ଆଜି ପ୍ରଥମ କ୍ୱାଲିଫାୟର ମ୍ୟାଚ ଖେଳିବେ ସିଏସ୍କେ-ଜିଟି
ଆଇପିଏଲ ୨୦୨୩ର ୧୬ ତମ ସିଜନରେ ମଙ୍ଗଳବାରଠାରୁ ପ୍ଲେ ଅଫ ମ୍ୟାଚ ଖେଳାଯିବ। ତେବେ ଏହି ସିଜନର ପ୍ରଥମ କ୍ୱାଲିଫାୟର ମ୍ୟାଚ ଆଜି ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍କେ)କୁ ଭେଟିବ ଗୁଜୁରାଟ ଟାଇଟାନ୍ସ (ଜିଟି)। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ…
ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ
ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫) ଏବଂ…
‘ମୋଦି ଏୟାରଓ୍ବେଜ’ରେ ସିଡନୀ ପହଞ୍ଚୁଛନ୍ତି ପ୍ରବାସୀ ଭାରତୀୟ
ସିଡନୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ଏବେ ଜାପାନର ହିରୋଶିମା ଏବଂ ପାପୁଆ ନ୍ୟୁ ଗିନି ଦେଇ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ସ୍ବାଗତ କରାଯାଇଛି। ସିଡନୀ ଅଲିମ୍ପିକ ପାର୍କରେ ମୋଦି ହଜାର ହଜାର ପ୍ରବାସୀ ଭାରତୀୟ ବା ଏନଆରଆଇଙ୍କୁ ସମ୍ବୋଧିତ କରିବେ, ଯେଉଁଥିପାଇଁ…
‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି
ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ ତାଙ୍କ ଡେପୁଟି ବା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ…
ପତଞ୍ଜଳିର ଜୀବନ ରକ୍ଷାକାରୀ ଔଷଧ ‘ଗିଲୟ’
ନୂଆଦିଲ୍ଲୀ,୨୩।୫: ବିଗତ କିଛି ବର୍ଷ ହେବ ପତଞ୍ଜଳି ଆୟୁର୍ବେଦର ପ୍ରସିଦ୍ଧ ମେଡିସିନ ଗିଲୟ ରୋଗ ନାଶକାରୀ ଔଷଧ ଭାବେ ବେଶ୍ ପରିଚିତ ହୋଇପାରିଛି। ଏପରିକି ଗୁଡୁଚି (ଗିଲୟ) (ଟିନୋସ୍ପୋରା କର୍ଡିଫୋଲିଆ) ଅମ୍ରିତା ଭାବେ ମଧ୍ୟ ବେଶ୍ ଜଣାଶୁଣା। ବିଶେଷ କରି ଗତ…
୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା
ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ କହିଛନ୍ତି…
ମୋଦିଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ
ପୋର୍ଟ ମୋରେସ୍ବି, ୨୩ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି। ମୋଦିଙ୍କ ବିଶ୍ୱ ନେତୃତ୍ୱର ସ୍ବୀକୃତି ସ୍ବରୂପ ଫିଜି ପ୍ରଧାନମନ୍ତ୍ରୀ ସିଟିଭେନି ରାବୁକା ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଫିଜି ବାହାରର କୌଣସି ବ୍ୟକ୍ତିଙ୍କୁ…
ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍ ଚାଲିନି
ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର ଜିଲାର ଲାଡ୍ନୁନ୍ଠାରେ ରାଜସ୍ଥାନ ଭାଜପା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…
ଗୁଜରାଟ ଦଙ୍ଗା ଡକ୍ୟୁମେଣ୍ଟାରି: ବିବିସିକୁ ହାଇକୋର୍ଟ ସମନ
ନୂଆଦିଲ୍ଲୀ, ୨୩ା୫: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରଡ୍କାଷ୍ଟିଂ କର୍ପୋରେଶନ (ବିବିସି)ର ଡକ୍ୟୁମେଣ୍ଟାରି ବିରୋଧରେ କରାଯାଇଥିବା ମାନହାନି ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହାକୁ ସମନ ଜାରି କରିଛନ୍ତି। ଗୁଜରାଟର ଏନ୍ଜିଓ ଜଷ୍ଟିସ୍ ଫର୍…
ଆସାମରୁ ଏଏଫ୍ଏସ୍ପିଏ ସମ୍ପୂର୍ଣ୍ଣ ଉଠିବ
ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍ଏସ୍ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର…
ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍ ମନ୍ତ୍ରୀ ଭାବେ…
ଫିଲ୍ମ ପର୍ଯ୍ୟଟନ ବୃଦ୍ଧିକୁ ଗୁରୁତ୍ୱ
ଶ୍ରୀନଗର, ୨୩।୫: ଜମ୍ମୁ ଓ କଶ୍ମୀରର ଶ୍ରୀନଗରସ୍ଥିତ ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମେଳନ କେନ୍ଦ୍ରରେ ସୋମବାର ଅତି କଡ଼ା ସୁରକ୍ଷା ମଧ୍ୟରେ ଜି୨୦ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ…

