ବାୟୁସେନା ଅଗ୍ନିବୀର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ: agnipathvayu.cdac.inରେ ତୁରନ୍ତ କରନ୍ତୁ ରେଜିଷ୍ଟ୍ରେଶନ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନା ଅବିବାହିତ ଭାରତୀୟ ପୁରୁଷ ଏବଂ ମହିଳା ପ୍ରାର୍ଥୀଙ୍କଠାରୁ ଅଗ୍ନିବୀରବାୟୁ ଭାବେ ଯୋଗଦେବା ଲାଗି ଆବେଦନ ଗ୍ରହଣ କରୁଛି। ଆଇଏଏଫ୍‌ର ଅଗ୍ନିବୀରବାୟୁ ନିଯୁକ୍ତି ୨୦୨୩ ଲାଗି ରେଜିଷ୍ଟ୍ରେଶନ ପ୍ରକ୍ରିୟା ମାର୍ଚ୍ଚ ୧୭ରୁ ଆରମ୍ଭ ହୋଇଛି। ଯୋଗ୍ୟ ଇଚ୍ଛୁକ ପ୍ରାର୍ଥୀମାନେ…

ନିର୍ବାଚନ ପୂର୍ବରୁ ସିଏମ୍‌ ଅଶୋକ ଗେହଲେଟ୍‌ଙ୍କ ବଡ଼ ଘୋଷଣା: ରାଜସ୍ଥାନରେ ଗଠନ ହେବ ୧୯ ନୂଆ ଜିଲା

ଜୟପୁର,୧୭।୩: ଚଳିତ ବର୍ଷ ରାଜସ୍ଥାନରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲେଟ୍‌ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସେ ୧୯ ନୂତନ ଜିଲା ଗଠନ କରିବାକୁ ଘୋଷଣା କରିଛନ୍ତି। ପୂର୍ବରୁ ରାଜସ୍ଥାନରେ ୩୩ ଜିଲା ଥିଲା।…

ପନ୍ତଙ୍କୁ ‘ବେବିସିଟର୍‌’ କହିଥିବା ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ନେଲେ ସନ୍ନ୍ୟାସ

ନୂଆଦିଲ୍ଲୀ,୧୭।୩: ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ଟିମ୍‌ ପେନ୍‌ ଶୁକ୍ରବାର ସନ୍ନ୍ୟାସ ଘୋଷଣା କରିଛନ୍ତି। ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ପେନ୍‌ କ୍ୱିନ୍ସଲ୍ୟାଣ୍ଡ ବିପକ୍ଷରେ ଶେଫିଲ୍ଡ ସିଲ୍ଡ ପ୍ରଥମ ଶ୍ରେଣୀ ମ୍ୟାଚ୍‌ ଶେଷ ହେବା ପରେ ଏନେଇ ଘୋଷଣା କରିଛନ୍ତି। ସେ ଅଷ୍ଟ୍ରେଲିଆ ପାଇଁ ମୋଟ…

ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଲା ପୱନ ଖେରାଙ୍କ ଆବେଦନ ଶୁଣାଣି

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ପିତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ପୱନ ଖେରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଶୁକ୍ରବାର ଖେରାଙ୍କ ଓକିଲ…

ଶଳାଙ୍କ ବିବାହରେ ଧୁମ୍‌ ନାଚିଲେ ଅଧିନାୟକ ରୋହିତ ଶର୍ମା, ଭିଡିଓ ଦେଖି ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ଟିମ୍‌ର ଅଧିନାୟକ ରୋହିତ ଶର୍ମାଙ୍କୁ ଶାନ୍ତ ଖେଳାଳି ଭାବେ ବିବେଚନା କରାାଏ। କାରଣ ଦଳର କୌଣସି ମଜାମସ୍ତି କଥା ଉଠେ ସେ ଏକ କୋଣରେ ଛିଡ଼ା ହୋଇ ଉପଭୋଗ କରୁଥିବା ନଜର ଆସିଥାଏ। ହେଲେ ଯେତେବେଳେ ତାଙ୍କର ଶଳାଙ୍କ…

୭ରାଜ୍ୟରେ ପ୍ରତିଷ୍ଠା କରାଯିବ ଟେକ୍ସଟାଇଲ ପାର୍କ: ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ,୧୭।୩: ଦେଶର ୭ଟି ରାଜ୍ୟରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରାଯିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ସେ କହିଛନ୍ତି, ତାମିଲନାଡୁ, ତେଲେଙ୍ଗାନା, କନର୍ର୍ାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ମିତ୍ର ମେଗା ଟେକ୍ସଟାଇଲ ପାର୍କ…

ବାପା ହେଲେ ଏହି ଅଭିନେତା

ବମ୍ବେ: ବାପା ହୋଇଛନ୍ତି ଦେବୋ କେ ଦେବ ମହାଦେବ ଫେମ୍‌ ଅଭିନେତା ମୋହିତ ରାଇନା। ତାଙ୍କ ପତ୍ନୀ ଅଦିତି କନ୍ୟା ସନ୍ତାନର ଜନନୀ ହୋଇଛନ୍ତି। ନିଜର ସୋସିଆଲ ମିଡିଆ ଜରିଆରେ ଅଭିନେତା ଏହି ଖୁସିଖବର ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ମୋହିତ ଶେୟାର…

୫ ଦିନରେ ମାତ୍ର ୯୭ ମିନିଟ ଚାଲିଛି ସଂସଦ

ନୂଆଦିଲ୍ଲୀ,୧୭।୩: ଶିଳ୍ପପତି ଗୌତମ ଅଦାନୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଜାରି ରହିଥିବା ହଟ୍ଟଗୋଳ ଯୋଗୁୁ ପଞ୍ଚମ ଦିନରେ ବି ସଂସଦ ଚାଲିପାରିନାହିଁ। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭା ସୋମବାର ଅର୍ଥାତ୍‌ ମାର୍ଚ୍ଚ ୨୦…

ହାଇଦ୍ରାବାଦ ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ରାଶି ଘୋଷଣା

ହାଇଦ୍ରାବାଦ,୧୭।୩: ହାଇଦ୍ରାବାଦ ସିକନ୍ଦରାବାଦରେ ଗୁରୁବାର ସନ୍ଧ୍ୟାରେ ଏକ ବହୁ ମହଲା କର୍ମସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ୪ମହିଳାଙ୍କ ସମେତ ୬ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ହାଇଡ୍ରୋଲିକ କ୍ରେନ ସାହାଯ୍ୟରେ ୧୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri