Home

ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟ ଗଲେ ଅଭିଷେକ

ନୂଆଦିଲ୍ଲୀ, ୨୩ା୫: ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ବିରୋଧରେ ବରିଷ୍ଠ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଜେରା ବିରୋଧରେ ତାଙ୍କ ଆବେଦନର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ରାଜି…

ଇସ୍ରାଏଲ୍‌ ଆକ୍ରମଣରେ ୩ ପାଲେଷ୍ଟିନୀୟଙ୍କ ମୃତ୍ୟୁ

ତେଲ୍‌ ଆଭିଭ, ୨୩ା୫: ଓ୍ବେଷ୍ଟ ବ୍ୟାଙ୍କ୍‌ର ଏକ ଶରଣାର୍ଥୀ ଶିବିର ଉପରେ ସୋମବାର ଭୋର ସମୟରେ ଇସ୍ରାଏଲ୍‌ ସେନା ଆକ୍ରମଣ କରିବାରୁ ୩ ଜଣ ପାଲେଷ୍ଟାଇନ୍‌ ନାଗରିକ ନିହତ ହୋଇଛନ୍ତି। ଇସ୍ରାଏଲ୍‌ର ଏଭଳି କାର୍ଯ୍ୟକୁ ଆମେରିକା ନିନ୍ଦା କରିଛି। ନାବ୍‌ଲୁସ୍‌ ସହର…

ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍‌ଏସ୍‌ଏସ୍‌ ସରକାରରେ…

ପୁଣି ମଣିପୁରରେ ସଂଘର୍ଷ: ଲାଗିଲା କର୍ଫ୍ୟୁ

ଇମ୍ଫାଲ,୨୨।୫: କିଛି ଦିନର ଶାନ୍ତି ପରେ ପୁଣି ମଣିପୁରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ସୋମବାର ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏନେଇ କେତେକ ସ୍ଥାନରେ ପୋଡା ଜଳା ଏବଂ ଭଙ୍ଗାରୁଜା ମଧ୍ୟ…

ମାଠିଆ ପାଣି

ମାଠିଆ ପାଣି ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ପ୍ରାୟ ଅନେକେ ଜାଣନ୍ତି। ତଥାପି ଏଥିରେ ଆହୁରି ଅନେକ ପ୍ରକାର ଭଲ ଗୁଣ ରହିଛି। ଯେହେତୁ ମାଠିଆ ମାଟିରେ ପ୍ରସ୍ତୁତ ହୋଇଥାଏ ତେଣୁ ଏହା ଜୀବାଣୁନାଶକ। ପ୍ରାକୃତିକ ଉପାୟରେ ଏହି…

ଶ୍ରମିକଙ୍କ ମୃତ୍ୟୁରେ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ନେଇ ଧାରଣା

ଢେଙ୍କାନାଳ ଅଫିସ,୨୨ା୫: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଖଡ଼ଗପ୍ରସାଦ ଗ୍ରାମ ନିକଟସ୍ଥ ନବ ଲିମିଟେଡ୍‌ କମ୍ପାନୀରେ ରବିବାର ଅପରାହ୍ନରେ ମାଧବ ବେହେରା (୪୦) ନାମକ ଜଣେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତେବେ ଏହ ଘଟଣାକୁ ନେଇ ସୋମବାର ସକାଳ ୬ଟାରୁ…

ଦ୍ୱିତୀୟ ଦିନରେ ଉଚ୍ଛେଦ କାର୍ଯ୍ୟ

ଭଦ୍ରକ ଅଫିସ,୨୨ା୫: ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାରଠାରୁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟା ସୋମବାର ଦ୍ୱିତୀୟ ଦିନରେ ଚାଲିଛି l ପ୍ରଥମ ଦିନରେ ମୋଚି ଛକଠାରୁ ସନ୍ଥିଆ ପୋଲ ପର୍ଯ୍ୟନ୍ତ ଉଚ୍ଛେଦ…

ନିଦ୍ରାହୀନତା ଓ ଆଲଜିମର୍ସ

ନିଦ୍ରାହୀନତା ଏଭଳି ଏକ ସମସ୍ୟା ଯାହା ପରୋକ୍ଷରେ କେତେକ ରୋଗକୁ ଡାକି ଆଣିଥାଏ। ଯଦି ଏହା ଦୀର୍ଘ ଦିନ ଧରି ଲାଗିରହେ ତେବେ ତାହାର ପ୍ରଭାବ ମସ୍ତିଷ୍କର କାର୍ଯ୍ୟଧାରା ଉପରେ ପଡ଼ିଥାଏ। ଏପରି କି ଏଥିପାଇଁ ଆଲଜିମର୍ସ ଭଳି ସ୍ବାସ୍ଥ୍ୟ ସମସ୍ୟାର…

୨୦୦୦ ଟଙ୍କିଆ ବିମୁଦ୍ରୀକରଣ: ବଢ଼ିଲା ସୁନା ଚାହିଦା, ପେଟ୍ରୋଲ ପମ୍ପରେ ଭିଡ଼…

ନୂଆଦିଲ୍ଲୀ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ଗତ ସପ୍ତାହରେ ଶୁକ୍ରବାର ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ୨୦୧୬ରେ ହୋଇଥିବା ବିମୁଦ୍ରୀକରଣର ସ୍ମୃତିକୁ ଲୋକଙ୍କ ମନରେ ଫେରାଇ ଆଣିଛି। ଯଦିଓ ଏଥର ବିମୁଦ୍ରୀକରଣର ପ୍ରଭାବ ଦୃଶ୍ୟମାନ…

୨୦୨୪ ପୂର୍ବରୁ ୟୁପି ଭାଜପାରେ ମତଭେଦ ପଦାରେ…

ଲକ୍ଷ୍ନୌ,୨୨।୫ : ଉତ୍ତରପ୍ରଦେଶ ବିଧାନସଭା ବାଚସ୍ପତି ସତୀଶ ମହାନା ଗତ ବର୍ଷ ନଭେମ୍ବର ୧୮ ରେ କାନପୁର ମହାନଗରର ସାମଗ୍ରିକ ବିକାଶ ପାଇଁ ଏକ ବୈଠକ ଡାକିଥିଲେ। ବୈଠକ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ତା’ପରେ କାନପୁର ଏମପି ସତ୍ୟଦେବ ପାଚୌରିଙ୍କ…

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର ବିକାଶ…

ପାଇପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ପାଇପ୍‌ ଜଳିଗଲା

ସମ୍ବଲପୁର,୨୨ା୫(ବ୍ୟୁରୋ): ସମ୍ବଲପୁର ଧମା ଥାନା ଗୁଣ୍ଡରପୁରସ୍ଥିତ ପାଇପ୍‌ ଗୋଦାମରେ ସୋମବାର ଭୟାବହ ଅଗ୍ନିକାଣ୍ଡ ହୋଇଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ପାଇପ୍‌ ଜଳିଯାଇଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲଗିଛନ୍ତି। ସୂଚନାନୁସାରେ ଗୁଣ୍ଡରପୁରଠାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?