Home

ପାକିସ୍ତାନୀ ସେନା ମୁଖ୍ୟ ଚାଇନାରେ…

ଇସଲାମାବାଦ/ବେଜିଂ,୨୫।୪ : ଚାରି ଦିନିଆ ସରକାରୀ ଗସ୍ତରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଚାଇନାରେ ପହଞ୍ଚିଛନ୍ତି। ଦ୍ୱିପାକ୍ଷିକ ପ୍ରତିରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଏହି ଗସ୍ତ ଲକ୍ଷ୍ୟ କରାଯାଇଛି। ଗତ ବର୍ଷ ନଭେମ୍ବରରେ ପାକିସ୍ତାନୀ ସେନାର କମାଣ୍ଡର ଦାୟିତ୍ୱ…

ସମଲିଙ୍ଗୀ ବିବାହ: ସିଜେଆଇଙ୍କୁ ଚିଠି ଲେଖିଲେ ଏଲଜିବିଟିଙ୍କ ସମ୍ପର୍କୀୟ…

ନୁଆଦିଲ୍ଲୀ,୨୫।୪ : ସମଲିଙ୍ଗୀ ବିବାହ ନେଇ ଏଲଜିବିଟିଙ୍କ ସମ୍ପର୍କୀୟମାନେ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସମଲିଙ୍ଗୀ ବିବାହକୁ ଅନୁମୋଦନ କରିବାକୁ ପ୍ରଧାନ ବିଚାରପତିଙ୍କ ନିକଟରେ ଆବେଦନ କରାଯାଇଛି। ସମଲିଙ୍ଗୀ ବିବାହର ଅନୁମୋଦନ ସମ୍ପର୍କରେ…

ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ଅନ୍ୟ ଦେଶ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁ: ଜିନପିଙ୍ଗ…

ବେଜିଂ,୨୫।୪ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଭାରତର ରାଷ୍ଟ୍ରଦୂତ ପ୍ରଦୀପ କୁମାର ରାୱତ ଏବଂ ଆମେରିକାର ରାଷ୍ଟ୍ରଦୂତ ରବର୍ଟ ନିକୋଲାସ ବର୍ନସଙ୍କ ସମେତ ୭୦ ଟି ଦେଶର ରାଷ୍ଟ୍ରଦୂତଙ୍କ ପରିଚୟପତ୍ର ଗ୍ରହଣ କରିଛନ୍ତି। ପୂର୍ବ ଲଦାଖରେ ଚାଇନା ସହ ଚାଲିଥିବା…

ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି। ବୈଠକରେ ସମ୍ପର୍କରେ କୁହାଯାଇଛି , ସୀମା ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ଉଭୟ ଚାଇନା…

ଆଜି ଗୁଜରାଟରେ ଜିଟି-ଏମ୍‌ଆଇ ମୁହାଁମୁହିଁ…

ଅହମ୍ମଦାବାଦ,୨୫।୪: ଆଇପିଏଲ-୨୦୨୩ର ୩୫ ତମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ)କୁ ଭେଟିବ ଗୁଜରାଟ ଟାଇଟନ୍ସ(ଜିଟି)। ମଙ୍ଗଳବାର ସନ୍ଧ୍ୟା ୭ଟା୩୦ରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ଦଳ ଦ୍ୱିତୀୟ ଥର ପାଇଁ ମୁହାଁମୁହିଁ ହେବେ। ଏହାପୂର୍ବରୁ ଗତ ସିଜନରେ ଦୁଇ ଦଳଙ୍କ ମଧ୍ୟରେ…

ରେସଲରଙ୍କ ଆବେଦନ ଉପରେ ନୋଟିସ ପଠାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟଙ୍କ ଦ୍ୱାରା ମଙ୍ଗଳବାର ଭାରତୀୟ କୁସ୍ତି ସଂଘର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଏଫଆଇଆର ଦେଇଥିବା କୁସ୍ତିଯୋଦ୍ଧାଙ୍କ ଆବେଦନ ଉପରେ ଦିଲ୍ଲୀ ପୋଲିସ ଓ ସରକାରଙ୍କୁ ନୋଟିସ ଜାରି କରାଯାଇଛି। ବିନେଶ ଫୋଗାଟଙ୍କ ସମେତ ୭ ଜଣ ମହିଳା…

