Home

ମହାନଦୀ ପଠା ଅଞ୍ଚଳରୁ ମାଟି ଲୁଟ୍‌

ପାରାଦୀପ,୨୪।୪(ସ୍ବ.ପ୍ର.): ପାରାଦୀପର ମହାନଦୀ ଅବବାହିକାରୁ ଗତ ମାସେହେଲା ବିପୁଳ ପରିମାଣର ମାଟି ଖୋଳା ଚାଲିଛି। ନୂଆଗଡ଼ ପଞ୍ଚାୟତ ଅଧୀନରେ ଥିବା ଏହି ଜାଗା ଆଗାମୀ ଦିନରେ ଏକ କମ୍ପାନୀ ଅଧିଗ୍ରହଣ କରିବାର ପ୍ରସ୍ତାବ ରହିଛି। ସେହି ଜାଗାରୁ ଲଗାତାର ରାତି ସାରା…

ଚାଇନା ଛାଡୁଛନ୍ତି ତାଇଓ୍ବାନ କମ୍ପାନୀ…

ବେଜିଂ/ତାଇପେଇ ସିଟି,୨୪।୪ : ତାଇୱାନକୁ ନେଇ ଆମେରିକା ଏବଂ ଚାଇନା ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଚାଇନା ଏବଂ ତାଇୱାନ ମଧ୍ୟରେ ଆର୍ଥିକ ସମ୍ପର୍କରେ କ୍ରମାଗତ ହ୍ରାସ ଘଟୁଛି। ଚାଇନାରେ ବ୍ୟବସାୟ କରୁଥିବା ଅନେକ ତାଇୱାନ ସଂସ୍ଥା ଚାଇନା ଛାଡି ପଳାଇବା…

ପ୍ରେମ, ପ୍ରତାରଣାରୁ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ଚଣ୍ଡିଖୋଲ/ଛତିଆ, ୨୪ା୪(ଡି.ଏନ.ଏ.):: ପ୍ରେମ, ପ୍ରତାରଣାରୁ ଯାଜପୁର ଜିଲା ବୈରୀ ଥାନା ଅଧୀନ କାଇମାଟିଆ ପଞ୍ଚାୟତ ବିରିଜଙ୍ଗା ଗ୍ରାମର ଜଣେ ଯୁବକଙ୍କ ଆତ୍ମହତ୍ୟାକୁ ନେଇ ରବିବାର ଥାନା ଘେରାଉ କରିଛନ୍ତି ଗ୍ରାମବାସୀ। ସେମାନେ ଥାନା ନିକଟରେ ମୃତଦେହ ରଖି ପ୍ରାୟ ୨ ଘଣ୍ଟା…

ପାଣି ବଦଳରେ ପେଟ୍ରୋଲରେ କାର୍‌ ଧୋଇଲେ ମହିଳା, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଆପଣ ପ୍ରତିଦିନ ବିଭିନ୍ନ ପ୍ରକାରର ଭିଡିଓ ଦେଖୁଥିବେ ନିଶ୍ଚିତ। ଏହି ଭିଡିଓଗୁଡିକର କିଛି ଭିଡିଓ ହସର ଖୋରାକ ଯୋଗାଇଥାଏ। ହସାଇଥାଏ ଆଉ ବେଳେବେଳେ ଏମିତି କିଛି ଭିଡିଓ ଦେଖିବାକୁ ମିଳେ, ଯାହା ଆମେ କଳ୍ପନା କରି ନ ଥାଉ।…

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ,୨୪ା୪: କେନ୍ଦ୍ର ସରକାରଙ୍କ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ ଓଡ଼ିଶାରେ ମଦ୍ୟପାନ ଓ ତମାଖୁ ସେବନ ବହୁ ଅଧିକ ଥିବାରୁ ବୁଦ୍ଧିଜୀବୀ ଉଦ୍‌ବେଗ ପ୍ରକାଶ କରିଛନ୍ତି।…

ଷ୍ଟେଶନ ବଜାର ମୁଖ୍ୟ ରାସ୍ତା ଅନ୍ଧାର

ଯାଜପୁରରୋଡ,୨୪ା୪(ଡି.ଏନ.ଏ.): ବିଭିନ୍ନ ସମସ୍ୟାରେ ଜର୍ଜରିତ ହୋଇ ବିବାଦର ପରଧିରେ ରହିଛି ବ୍ୟାସନଗର ପୌରପରିଷଦ। ପୌରାଧ୍ୟକ୍ଷାଙ୍କ ନିର୍ବାହୀ ଅଧିକାରୀଙ୍କୁ ଫାଇଲ ପିଙ୍ଗା ଘଟଣା ହେଉ କି ସଫେଇ କର୍ମଚାରୀଙ୍କୁ ଦରମା ପ୍ରଦାନରେ ବିଳମ୍ବକୁ ନେଇ ବିବାଦରେ ପୌର ପରିଷଦ ରହିିଥିବାବେଳେ ସମସ୍ୟାରେ ଜର୍ଜରିତ…

