Home

ପ୍ରୀତି ବନ୍ଧନ

ପ୍ରେମରେ ବି ପ୍ରତିଯୋଗିତା। ନିଜ ପ୍ରେମିକାକୁ ହାସଲ କରିବାକୁ ହେଲେ ପ୍ରେମିକକୁ ବେଳେବେଳେ ପରୀକ୍ଷା ଦେବାକୁ ପଡିଥାଏ। ଠିକ୍‌ ସେହିଭଳି ଏକ ତ୍ରିକୋଣୀୟ ପ୍ରେମ କାହାଣୀକୁ ନେଇ ପ୍ରସ୍ତୁତ ହୋଇଛି ନୂଆ ଓଡ଼ିଆ ସିନେମା ‘ପ୍ରୀତି ବନ୍ଧନ’। ନେକ୍ସଟ୍‌ ଡୋର୍‌ ଫିଲ୍ମସ୍‌…

ଗାୟିକା ରତ୍ନ

୧୯୮୧ ଅକ୍ଟୋବର ୧୫ରେ ଲକ୍ଷ୍ମୀପ୍ରିୟାଙ୍କ ଜନ୍ମ ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ତହସିଲ ଅନ୍ତର୍ଗତ ବାଲୁଙ୍କେଶ୍ୱର ଗ୍ରାମରେ। ମାତା ସଂଯୁକ୍ତା ଓ ପିତାଙ୍କ ନାମ ପ୍ରଫୁଲ୍ଲ କୁମାର ଦାଶ। ତିନିଭଉଣୀ ଓ ଜଣିଏ ଭାଇକୁ ନେଇ ତାଙ୍କ ପରିବାର। ପିଲାଟି ଦିନରୁ ତାଙ୍କର…

ସ୍ଥାପତ୍ୟ କହେ କଥା

କାରିଗରର ହାତର ସ୍ପର୍ଶରେ ଗଢି ଉଠେ କେତେ ଯେ ସ୍ଥାପତ୍ୟ। ସେଇ ସ୍ଥାପତ୍ୟ କେବେ ମଣିଷର ଭାବକୁ ଦର୍ଶାଏ ତ କେବେ କହେ କାହାର କାହାଣୀ। ଠିକ ଯେମିତି ଏଇ ସବୁ ସ୍ଥାପତ୍ୟ, ଯାହା ଦେଖିବାକୁ ଅଜବ ହେଲେ ବି କହେ…

ଫିଟ୍‌ନେସ୍‌ର ନୂଆ ମନ୍ତ୍ର ଜୁମ୍ବା

ଟିଟୁ ଛୋଟରାୟ ହେଉଛନ୍ତି ଜଣେ ସାର୍ଟିଫାଏଡ୍‌ ଜୁମ୍ବା ଟ୍ରେନର୍‌। ତାଙ୍କ ଫିଟ୍‌ନେସ୍‌ ସେଣ୍ଟର୍‌ର ନାଁ ହେଉଛି ବି ଫିଟ୍‌ ଜିମ୍‌; ଯେଉଁଠାରେ ପ୍ରାୟ ୧୫ ବର୍ଷ ହେବ ସେ ଆଗ୍ରହୀ ଯୁବପିଢ଼ିଙ୍କୁ ଫିଟ୍‌ନେସ୍‌ ଉପରେ ଟ୍ରେନିଂ ଦେଇ ଆସୁଛନ୍ତି। ତାଙ୍କର ଏହି…

ସୁଦାନରୁ ସୁରକ୍ଷିତ ଫେରିଲେ ଆମେରିକା ଦୂତାବାସ ଅଧିକାରୀ, ଭାରତ ସମେତ ଅନ୍ୟ ଦେଶର ୯୧ ନାଗରିକ ସାମିଲ…

ଖାର୍ତୁମ,୨୩।୪ : ଗତ କିଛି ଦିନ ହେବ ସୁଦାନରେ ସେନା ଏବଂ ସାମରିକ ବାହିନୀ ମଧ୍ୟରେ ସଂଘର୍ଷ ଚାଲିଛି। ଦେଶରେ ଜାରି ରହିଥିବା ଗୃହଯୁଦ୍ଧ ପରିସ୍ଥିତି ଯୋଗୁ ଏପର୍ଯ୍ୟନ୍ତ ୧୮୦ ଜଣଙ୍କର ମୃତ୍ୟୁ ହୋଇଛି। ରବିବାର ସୁଦାନର ରାପିଡ ସପୋର୍ଟ ଫୋର୍ସ…