ପାକିସ୍ତାନକୁ ନୁହେଁ ଚାଇନାକୁ ବଡ ସାମରିକ ଚ୍ୟାଲେଞ୍ଜ ମାନନ୍ତି ଭାରତୀୟ, ଆମେରିକା ସାଂସଦ କହିଲେ ଏହାର କାରଣ

ଓ୍ବାଶିଂଟନ,୨୫।୪: ଆମେରିକାରେ ଥିବା ମୂଳ ଭାରତୀୟ ସାଂସଦ ରୋ ଖନ୍ନା କହିଛନ୍ତି, ଏବେ ଭାରତୀୟମାନେ ପାକିସ୍ତାନକୁ ନୁହେଁ ବରଂ ଚାଇନାକୁ ସବୁଠାରୁ ବଡ ସାମରିକ ଚ୍ୟାଲେଞ୍ଜ ବୋଲି ମାନୁଛନ୍ତି। ସେ କହିଛନ୍ତି ଆମେରିକାକୁ ଚାଇନା ସହ ତା’ର ସମ୍ପର୍କକୁ ପୁଣିଥରେ ସନ୍ତୁଳିତ…

ରାଜ୍ୟର ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କେରଳ ଗସ୍ତରେ ଅଛନ୍ତି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମଙ୍ଗଳବାର ଥିରୁଭାନନ୍ତପୁରମ୍‌ କେନ୍ଦ୍ରୀୟ ରେଳ ଷ୍ଟେଶନରେ ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ହେଉଛି ରାଜ୍ୟର ପ୍ରଥମ…

ଡବ୍ଲ୍ୟୁଟିସି ଫାଇନାଲ: ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨୫।୪: ଜୁନ୍‌ ୭ରୁ ୧୧ ମଧ୍ୟରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଆଇସିସି ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନସିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ବିସିସିଆଇ ଟିମ ଇଣ୍ଡିଆ ଘୋଷଣା କରିଛି। ଟିମ ଇଣ୍ଡିଆର କମାଣ୍ଡ ରୋହିତ ଶର୍ମାଙ୍କ ହାତରେ ରହିବ। ଗୁରୁତ୍ୱପୂର୍ଣ୍ଣ ମ୍ୟାଚ…

ସୁଦାନରେ ୪ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ପରେ ୭୨ ଘଣ୍ଟାର ସିଜଫାୟାର ଲାଗୁ, ଖୁବଶୀଘ୍ର ଉଦ୍ଧାର ହୋଇପାରନ୍ତି ଭାରତୀୟ

ଖାରତୋମ,୨୫।୪: ହିଂସାଗ୍ରସ୍ତ ସୁଦାନରେ ଦୁଇ ପକ୍ଷର ଜେନରାଲ ୭୨ ଘଣ୍ଟାର ସିଜଫାୟାର ପାଇଁ ପ୍ରସ୍ତୁତ ହୋଇଯାଇଛନ୍ତି। ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ ଏହି ସୂଚନା ଦେଇଛନ୍ତି। ପ୍ରାୟ ୧୦ ଦିନର ଲଢେଇ, ଶହ ଶହ ଲୋକଙ୍କ ମୃତ୍ୟୁ ଓ ବହୁ…

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ, ସୁନାମି ଚେତାବନୀ

ଜାକର୍ତ୍ତା,୨୫।୪: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପର ଇଷ୍ଟନ ଅଂଶରେ ମଙ୍ଗଳବାର) ରେ ୭.୩ ତୀବ୍ରତାର ଏକ ଭୂକମ୍ପ ଘଟିଛି। ଏହା ପରେ ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (ବିଏମକେଜି) ମଧ୍ୟ ସୁନାମି ଚେତାବନୀ ଦେଇଛି। ଇଣ୍ଡୋନେସିଆ ଦେଶର ପାଣିପାଗ ବିଭାଗ କହିଛି ଯେ ଭୂକମ୍ପର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri