Home

ଶ୍ରୀଲିଙ୍ଗରାଜଙ୍କ ସହ ମା’ ପାର୍ବତୀଙ୍କ ବିବାହ ସମ୍ପନ୍ନ

ପୁରୁଣା ଭୁବନେଶ୍ୱର,୨୫ା୫(ଡି.ଏନ୍‌.ଏ.): ଜ୍ୟେଷ୍ଠ ମାସ ଶୁକ୍ଲପକ୍ଷ ଷଷ୍ଠୀ ତିଥିରେ ପାରମ୍ପରିକ ଶୀତଳଷଷ୍ଠୀ ଯାତ୍ରା ଉପଲକ୍ଷେ ବୁଧବାର ପ୍ରଭୁ ଶ୍ରୀ ଲିଙ୍ଗରାଜ, ମା’ ପାର୍ବତୀ ଦେବ ଦମ୍ପତିଙ୍କ ବିବାହ କାର୍ଯ୍ୟ ପାରମ୍ପରିକ ନୀତି ଅନୁସାରେ ସମ୍ପନ୍ନ ହୋଇଛି। ଏହି କାର୍ଯ୍ୟ ଶ୍ରୀଲିଙ୍ଗରାଜଙ୍କ ଶ୍ୱଶୁରାଳୟ…

ଖୁସି ରିଅଲକନ୍‌ର ନୂତନ ସ୍ଲୋଗାନ ‘ଖୁସିକା ଠିକାନା’

ଭୁବନେଶ୍ୱର,୨୫।୫: ରାଜ୍ୟର ପ୍ରମୁଖ ଗୃହନିର୍ମାଣକାରୀ ସଂସ୍ଥା ଖୁସି ରିଅଲକନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ ତଥା ପ୍ରିମିୟମ ପ୍ରକଳ୍ପ ଖୁସି କାପେଲାର ନୂଆ ସ୍ଲୋଗାନ ‘ଖୁସିକା ଠିକାନା’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରର ପାହାଳ ନିକଟରେ କମ୍ପାନୀ ୨ଟି…

ଆକ୍ସିସ୍‌ ବ୍ୟାଙ୍କ ପକ୍ଷରୁ ସାରଥିର ଶୁଭାରମ୍ଭ

ଭୁବନେଶ୍ୱର,୨୫।୫: ଆକ୍ସିସ୍‌ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ଡିଜିଟାଲ ଅନ୍‌ବୋର୍ଡିଂ ସେବା ସାରଥିର ଆନୁଷ୍ଠାନିକ ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ମର୍ଚ୍ଚାଣ୍ଟଙ୍କ ପଏଣ୍ଟ ଅଫ୍‌ ସେଲ୍‌ (ପିଓଏସ୍‌) କିମ୍ବା ଇଲେକ୍ଟ୍ରୋନିକ୍‌ ଡାଟା କ୍ୟାପ୍ଚର(ଇଡିସି)କୁ ସକ୍ଷମ କରିବା ଲାଗି ବ୍ୟାଙ୍କ ପ୍ରଥମ ଧରଣର ଡିଜିଟାଲ…

ଦୁର୍ବଳ ନଦୀବନ୍ଧ ମରାମତି ସାରିବାକୁ ତାଗିଦ

ଖୋର୍ଦ୍ଧା ଅଫିସ,୨୫ା୫: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନ ବୈଠକ ବୁଧବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ପ୍ରାକୃତିକ ବିପର୍ଯ୍ୟୟ ଉପରେ ଆଲୋଚନା ହୋଇଥିଲା। ଦୁର୍ବଳ ନଦୀବନ୍ଧ ମରାମତି, ଡ୍ରେନେଜ ପୁନରୁଦ୍ଧାର, ଜଳ ନିଷ୍କାସନ,…

ଅଣ୍ଡା ଶିଳ୍ପରେ ବ୍ଲକ୍‌ ଚେନ୍‌ ଟେକ୍ନୋଲୋଜି ପ୍ରଚଳନ

ଭୁବନେଶ୍ୱର,୨୫।୫: ରାଜ୍ୟର ପ୍ରମୁଖ ତଥା ପୂର୍ବ ଭାରତର ବୃହତ୍ତମ ଅଣ୍ଡା ଉପତ୍ାଦନକାରୀ କମ୍ପାନୀ ଓଭୋ ଫାର୍ମ ପକ୍ଷରୁ ଏକ ଅଭିନବ ସୁବିଧାର ଶୁଭାରମ୍ଭ କରାଯାଇଛି। ବିଶେଷକରି ଅଣ୍ଡା ଶିଳ୍ପରେ ବୈପ୍ଲବିକ ପରିବର୍ତ୍ତନ ଆଣିବା ସହ ଗ୍ରାହକଙ୍କ ମନରେ ବିଶ୍ୱାସ ଏବଂ ଭରସା…

ଉତ୍ପାଦନ କ୍ଷେତ୍ରରେ ନାଲ୍‌କୋର ସର୍ବକାଳୀନ ରେକର୍ଡ

ଭୁବନେଶ୍ୱର,୨୫।୫: ଦେଶର ପ୍ରମୁଖ ନବରତ୍ନ ଉଦ୍ୟୋଗ ନ୍ୟାଶନାଲ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ୍‌ (ନାଲ୍‌କୋ)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ବୁଧବାର ଅନୁଷ୍ଠିିତ ହୋଇଯାଇଛି। ଉକ୍ତ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସହ ବାର୍ଷିକ କାରବାର ସମ୍ପର୍କରେ ଘୋଷଣା କରାଯାଇଛି।…

ଏସ୍‌ବିଆଇ ଜେନେରାଲର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୨୫।୫: ଦେଶର ପ୍ରମୁଖ ଘରୋଇ ବୀମା କମ୍ପାନୀ ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ ପକ୍ଷରୁ ଏକ ନୂତନ ଉତ୍ପାଦ ‘ଏସ୍‌ବିଆଇ ଜେନେରାଲ ସିୟୋରିଟି ବଣ୍ଡ୍‌ ବୀମା (ସର୍ତ୍ତମୂଳକ ଓ ନିଃସର୍ତ୍ତ)’ ବୀମା ଉପତ୍ାଦ ପ୍ରଚଳନ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବିଡ୍‌ ଆହ୍ବାନ…

ଋଷି ସିଂ ଓଜିବିର ନୂଆ ଚେୟାରମ୍ୟାନ

ଭୁବନେଶ୍ୱର,୨୫।୫: ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ(ଓଜିବି) ର ନୂତନ ଚେୟାରମ୍ୟାନ୍‌ ଭାବେ ଋଷି ସିଂ ନିକଟରେ ଯୋଗଦେଇଛନ୍ତି। ଓଜିବିରେ ଯୋଗଦାନ କରିବା ପୂର୍ବରୁ ସେ ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କର ବାଙ୍ଗାଲୋର କ୍ଷେତ୍ରୀୟ କାର୍ଯ୍ୟାଳୟର ମୁଖ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ରୂପେ କାର୍ଯ୍ୟ କରୁଥିଲେ। ବିଶେଷକରି…

ସିଏସ୍‌ଇ-୨୨ରେ ଅନାକାଡେମିର ବାଜିମାତ୍‌

ନୂଆଦିଲ୍ଲୀ,୨୫।୫: ୟୁନିୟନ ପବ୍ଲିକ ସର୍ଭିସ କମିଶନ (ୟୁପିଏସ୍‌ସି) ଦ୍ୱାରା ପରିଚାଳିତ ସିଭିଲ ସର୍ଭିସେସ୍‌ ଏକ୍‌ଜାମ(ସିଏସ୍‌ଇ) ୨୦୨୨ର ଫଳାଫଳ ନିକଟରେ ପ୍ରକାଶ ପାଇଛି। ଉକ୍ତ ଫଳାଫଳ ଅନୁଯାୟୀ ଅନାକାଡେମିର ଶିକ୍ଷାର୍ଥୀମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଦେଶର ସର୍ବବୃହତ୍‌ ଲର୍ନି ପ୍ଲାଟ୍‌ଫର୍ମ…

ଲମ୍ବା ନାକ ରେକର୍ଡଧାରୀଙ୍କ ମୃତ୍ୟୁ

ଅଙ୍କାରା: ଲମ୍ବା ନାକ ପାଇଁ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡ କରିଥିବା ମେହମେତ୍‌ ଓଜୁରେକ୍‌ (୭୫)ଙ୍କ ନିକଟରେ ମୃତ୍ୟୁ ହୋଇଛି। ସେ ଏଥିପାଇଁ ୨୦୦୧, ୨୦୧୦ ଏବଂ ତୃତୀୟ ଥର ପାଇଁ ୨୦୨୧ରେ ପୁରସ୍କୃତ ହୋଇଛନ୍ତି। ତାଙ୍କ ନାକର ଲମ୍ବ…

ବର୍ଷକୁ ୮ କୋଟି ରୋଜଗାର କରୁଛି କୁକୁର

ନୂଆଦିଲ୍ଲୀ: ଲୋକେ ଅଧିକ ଟଙ୍କା ରୋଜଗାର କରି କୋଟିପତି ହେବାକୁ ଚାହୁଁଛନ୍ତି। ହେଲେ ଆଜିକାଲି ଟଙ୍କା ରୋଜଗାର କରିବା ବହୁତ କଷ୍ଟ ହୋଇଗଲାଣି। ଅନେକ ଲୋକ ଘର ଛାଡ଼ି ବାହାରକୁ ଦାଦନ ଖଟିବାକୁ ଗଲେ ମଧ୍ୟ ଭଲରେ ଚଳିପାରୁ ନାହାନ୍ତି। ନିକଟରେ…

୨୬ରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ

କକଟକ ଅଫିସ,୨୫ା୫: ଆସନ୍ତା ୨୬ ତାରିଖରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ଦ୍ୱାଦଶତମ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?