ଡ୍ୟାନ୍ସ ଥେରାପି

ଡ୍ୟାନ୍ସ ଥେରାପି ବା ନୃତ୍ୟ ଚିକିତ୍ସା ହେଉଛି ଭାବନାତ୍ମକ, ସୃଜନାତ୍ମକ ତଥା ଶାରିରୀକ ସୁସ୍ଥତା ପାଇଁ ଉପଯୋଗ ହେଉଥିବା ଏକ ନୃତ୍ୟଶୈଳୀ; ଯାହା ଉଭୟ ଶରୀର ଓ ମନକୁ ସୁସ୍ଥ ରଖିଥାଏ। ଅନେକ ରୋଗର ନିରାକରଣ ଡ୍ୟାନ୍ସ ଥେରାପି: ଦିନଯାକର ପରିଶ୍ରମ…

୩୬ ଦିନ ପରେ ପଳାତକ ଅମୃତପାଲ ଗିରଫ…

ମୋଗା,୨୩।୪ : ଖାଲିସ୍ତାନର ସମର୍ଥକ ତଥା ‘ୱାରିସ ପଞ୍ଜାବ ଡେ’ର ମୁଖ୍ୟ ଅମୃତପାଲ ସିଂଙ୍କୁ ଶେଷରେ ପୋଲିସ ଗିରଫ କରିଛି। ପଞ୍ଜାବ ପୋଲିସ ପଳାତକ ଅମୃତପାଲ ସିଂଙ୍କୁ ମୋଗାର ଗୁରୁଦ୍ୱାରାରୁ ଗିରଫ କରିଛି। ଅମୃତପାଲ ମାର୍ଚ୍ଚ ୧୮ ଠାରୁ ଫେରାରଥିଲେ। ପୋଲିସ…

କଦଳୀ ଖାଇଲେ ମିଳିଥାଏ ଏହି ୫ ଉପକାର

ପାଚିଲା କଦଳୀ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ ଅଟେ। କଦଳୀରେ ଅନେକ ପୁଷ୍ଟିକର ଉପାଦାନ ଏବଂ ଭିଟାମିନ ମିଳିଥାଏ। ଯାହା ମଣିଷକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। କଦଳୀରେ ଭିଟାମିନ ସି, ଡାଏଟାରୀ ଫାଇବର ଏବଂ ମାଙ୍ଗାନିଜ ଭରପୂର ପରିମାଣରେ ରହିଛି।…

ପଞ୍ଜାବର ଦମ୍‌ଦାର ବିଜୟ

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ହାଇସ୍କୋରିଂ ମ୍ୟାଚ୍‌ରେ ପଞ୍ଜାବ ୧୩ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ପଞ୍ଜାବ ୮ ପଏଣ୍ଟ ପାଇ ଟେବୁଲର ପଞ୍ଚମସ୍ଥାନକୁ ଉନ୍ନିତ ହୋଇଛି। ମୁମ୍ବାଇ ଅଧିନାୟକ ରୋହିତ ଶର୍ମା…

୧୦୦ ପରିବାରକୁ ଗୋଟିଏ ନଳକୂପ, ବାଲ୍‌ଟିଏ ପାଣି ପାଇଁ ଲମ୍ବା ଧାଡ଼ି

କଣ୍ଟିପାଳ/ଆନନ୍ଦପୁର,୨୨ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର କଣ୍ଟିପାଳ ଗ୍ରାମର ମହାପାତ୍ର ସାହିରେ ପାନୀୟ ଜଳ ସଙ୍ଗଟ ଉଗ୍ରରୂପ ଧାରଣ କରିଛି। ସାହିରେ ବସବାସ କରୁଥିବା ପରିବାରବର୍ଗଙ୍କ ମଧ୍ୟରୁ ୧୦୦ରୁ ଊର୍ଦ୍ଧ୍ୱ ପରିବାର ପାନୀୟ ଜଳ ପାଇଁ ଗୋଟିଏ ନଳକୂପ…

ମୁମ୍ବାଇ ଆଗରେ ୨୧୫ ରନ୍‌ର ବିଜୟ ଟାର୍ଗେଟ୍‌

ମୁମ୍ବାଇ,୨୨।୪: ମୁମ୍ବାଇସ୍ଥିତ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୧ତମ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ପଞ୍ଜାବ କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୮…

ଅଖିମୁଠି ଅନୁକୂଳ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓୟୁଏଟି ପରିସରରେ ଅଖିମୁଠି ଅନୁକୂଳ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କୃଷିର ବିକାଶ ଓ କୃଷକଙ୍କ ଆର୍ଥିକ ମେରୁଦଣ୍ଡକୁ ମଜବୁତ କରିବା ପାଇଁ ପ୍ରୟାସ ଜାରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri