Home

ଏଠାରେ ମାତ୍ର ୧୦ ଟଙ୍କାରେ ମିଳେ ପେଟପୂରା ସୁସ୍ବାଦୁ ଖାଦ୍ୟ

ଆଜିକାଲି ମହଙ୍ଗା ଯୁଗରେ ଶସ୍ତାରେ ଖାଦ୍ୟ ମିଳିବା ଅସମ୍ଭବ। ମାତ୍ର ଏମିତି ଏକ ସ୍ଥାନ ଅଛି, ଯେଉଁଠି ୧୦ ଟଙ୍କାରେ ପେଟପୂରା ଭୋଜନ କରିହେବ। ଏପରି ସ୍ଥାନ ଉତ୍ତରାଖଣ୍ଡର ଋଷିକେଶରେ ରହିଛି। ଏଠାରେ ଆପଣ ମାତ୍ର ୧୦ ଟଙ୍କା ଦେଇ ପୂରା…

ବସୁଧୈବ କୁଟୁମ୍ବକମ୍‌ ବାର୍ତ୍ତା ଦେବ ଶଙ୍ଖ ଭବନ

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୬ଠାରେ ବିଜୁ ଜନତା ଦଳ (ବିଜେଡି) ମୁଖ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’କୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଅକ୍ଷୟତୃତୀୟା ଅବସରରେ ଲୋକାର୍ପଣ କରିଛନ୍ତି। ଶଙ୍ଖ ଭବନ କେବଳ ଭୌତିକ, ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ…

କୋଲକାତାକୁ ହରାଇ ଶୀର୍ଷରେ ଚେନ୍ନାଇ

କୋଲକାତା,୨୩ା୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ ତମ ହାଇସ୍କୋରିଂ ମ୍ୟାଚରେ ଚେନ୍ନାଇ ସୁପରକିଙ୍ଗ୍ସ ୪୯ ରନ୍‌ରେ ବିଜୟୀ ହୋଇଛି। ଏହି ବୃହତ ବିଜୟ ସହ ଚେନ୍ନାଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଚେନ୍ନାଇ ୭ ମ୍ୟାଚରୁ ୫ମ୍ୟାଚ୍‌ରେ…

କୋଲକାତା ଆଗରେ ୨୩୬ ରନ୍‌ର ବିଶାଳ ଟାର୍ଗେଟ୍‌

କୋଲକାତା,୨୩।୪: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୩ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ନିର୍ଦ୍ଧରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୩୫…

ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ

ପୁରୀ ଅଫିସ,୨୩ା୪: ଜୁନ ୨୦ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ପୂଜାର୍ଚ୍ଚନା ସହ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହୋଇଛି। ସୋମବାର ଠାରୁ ରାଜନଅରସ୍ଥିତ ଅସ୍ଥାୟୀ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ସେହିପରି…

ରାଜସ୍ଥାନକୁ ହରାଇ ବାଙ୍ଗାଲୋରର ଚତୁର୍ଥ ବିଜୟ

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୭ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ବ ାଙ୍ଗାଲୋର ୭ଟି ମ୍ୟାଚ ଖେଳି ୪ଟିରେ ବିଜୟ ହୋଇଛି। ଫଳରେ ୮…

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା କେକେଆର

କୋଲକାତା,୨୩।୪ : ଆଇପିଏଲ-୨୦୨୩ର ୩୩ ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ (କେକେଆର) ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। କେକେଆର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସିଏସକେ ବ୍ୟାଟିଂ କରିବାକୁ…

ହିମାଚଳ ଭାଜପାର ନୂଆ ମୁଖିଆ ହେଲେ ରାଜୀବ ବିନ୍ଦଲ, ୩ ବର୍ଷ ପରେ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୨୩।୪: ଭାରତୀୟ ଜନତା ପାର୍ଟି(ଭାଜପା) ଡା. ରାଜୀବ ବିନ୍ଦଲଙ୍କୁ ହିମାଚଳ ପ୍ରଦେଶ ଭାଜପାର ଅଧ୍ୟକ୍ଷ ନିଯୁକ୍ତ କରିଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଏହି ନିଯୁକ୍ତି କରିଛନ୍ତି। ଏ ସମ୍ପର୍କରେ ରାଷ୍ଟ୍ରୀୟ ମହାସଚିବ ମୁଖ୍ୟାଳୟ ପ୍ରଭାରୀ ଅରୁଣ ସିଂଙ୍କ…

ଅନ୍ୟକୁ ପ୍ରଶ୍ନ କରିବା ସହଜ ହେଲେ ନିଜକୁ ପ୍ରଶ୍ନ କରିବା କଷ୍ଟ: ରାହୁଲ

ବେଙ୍ଗାଲୁରୁ,୨୩।୪: ପାଖେଇ ଆସୁଛି କର୍ନାଟକ ବିଧାନସଭା ନିର୍ବାଚନ। ଆଉ ଏହି ନିର୍ବାଚନକୁ ନେଇ ସବୁ ରାଜନୈତିକ ଦଳ ଅଣ୍ଟା ଭିଡି ସାରିଲେଣି। କଂଗ୍ରେସ ବି ପଛରେ ନାହିଁ। ଏହି କ୍ରମରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବେ କର୍ନାଟକ ଗସ୍ତରେ ଅଛନ୍ତି।…

ରାଜସ୍ଥାନ ଆଗରେ ୧୯୦ ରନ୍‌ର ବିଜୟ ଟାର୍ଗେଟ୍‌

ବେଙ୍ଗାଲୁରୁ,୨୩।୪: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଆଇପିଏଲ୍‌ର ୩୨ତମ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ(ଆର୍‌ଆର୍‌) ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ବ୍ୟାଟିଂ କରି ନିର୍ଦ୍ଧାରିତ…

ବିଶ୍ୱର ଅଦ୍ଭୁତ ଭିଡିଓ ଜାରି କଲା ନାସା

ଓ୍ବାଶିଂଟନ,୨୩ା୪: ବ୍ରହ୍ମାଣ୍ଡ ବିଷୟରେ ଜାଣିବା, ବୁଝିବା ଏବଂ ପଢ଼ିବା ଏକ ରହସ୍ୟ ଆବିଷ୍କାର କରିବା ପରି। ନାସାର ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲ ହେଉଛି ଯେଉଁମାନେ ରହସ୍ୟ ଭିତରକୁ ଗଭୀର ଭାବରେ ବୁଡ଼ିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏକ ଭଣ୍ଡାର। ସ୍ପେସ ଏଜେନ୍ସି ନାସାର…

ବିଜେବି କଲେଜରେ ପଶି ହାଣିବା ଘଟଣା: ୪ ଗିରଫ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ବିଜେବି କଲେଜ କ୍ୟାମ୍ପସରେ ପଶି କିଛି ଅଣଛାତ୍ର ଆତଙ୍କରାଜ ଘଟାଇଥିଲେ। ତେବେ ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ କମିଶନରେଟ ପୋଲିସ ରବିବାର ଗିରଫ କରିଛି। ସେମାନଙ୍କଠାରୁ ଆକ୍ରମଣରେ ବ୍ୟବହୃତ କ୍ରିକେଟ ଷ୍ଟମ୍ପ, ଛୁରି ଗୋଟିଏ ବାଇକ ଜବତ ହୋଇଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri