ବିଶ୍ୱନାଥ ଦାସଙ୍କ ନାଁରେ ହେଉ ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍
ବ୍ରହ୍ମପୁର ଅଫିସ,୧୩ା୩: ଶତାଧିକ ବର୍ଷ ତଳେ ବ୍ରିଟିଶ୍ ଶାସନରେ ହୋଇଥିବା ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ (ବିମାନ ପଡ଼ିଆ) ଗଞ୍ଜାମ ଜିଲାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ଉତ୍ତରପ୍ରଦେଶର ପ୍ରାକ୍ତନ ରାଜ୍ୟପାଳ ଏବଂ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କ ନାଁରେ ନାମିତ କରିବାକୁ ପୂର୍ବତନ…
ବ୍ରହ୍ମପୁର ପୋଲିସ ଜିଲାରେ ରହିଛି ୧୦ ବ୍ଲାକ୍ସ୍ପଟ୍
ବ୍ରହ୍ମପୁର ଅଫିସ,୧୩ା୩: ବ୍ରହ୍ମପୁର ସହର ଓ ଏହା ପାଖ ଦେଇ ଯାଇଥିବା ୧୬ନମ୍ବର ଜାତୀୟ ରାଜପଥ ଓ ୫୯ ନମ୍ବର ରାଜ୍ୟ ରାଜପଥ ଏବେ ଦୁର୍ଘଟଣା ପ୍ରବଣ ହୋଇପଡ଼ିଛି। ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ ବ୍ଲାକ୍ସ୍ପଟ୍ (ଦୁର୍ଘଟଣା ପ୍ରବଣ ଅଞ୍ଚଳ)ରେ…
ଗୋରୁ ଖାଉଛନ୍ତି ମୋ ଛତୁଆ
ଭୋଗରାଇ, ୧୩ା୩(ଡି.ଏନ.ଏ.): ରାଜ୍ୟ ସରକାର ଶିଶୁ, ପ୍ରସୂତି ଓ ଗର୍ଭବତୀଙ୍କ ସୁସ୍ବାସ୍ଥ୍ୟ ପାଇଁ ପୁଷ୍ଟିଯୁକ୍ତ ଖାଦ୍ୟ ଛତୁଆ, ଲଡ଼ୁ ଓ ସୁଜି ଆଦି ସୁଷମ ଖାଦ୍ୟସାମଗ୍ରୀ ବିନା ଶୁଳ୍କରେ ସମନ୍ବିତ ଶିଶୁ ମହିଳା ବିକାଶ ବିଭାଗକୁ ସୁଚାରୁ ରୂପେ ବଣ୍ଟନ ଦାୟିତ୍ୱ…
୪ ଗ୍ରାମକୁ ରାଜସ୍ବ ମାନ୍ୟତା
ଠାକୁରମୁଣ୍ଡା,୧୩।୩ (ଡି.ଏନ.ଏ.): ମୟୂରଭଞ୍ଜ ଜିଲାରେ ପ୍ରଥମ ଥର ପାଇଁ ୪ଟି ଜଙ୍ଗଲ ଗାଁ ରାଜସ୍ବ ଗ୍ରାମ ଘୋଷଣା ପାଇଁ ବିଭାଗୀୟ ସ୍ବୀକୃତି ପାଇଛି। ଠାକୁରମୁଣ୍ଡା ବ୍ଲକ୍ର ଭଳିଆଡ଼ାଳ ପଞ୍ଚାୟତରେ ୪ ଗ୍ରାମ ଅବସ୍ଥିତ। ଜଙ୍ଗଲ ଗ୍ରାମକୁ ରାଜସ୍ବ ଗ୍ରାମ ପାଇଁ ରାଜସ୍ବ…
ଶତକୀୟ ଇନିଂସ ସମୟରେ ଅସୁସ୍ଥ ଥିଲେ କୋହଲି: ଅନୁଷ୍କା କଲେ ଖୁଲାସା
ଅହମ୍ମଦାବାଦ,୧୩।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିରାଟ କୋହଲି ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରର ୭୫ତମ ଶତକ ହାସଲ କରିଥିଲେ। ଅଷ୍ଟ୍ରେଲିଆ ବିପକ୍ଷ ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ବିରାଟ ୧୮୬ ରନ ସଂଗ୍ରହ କରିଥିଲେ। ସେ ଦ୍ୱିଶତକ ହାସଲ କରିବାରେ ବଞ୍ଚିତ…
ଦିବ୍ୟାଙ୍ଗଙ୍କ ବଗିଚା, ପରିବା ଚାଷ ନଷ୍ଟ
ପାଟଣା,୧୩ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଧନୁର୍ଯ୍ୟୟପୁର ଗାଁର ପଟାସ ଜଙ୍ଗଲରେ ଲାଗିଥିବା ନିଆଁ ଗାଁକୁ ମାଡ଼ିଯାଇଛି। ନିଆଁ ଲାଗି ଗ୍ରାମର ଦିବ୍ୟାଙ୍ଗ ଚାଷୀ ରଇବୁ ମହାନ୍ତଙ୍କ କଦଳୀ ବଗିଚା ସହ ପନିପରିବା ଚାଷ ନଷ୍ଟ ହୋଇଯାଇଛି। ଏଥିସହ ଆଖୁ…
ରାଏବରେଲି ଏବଂ ଆମେଠି ସିଟ ନିଜ ପାଖରେ ରଖିବେ ଗାନ୍ଧୀ ପରିବାର…
ନୂଆଦିଲ୍ଲୀ,୧୩।୩ : ଉତ୍ତରପ୍ରଦେଶରେ ଗାନ୍ଧୀ-ନେହେରୁ ପରିବାରର ବୋଲି ବିବେଚନା କରାଯାଉଥିବା ରାଏବରେଲି ଏବଂ ଆମେଠି ଲୋକସଭା ଆସନକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା ଚାଲିଛି। ରାଏ ବରେଲିଙ୍କରୁ ସୋନିଆ ଗାନ୍ଧୀ ଲଢ଼ିବେ କି ନାହିଁ? ରାହୁଲ ଆମେଠି ସମ୍ପର୍କରେ କେଉଁ ନିଷ୍ପତ୍ତି…
ଜଳୁଛି କୁଲଡ଼ିହା, ଦେବଗିରି
ନୀଳଗିରି/ସୋର, ୧୩।୩(ସ୍ବ.ପ୍ର./ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟ ଓ ସୋର ତହସିଲ ଅଧୀନ ଦେବଗିରି ପାହାଡ଼ରେ ନିଆଁ ଜଳୁଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛି ବନବିଭାଗ। ଆଜକୁ ୩ଦିନ ହେବ ନିଆଁ ଲାଗି କୁଲଡ଼ିହା ଅଭୟାରଣ୍ୟ ୨୭୨.୭୫…
ପ୍ରଳୟଙ୍କରୀ ଭୂମିକମ୍ପ
ନିକଟରେ ବିଶ୍ୱର ବିଭିନ୍ନ ସ୍ଥାନରେ ଭୂମିକମ୍ପ ଅନୁଭୂତ ହେଉଛି। ମଧ୍ୟପ୍ରାଚ୍ୟ ଭୂଖଣ୍ଡ ତୁର୍କୀ-ସିରିଆର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ବଡ଼ଧରଣର ପ୍ରଳୟଙ୍କରୀ ଭୂମିକମ୍ପ ଅନୁଭୂତ ହୋଇଯାଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ଥିଲା ୭.୮। ଏହି ଭୂମିକମ୍ପର ପ୍ରଭାବ ପଡୋଶୀ ରାଷ୍ଟ୍ର ଲେବାନନ୍…
ତାଇଓ୍ବାନର ସ୍ବାଧୀନତାକୁ ବିରୋଧ କରିବ ଚାଇନା: ଜିନପିଙ୍ଗ…
ବେଜିଂ,୧୩।୩ : କମ୍ୟୁନିଷ୍ଟ ପାର୍ଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ କହିଛନ୍ତି ଯେ ସ୍ବାଧୀନତା ନେଇ ତାଇୱାନରେ ହେଉଥିବା ପରିବର୍ତ୍ତନକୁ ସେ ବିରୋଧ କରିବେ। ଏକ ସପ୍ତାହ ଧରି ଚାଲିଥିବା ବୈଠକ ଶେଷରେ ଜିନପିଙ୍ଗ କହିଛନ୍ତି ତାଇୱାନର…
ସୁସ୍ଥ ପରିବେଶ ଓ ଦୀର୍ଘାୟୁ ଜୀବନ
ସାରା ବିଶ୍ୱରେ ଦୈନନ୍ଦିନ ଜଳବାୟୁର ପରିବର୍ତ୍ତନ ସହ ଜନସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଉଛି। ଅନ୍ୟପକ୍ଷରେ ଆଜିର ଜନତା ଆଧୁନିକତା ପ୍ରତି ମାତ୍ରାଧିକ ଆକୃଷ୍ଟ ହେବା ସହ ଚାକଚକ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଉଛି। ବର୍ତ୍ତମାନ ପ୍ରକୃତି ଓ ପରିବେଶ ଏହାଦ୍ୱାରା…
ରାଷ୍ଟ୍ରପତି ନିର୍ବାଚନ: ତୁର୍କୀ ଗାନ୍ଧୀ-ଏର୍ଦୋଗନ ମୁକାବିଲା…
ଇସ୍ତାନବୁଲ,୧୩।୩ : ତୁର୍କୀରେ ଭୂକମ୍ପ ପ୍ରଭାବିତ ତୁର୍କୀରେ ଚଳିତ ବର୍ଷ ମେ ୧୪ ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିପକ୍ଷର ୬ଟି ଦଳ ମୁଖ୍ୟ ଧର୍ମନିରପେକ୍ଷ ବିରୋଧୀ ରିପବ୍ଲିକାନ ପିପୁଲ୍ସ ପାର୍ଟି (ସିଏଚପି) ର ନେତା କେମଲ କିଲିକଡାରୋଗ୍ଲୁଙ୍କୁ…
Archives