ମାଟିରେ ମିଶିଲା ୨୨ ବର୍ଷର ପୁରୁଣା ସ୍କୁଲ

ଯାଜପୁର ଅଫିସ,୨୪ା୪: ଯାଜପୁର ପୌରାଞ୍ଚଳ ଅନ୍ତର୍ଗତ ଭାଗବତପୁରସ୍ଥିତ ପ୍ରାୟ ୨୨ ବର୍ଷ ପୁରୁଣା ପ୍ରାଥମିକ ବିଦ୍ୟାଳୟ ଗୃହ ମାଟିରେ ମିଶି ଯାଇଛି। ଏହାକୁ ନେଇ ଭାଗବତପୁର ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଯିବା ସହ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ…

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ

ଭୁବନେଶ୍ୱର,୨୪।୪: କୋଣାର୍କ-ଲିଉଗଙ୍ଗ ପକ୍ଷରୁ ଏକ ୨ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଯାଜପୁରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଚାବି ହସ୍ତାନ୍ତର ସମାରୋହ ଓ ଅପରେଟର୍ସ ମିଟ୍‌ର ମଧ୍ୟ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଥମ ୯୨୪ଇ ଏକ୍ସଡି ଏସ୍କାଭେଟର ମଡେଲ ସହ…

ସାହାଣୀ କପ୍‌ ଫୁଟବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୨୪।୪ (କ୍ରୀଡ଼ା ପ୍ରତିନିଧି): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଓ ରାଜ୍ୟ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ ସିନିୟର ପୁରୁଷ ଆନ୍ତଃଜିଲା ଫୁଟବଲ ଟୁର୍ନାମେଣ୍ଟ ସାହାଣୀ କପ୍‌ ରବିବାର ଭୁବନେଶ୍ୱର ଓ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି।…

ଜରି, ବାଙ୍ଗରାରେ ପାନୀୟ ଜଳ ସଙ୍କଟ

ସିଂହପୁର,୨୪ା୪(ଡି.ଏନ.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ ସରକାରଙ୍କ ପକ୍ଷରୁ ପ୍ରକଳ୍ପ ନିର୍ମାଣ କରାଯାଇଛି। ମାତ୍ର କେତେକ ପଞ୍ଚାୟତରେ ବିଭାଗୀୟ ଅଧିକାରୀ ଓ ସ୍ଥାନୀୟ ରାଜନେତାଙ୍କ ଦୂରଦୃଷ୍ଟି ଅଭାବରୁ ଲୋକେ ପାନୀୟ ଜଳ ପାଇଁ…

ଆଇସିସିର ବାର୍ଷିକ ସାଧାରଣ ଅଧିବେଶନ

ଭୁବନେଶ୍ୱର, ୨୪।୪: ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି) ଓଡ଼ିଶା ପରିଷଦର ବାର୍ଷିକ ସାଧାରଣ ଅଧିବେଶନ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ବିଶେଷକରି ପରିଷଦର ଆଭିମୁଖ୍ୟ ଓ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା।…

ଆଶାଠାରୁ ଅଧିକ ବ୍ୟବସାୟ

ଭୁବନେଶ୍ୱର,୨୪।୪: ଗତବର୍ଷର ଅକ୍ଷୟ ତୃତୀୟା ପରିସ୍ଥିତି ଅପେକ୍ଷା ଚଳିତ ବର୍ଷର ଅକ୍ଷୟ ତୃତୀୟାର ପରିସ୍ଥିତି ବେଶ୍‌ ଭଲ ରହିଥିଲା। କାରଣ ଗତବର୍ଷ ଅକ୍ଷୟ ତୃତୀୟା ସମୟରେ କୋଭିଡ୍‌ ଭୟ ଗ୍ରାହକଙ୍କ ମନରେ ରହିଥିଲାବେଳେ ଚଳିତ ବର୍ଷ ତାହା ଆଉ ଦେଖିବାକୁ ମିଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri