Home

ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ ଯାତ୍ରା କରିବା ପରେ…

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୨୪ା୫: ଆସନ୍ତା ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଏଥିନିମନ୍ତେ ମେ’ ୨୬ରୁ ଜୁନ୍‌ ୧ ପର୍ଯ୍ୟନ୍ତ ଫର୍ମଫିଲପ୍‌ କରାଯିବ। ଇଚ୍ଛୁକ ଥିବା ଛାତ୍ରୀଛାତ୍ର ଫର୍ମଫିଲପ୍‌ କରି ପରୀକ୍ଷା ଦେଇପାରିବେ।…

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍‌ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ ପୁଣି…

ଅଷ୍ଟ୍ରେଲିଆ, ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ବାଇଡେନ

ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ବୈଠକ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜ ଓ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ଜେମ୍ସ ମରାପେଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସୂଚନା ଇଣ୍ଡୋ-ପାସିଫିକର ରାଷ୍ଟ୍ରୀୟ ସୁରକ୍ଷା ପରିଷଦ ନିର୍ଦ୍ଦେଶକ ଦେଇଛନ୍ତି। ଡକ୍ଟର…

ରାଜ୍ୟ ଜାଗାମିଶନ ଉପଦେଷ୍ଟାଙ୍କ ପୁରୁଷୋତ୍ତମପୁର ଏନ୍ଏସିରେ ସମୀକ୍ଷା 

ପୁରୁଷୋତ୍ତମପୁର, ୨୪/୫(ଡିଏନ୍ଏ) ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ଏନ୍ଏସିକୁ ବୁଧବାର ରାଜ୍ୟ ଜାଗା ମିଶନର ଉପଦେଷ୍ଟା ଶାଶ୍ୱତୀ ମିଶ୍ର ଗ୍ରସ୍ତରେ ଆସି କନକା ଓ କପିଳେଶ୍ବର ବସ୍ତିକୁ ପରିଦର୍ଶନ କରି ଲୋକମାନେ କିପରି ରହୁଛନ୍ତି ତାହାର ସମୀକ୍ଷା କରିବା ସହ ସୁବିଧା ଅସୁବିଧା ନେଇ…

ପ୍ରଧାନମନ୍ତ୍ରୀ ପଦ ପାଇଁ ମୋଦିଙ୍କୁ ଟକ୍କର ଦେଉଛନ୍ତି ରାହୁଲ: ମୋଦି ୪୩ ପ୍ରତିଶତଙ୍କ ପସନ୍ଦ, ରାହୁଲଙ୍କୁ ୩୪ ପ୍ରତିଶତ…

ନୂଆଦିଲ୍ଲୀ,୨୪।୫ : ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ପ୍ରାୟ ୧୯ ଟି ରାଜ୍ୟରେ ପ୍ରଧାନମନ୍ତ୍ରୀ ପଦବୀ ନେଇ ଏକ ସର୍ଭେ କରାଯାଇଥିଲା। ଏହି ସର୍ଭେ ଉଭୟ ଭାଜପା ଏବଂ କଂଗ୍ରେସ ପାଇଁ ଏକ ଖୁସି ଖବର। ବାସ୍ତବରେ ଏହି ସର୍ଭେରେ ପ୍ରଧାନମନ୍ତ୍ରୀ…

ବାଇଡେନଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ ବଂଶୋଭବ

ଓ୍ବାଶିଂଟନ,୨୪ା୫: ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର କରାଯାଇଥିଲା। ଜଣେ ଭାରତୀୟ ବଂଶୋଭବ ହ୍ବାଇଟ୍‌ ହାଉସ୍‌ ଭିତରକୁ ଯାଇ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କ୍ଷମତାକୁ ନେବା…

‘ଉଦ୍ଧବ ଠାକରେ ମୋତେ କଥା ଦେଇଛନ୍ତି…’ ମାତୋଶ୍ରୀରେ ସାକ୍ଷାତକାର ପରେ ଏମିତି କହିଲେ କେଜରିଓ୍ବାଲ

ମୁମ୍ବାଇ,୨୪।୫: ମହାରାଷ୍ଟ୍ରର ମୁମ୍ବାଇରେ ବୁଧବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଭେଟିଛନ୍ତି। ସେଠାରେ ସେ ଶିବସେନା ନେତାଙ୍କୁ ବି ଭେଟିଛନ୍ତି। ସାକ୍ଷାତକାର ପରେ ଏକ ମିଳିତ ପ୍ରେସ କନଫରେନ୍ସରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କହିଛନ୍ତି…

ଥରିଲା ନେପାଳ

କାଠମାଣ୍ଡୁ,୨୪।୫: ପଶ୍ଚିମ ନେପାଳରେ ବୁଧବାର ଏକ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ମପାଯାଇଛି। ଏହାର କେନ୍ଦ୍ର ସ୍ଥଳ ପୂର୍ବ ବଝାଂଗ ଜିଲାରେ ରହିଥିଲା। ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନେପାଳର ରାଷ୍ଟ୍ରୀୟ ଭୂକମ୍ପ କେନ୍ଦ୍ରର…

ପାକିସ୍ତାନର ପର୍ଦ୍ଦାଫାଶ କଲା ଆରଟିଆଇ: ଦଣ୍ଡାଦେଶ ଶେଷ ପରେ ୫୦୦ ଭାରତୀୟ ପାକିସ୍ତାନ ଜେଲରେ ବନ୍ଦୀ…

ନୂଆଦିଲ୍ଲୀ,୨୪।୫ : ପାକିସ୍ତାନୀ ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ କରାଚିର ଏକ ଜେଲରେ ଥିବା ୧୯୮ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ଏକ ଦଳ ମେ ୧୩ରେ ୱାଘା ସୀମାରେ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଥିଲା। ପ୍ରକାଶ ଥାଉକି, ସୂଚନା…

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ନୁହେଁ ଲୋକସଭା ବାଚସ୍ପତି କରନ୍ତୁ ସଂସଦ ଭବନର ଉଦଘାଟନ: ଓୱାଇସି…

ନୂଆଦିଲ୍ଲୀ,୨୪।୫ : ନୂତନ ସଂସଦ ଭବନର ଉଦଘାଟନକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏକ ନୂଆ ପରାମର୍ଶ ଦେଇଛନ୍ତି। ଓୱାଇସି କହିଛନ୍ତି ଉଭୟ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ନୂତନ ସଂସଦ ଗୃହର ଉଦଘାଟନ କରିବା ଉଚିତ…

ସଂସଦ ଅହଂକାରର ଇଟାରେ ନୁହେଁ, ସାମ୍ବିଧାନିକ ମୂଲ୍ୟବୋଧରେ ନିର୍ମିତ ହେବା ଜରୁରୀ,ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପ୍ରତି ଅପମାନ: ରାହୁଲ…

ନୂଆଦିଲ୍ଲୀ,୨୪।୫ : ୨୮ ମେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂତନ ସଂସଦ ଭବନର ଉଦଘାଟନ ନେଇ ବିରୋଧୀ ଦଳଙ୍କ ପକ୍ଷରୁ ଲଗାତାର ସମାଲୋଚନା ଜାରି ରହିଛି। କଂଗ୍ରେସ, ଟିଏମସି, ଏଏପି ସମେତ ୧୯ଟି ବିରୋଧୀ ଦଳ ବୁଧବାର ଉଦଘାଟନ ଉତ୍ସବକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?