Home

କାଳବୈଶାଖୀ ତାଣ୍ଡବ: ଜିଲାପାଳଙ୍କୁ ରିପୋର୍ଟ ମାଗିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସକାଳୁ ପାରଦ ଉପରମୁହଁା ହେଲା। ପୂର୍ବାହ୍ନ ୧୧ଟା ୩୦ ବେଳକୁ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ଛୁଇଁଲା। ଧୀରେ ଧୀରେ ଗ୍ରୀଷ୍ମର ପ୍ରକୋପ ବଢ଼ିଚାଲିଲା। ମଧ୍ୟାହ୍ନରେ ତାତି ୪୦ ଡିଗ୍ରୀ ଅତିକ୍ରମ କରିଗଲା। ତେବେ ଅପରାହ୍ନରେ ହଠାତ୍‌ ପାଗ…

ସନ୍ଦେହରେ ଜମିକୁ ଜଳସେଚନ ଲକ୍ଷ୍ୟ

ଯୋଡ଼ା,୨୬ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ପ୍ରକଳ୍ପ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ମାତ୍ର ଯୋଜନାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଡ୍ୟାମ୍‌ ପାଣି ଚାଷୀମାନଙ୍କ ପାଇଁ ଉପଯୋଗୀ ହେବ…

ନୂଆ ପାର୍ଲାମେଣ୍ଟ ବିଲ୍ଡିଂ ଉଦ୍‌ଘାଟନୀ ସମାରୋହରେ ସାମିଲ ହେବେ ୨୪ ଦଳ

ନୂଆଦିଲ୍ଲୀ,୨୫ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ତାରିଖରେ ନୂଆ ପାର୍ଲାମେଣ୍ଟ ବିଲ୍ଡିଂକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ନୂତନ ସଂସଦ ଗୃହର ଉଦ୍‌ଘାଟନୀ ସମାରୋହରେ କେଉଁ ଦଳ ଅଂଶଗ୍ରହଣ କରିବେ ଏବଂ କେଉଁ ଦଳ ଅଂଶଗ୍ରହଣ କରିବେ ନାହିଁ, ଏହି ଚିତ୍ର ପ୍ରାୟ…

ୟୁପିରେ ‘ମିଶନ ୨୪’ ପାଇଁ ପ୍ରସ୍ତୁତି: ଏହି ଭାଜପା ମନ୍ତ୍ରୀଙ୍କ କଟିପାରେ ଟିକେଟ୍‌

ଲକ୍ଷ୍ନୌ,୨୫।୫: ଭାରତୀୟ ଜନତା ପାର୍ଟି(ଭାଜପା) ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏହି ସମୟରେ ଉତ୍ତରପ୍ରଦେଶରୁ ନିର୍ବାଚିତ କେନ୍ଦ୍ର ସରକାରଙ୍କ ମନ୍ତ୍ରିମଣ୍ଡଳରେ ସାମିଲ ଥିବା କେତେକ ନେତାଙ୍କ ଟିକେଟ୍‌ କଟିପାରେ ବୋଲି ଚର୍ଚ୍ଚା ଜୋର ଧରିଛି।…

ରାତିରେ ପ୍ରଥମ ଥର ପାଇଁ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କଲା ମିଗ୍‌-୨୯କେ

ନୂଆଦିଲ୍ଲୀ,୨୫।୫: ଭାରତୀୟ ନୌସେନା ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ମିଗ୍‌-୨୯କେ ରାତିରେ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଅବତରଣ କରି ଇତିହାସ ସୃଷ୍ଟି କରିଛି। ଏଥିସହିତ ଆତ୍ମର୍ନିଭର ଭାରତ ଦିଗରେ ମଧ୍ୟ ଏହା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏନେଇ ଭାରତୀୟ…

ସଫଳ କ୍ଷେପଣାସ୍ତ୍ର ପରୀକ୍ଷା କଲା ଇରାନ

ତେହରାନ,୨୫ା୫: ଇରାନ ଗୁରୁବାର ଏକ କ୍ଷେପଣାସ୍ତ୍ର ପରୀକ୍ଷା କରିଛି। ଏହି ପରୀକ୍ଷା ଇସ୍ରାଏଲ ଏବଂ ଆମେରିକାକୁ ଚେତାବନୀ ଦେବାକୁ କରାଯାଇଛି। ପରୀକ୍ଷଣ ସହିତ ଇରାନ କହିଛି ଯେ, ଏହା ଶତ୍ରୁମାନଙ୍କର କୌଣସି କାର୍ଯ୍ୟକଳାପକୁ ବରଦାସ୍ତ କରିବ ନାହିଁ। ଇରାନର ଖେର୍ସମସହର-୪ କ୍ଷେପଣାସ୍ତ୍ର…

ସକାଳ ସାଢେ ସାତଟାରୁ ପୂଜାରୁ ଆରମ୍ଭ ହେବ ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ ଦିନ ୧୨ଟାରେ କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଏହା ପୂର୍ବରୁ ସକାଳ ୭ଟାରେ ପୂଜାପୂଜି କାର୍ଯ୍ୟକ୍ରମ ଆରମ୍ଭ ହୋଇଯିବ। ସକାଳ…

ଧାରା ୨୪୫କୁ ‘ଅଘୋଷିତ ମାର୍ଶଲ ଲ’ କହିଲେ ଇମ୍ରାନ

ଇସଲାମାବାଦ,୨୫ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବିଭିନ୍ନ ପ୍ରଦେଶରେ ଧାରା ୨୪୫ କାର୍ଯ୍ୟକାରୀ କରିବା ପାଇଁ ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଇମ୍ରାନ ଏହାକୁ ‘ଅଘୋଷିତ ମାର୍ଶଲ ଲ’ ବୋଲି କହିଛନ୍ତି। ପାକିସ୍ତାନର ସମ୍ବିଧାନର ଧାରା ୨୪୫ ଅନୁଯାୟୀ,…

କାଳବୈଶାଖୀ ବର୍ଷା: ଗରମରୁ ମିଳିଲା ସାମାନ୍ୟ ତ୍ରାହି

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସକାଳୁ ଗରମରେ ଛଟପଟ ହେଉଥିବା ରାଜଧାନୀବାସୀ ଅପରାହ୍ନଠାରୁ କାଳବୈଶାଖୀ ବର୍ଷା ପ୍ରଭାବରେ ସାମାନ୍ୟ ଆଶ୍ୱସ୍ତି ଲାଭ କରିଛନ୍ତି। ରାଜ୍ୟର ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି। ଭୁବନେଶ୍ୱର ଏବଂ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବିଜୁଳି ଘଡ଼ଘଡ଼ି ମାରିବା ସହ…

ଆସନ୍ତା ଶିକ୍ଷାବର୍ଷରୁ କଲେଜ ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟର ସବୁ କଲେଜ ଏବଂ ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ମାଗଣା ଓ୍ବାଇଫାଇ ଏବଂ ଓ୍ବାନ ଜିବି ଡାଟା ମିଳିବ ବୋଲି ସମୀକ୍ଷା ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ଏହା ଘୋଷଣା କରିଛନ୍ତି। ମାଗଣା ଓ୍ବାନ୍‌ ଜିବି…

ଅଳ୍ପକେ ବର୍ତ୍ତିଲା ଇଣ୍ଡିଗୋ ବିମାନରେ ଯାତ୍ରା କରୁଥିବା ୧୬୦ ଯାତ୍ରୀଙ୍କ ଜୀବନ

ନୂଆଦିଲ୍ଲୀ,୨୫।୫: ମାଙ୍ଗାଲୁରୁରୁ ଦୁବଇ ଯାଉଥିବା ଏକ ଇଣ୍ଡିାଗୋ ବିମାନରେ ପକ୍ଷୀ ମାଡ ହେବା ପରେ ଏକ ନିଶ୍ଚିତ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଛି। ମାଙ୍ଗାଲୁରୁ ଅନ୍ତର୍ଜାତୀୟ ବିମାନ ବନ୍ଦର(ଏମଆଇଏ)ର ରନଓ୍ବେରେ ଦୁବଇ ଯାଉଥିବା ଇଣ୍ଡିଗୋ ଏୟାର ଲାଇନ୍ସର ଏକ ବିମାନ ଯେତେବେଳେ…

ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରରେ ଯୋଡ଼ି ହେଲା ଆଉ ଗୋଟିଏ ଭିୟୁ ପଏଣ୍ଟ

ଦାରିଙ୍ଗବାଡ଼ି,୨୫ା୫(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସାରା ଦେଶରେ ପର୍ଯ୍ୟଟନ କ୍ଷେତ୍ରରେ ସ୍ବତନ୍ତ୍ର ପରିଚୟ ରହିଛି। ସେପ୍ଟେମ୍ବରଠାରୁ ମାର୍ଚ୍ଚ ପର୍ଯ୍ୟନ୍ତ ରାଜ୍ୟ ତଥା ରାଜ୍ୟ ବାହାରୁ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ପସନ୍ଦ କରନ୍ତି। ତେବେ ପର୍ଯ୍ୟଟନକ୍ଷେତ୍ରର ବିକାଶ ହେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?