Home

ସ୍ବାସ୍ଥ୍ୟସେବାରେ ଆସୁନି ସୁଧାର

ବଇଣ୍ଡା,୨୨ା୫ (ଡି.ଏନ.ଏ.): ସ୍ବାସ୍ଥ୍ୟସେବାରେ ସରକାର ଦେଉଛନ୍ତି ଅନେକ ସୁବିଧା। ଏହାର ସୁଯୋଗ ନେବାକୁ ସରକାରୀ ମେଡିକାଲ ଆସୁଛନ୍ତି ରୋଗୀ। ହେଲେ କେଉଁଠି ଦୀର୍ଘବର୍ଷ ହେଲା ଡାକ୍ତର ନାହାନ୍ତି ତ ଆଉ କେଉଁଠି ଆବଶ୍ୟକ ସଂଖ୍ୟକ କର୍ମଚାରୀ ଅଭାବରୁ ମିଳିପାରୁନି ଚିକିତ୍ସା। ଫଳରେ…

ଅଦୃଶ୍ୟ ଠକ ଆତଙ୍କ

ଢେଙ୍କାନାଳ ଅଫିସ,୨୨।୫: ଢେଙ୍କାନାଳରେ ସାଇବର କ୍ରାଇମ୍‌ ବଢ଼ିବାରେ ଲାଗିଛି। ଜିଲାରେ ଗତ ଦେଢ଼ବର୍ଷ ମଧ୍ୟରେ ଏଭଳି ୭୦ଟି ମାମଲା ରୁଜୁ ହୋଇଥିବାବେଳେ ମାତ୍ର ୮ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ଠକମାନେ ଅତି ଚତୁରତାର ସହ ଆକାଉଣ୍ଟ ଖାଲି କରିଦେଉଥିବାବେଳେ…

ବଢ଼ୁଛି କେନ୍ଦୁଝର ଆମ୍ବର ଚାହିଦା

କେନ୍ଦୁଝର,୨୨ା୫ (ସ୍ବ.ପ୍ର): ଏକଦା କେନ୍ଦୁଝରବାସୀ କଲମି ସୁସ୍ବାଦୁ ଆମ୍ବ ପାଇଁ ବାହାର ରାଜ୍ୟ ଉପରେ ନିର୍ଭର କରୁଥିଲେ। ଏବେ ଚିତ୍ର ବଦଳି ଯାଇଛି, କେନ୍ଦୁଝର ଆମ୍ବ ବାହାର ରାଜ୍ୟକୁ ଚାଲାଣ ହେଉଛି। ମାତ୍ର ଏଥିରେ ବାହାର ରାଜ୍ୟର ବ୍ୟବସାୟୀ ଲାଭବାନ ହେଉଥିବା…

୨୦୦୦ ଟଙ୍କିଆ ନୋଟ ଆଣିବାକୁ ଚାହୁଁ ନ ଥିଲେ ମୋଦି: ପୂର୍ବତନ ମୁଖ୍ୟ ଶାସନ ସଚିବ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ନୃପେନ୍ଦ୍ର ମିଶ୍ର କହିଛନ୍ତି ୨୦୧୬ ମସିହାରେ ବିମୁଦ୍ରୀକରଣ ଘଟିବା ପରେ ମଧ୍ୟ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କିଆ ନୋଟ ଆଣିବା ସପକ୍ଷରେ ନ ଥିଲେ। କାରଣ ସେ ଅନୁଭବ…

ସମସ୍ୟା ଘେରରେ ପୂର୍ଣ୍ଣବାସୀ କଲୋନୀ ରାଜୀବ ଆବାସ

ବ୍ରହ୍ମପୁର ଅଫିସ,୨୨ା୫: ସହରର ବସ୍ତି ବାସିନ୍ଦାଙ୍କୁ ଥଇଥାନ ପାଇଁ ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରର ୧୨ଟି ସ୍ଥାନରେ ରାଜୀବ ଆବାସ ଆପାର୍ଟମେଣ୍ଟ ନିର୍ମାଣ କରାଯାଇଛି। ଯେଉଁଠାରେ ବସ୍ତି ବାସିନ୍ଦାମାନେ ରହିବାର ସୁଯୋଗ ପାଇଛନ୍ତି। ସୂଚନାଥାଉ କି, ବିଇଏମସି ପକ୍ଷରୁ…

ଗାଇସିଲେଟ ଥାନା ଆଇଆଇସିଙ୍କ ବାସଭବନରେ ଭିଜିଲାନ୍ସ ଚଢ଼ାଉ

ବରଗଡ଼ ଅଫିସ,୨୨ା୫: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ସକାଳୁ ଭିଜିଲାନ୍ସ ପକ୍ଷରୁ ବରଗଡ଼ ଜିଲା ଗାଇସିଲେଟ ଥାନା ଆଇଆଇସି ବୀରବର ଭଗତଙ୍କ ବାସଭବନରେ ଚଢ଼ାଉ ଚାଲିଛି। ଭଗତଙ୍କ ସମ୍ବଲପୁର ଜିଲା ଅଇଁଠାପାଲି ଥାନା ଅନୁଗୁଳିଆପଡ଼ା ବାସଭବନ ଗାଇସିଲେଟ ଥାନା…

ବ୍ରହ୍ମପୁର ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ବିଳମ୍ବ

ଛତ୍ରପୁର,୨୨ା୫(ଡି.ଏନ.ଏ): ଗଞ୍ଜାମ ଜିଲାରେ ପ୍ରସ୍ତାବିତ ବ୍ରହ୍ମପୁର ବାଇପାସ ରିଙ୍ଗ୍‌ ରୋଡ୍‌ ନିର୍ମାଣରେ ଅହେତୁକ ବିଳମ୍ବ ହୋଇଛି। ୧୦ ବର୍ଷ ପରେ ବି ଏହି ରିଙ୍ଗ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ଶେଷ ହୋଇପାରିନାହିଁ। ମୁଖ୍ୟତଃ ଘରୋଇ ଜମି ଅଧିଗ୍ରହଣ ସମସ୍ୟା ଦେଖାଦେଇଆସୁଛି। ଫଳରେ…

ଭଦ୍ରକ ସହରରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ ଅଫିସ, ୨୨।୫: ବହୁ ବାଦବିବାଦ ପରେ ଭଦ୍ରକ ସହରର ମୋଚି ଛକଠାରୁ ଭଦ୍ରକାଳୀ ଭାୟା ପୁରୁଣାବଜ଼ାର ରାସ୍ତା ନିର୍ମାଣ ପାଇଁ ରବିବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି। ମୋଚି ଛକଠାରୁ ଉଚ୍ଛେଦ ଆରମ୍ଭ ହୋଇଥିବା ବେଳେ…

ଉଡ଼ିଲା ଘର ଛପର

ଢେଙ୍କିକୋଟ,୨୨ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ପଞ୍ଚାୟତରେ ରବିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା, ଝଡ଼ ତୋଫାନ ହୋଇଥିଲା। ଅନେକ ଗଛ ଭାଙ୍ଗିବା ସହ ଘରର ଛପର ଉଡ଼ିଯାଇଥିଲା। ଢେଙ୍କିକୋଟ୍‌ ପଞ୍ଚାୟତ, ଲଙ୍ଗଳକଣ୍ଟି ଗ୍ରାମ, ଢେଙ୍କିକୋଟ ଗ୍ରାମ, ବଡ଼ମସିଣାବିଲା ପଞ୍ଚାୟତ ପେଚା ସାହିରେ…

ବିଶ୍ୱ ସୁରକ୍ଷା ପାଇଁ ଚାଇନା ସବୁଠାରୁ ବଡ ଆହ୍ବାନ…

ଟୋକିଓ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟିଶ ପ୍ରତିପକ୍ଷ ଋଷି ସୁନକଙ୍କ ସହ ଆଲୋଚନା ବେଳେ ଭାରତ-ୟୁକେ ଏଫଟିଆର ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନାରେ ଅଗ୍ରଗତି ସହିତ ଦ୍ୱିପାକ୍ଷିକ ରଣନୀତିକ ଭାଗିଦାରୀ ସମୀକ୍ଷା କରିଛନ୍ତି। ଏହି ସମୟ ମଧ୍ୟରେ ବାଣିଜ୍ୟ ଏବଂ…

ପ୍ରଶାସନ ଶୁଣିଲାନି, ରାସ୍ତା ତିଆରି କଲେ ଗ୍ରାମବାସୀ

ଲଙ୍ଗଳେଶ୍ୱର,୨୨।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଅଧୀନ ସାଉଡ଼ି ପଞ୍ଚାୟତର ମନସା ଛକ ରାସ୍ତାକୁ ଗ୍ରାମବାସୀ ନିଜ ଉଦ୍ୟମରେ ତିଆରି କରିଛନ୍ତି। ଜଣେ ପୂର୍ବତନ ସରପଞ୍ଚ କଂକ୍ରିଟ୍‌ ରାସ୍ତାକୁ ବିଳମ୍ବିତ ରାତିରେ ଜେସିବି ଲଗାଇ ଉଚ୍ଛେଦ କରିଦେବା ପରେ ଦୀର୍ଘ ମାସ…

ମୁକ୍ତ ବାଣିଜ୍ୟ ଆଲୋଚନା ଆଗେଇବ: ମୋଦି-ସୁନକ ଦେବେ ଚୂଡ଼ାନ୍ତ ରୂପ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ବ୍ରିଟିଶ ପ୍ରତିପକ୍ଷ ଋଷି ସୁନକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫଟିଏ) ଆଲୋଚନାକୁ ସମୀକ୍ଷା କରିଛନ୍ତି। ଏହି ଆଲୋଚନାକୁ ତ୍ୱରାନୱିତ କରିବାକୁ ଏବଂ ଜାପାନରେ ଆଲୋଚନା ସମୟରେ ଏକ ଉଚ୍ଚାଭିଳାଷୀ ଏବଂ ପାରସ୍ପରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?