ସ୍ବସ୍ତି, ପିଟର ପାଇବେ ଓସ୍ଜା ପୁରସ୍କାର
ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରତିଭାସମ୍ପନ୍ନ ସାଇକ୍ଲିଷ୍ଟ ସ୍ବସ୍ତି ସିଂ ଏବଂ ପୂର୍ବତନ ହକି ଖେଳାଳି ପିଟର ତିର୍କୀ ଚଳିତ ବର୍ଷର ଓସ୍ଜା (ଓଡ଼ିଶା ସ୍ପୋଟର୍ସ ଜର୍ନାଲିଷ୍ଟ ଆସୋସିଏଶନ) ବାର୍ଷିକ କ୍ରୀଡ଼ା ପୁରସ୍କାର ପାଇବେ। ଗତବର୍ଷର ସଫଳତା ପାଇଁ ସ୍ବସ୍ତିଙ୍କୁ…
ଏକ ଲକ୍ଷରୁ ଅଧିକ ପ୍ରିଟର୍ମ ଶିଶୁଙ୍କ ସଫଳ ଚିକିତ୍ସା
ଭୁବନେଶ୍ୱର,୧୩।୩(ବ୍ୟୁରୋ): ଏଲଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ୍ (ଏଲଭିପିଇଆଇ) ସମୟ ପୂର୍ବରୁ ଜନ୍ମିତ ଶିଶୁ ବା ପ୍ରିଟର୍ମ ଶିଶୁଙ୍କୁ ସଫଳତାର ସହ ଆବଶ୍ୟକ ଚିକିତ୍ସା ଯୋଗାଇଛି। ଏପରିକି ଏଲଭିପିଇଆଇର ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ୟୁନିଟ ନେଟ୍ୱର୍କ ସେଣ୍ଟରଗୁଡ଼ିକରେ ସମୟ ପୂର୍ବରୁ ଜନ୍ମିତ…
ପୂର୍ବାଞ୍ଚଳରୁ ପ୍ରତିନିଧିତ୍ୱ କରିବ କିସ୍
ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଆସୋସିଏଶନ ଅଫ୍ ଇଣ୍ଡିଆନ ୟୁନିଭର୍ସିଟିଜ୍ ସହଯୋଗରେ ଚେନ୍ନାଇସ୍ଥିତ ଏଏମ୍ଇଟି ବିଶ୍ୱବିଦ୍ୟାଳୟ ପରିସରରେ ଚଳିତ ମାସ ୧୪ରୁ ସର୍ବଭାରତୀୟ ଆନ୍ତଃ ଜୋନ୍ ବିଶ୍ୱବିଦ୍ୟାଳୟ ଚେସ୍ (ପୁରୁଷ) ଚାମ୍ପିୟନଶିପ୍ ଆରମ୍ଭ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତାରେ ପୂର୍ବାଞ୍ଚଳ ପକ୍ଷରୁ…
ଖେଲୋ ଇଣ୍ଡିଆ ଦଶ୍ କା ଦମ୍ ଭାରୋତ୍ତୋଳନ
ଭୁବନେଶ୍ୱର, ୧୩ା୩ (ସ୍ପୋଟର୍ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ଖେଲୋ ଇଣ୍ଡିଆ ଏକାଡେମୀରେ ଖେଲୋ ଇଣ୍ଡିଆ ଦଶ୍ କା ଦମ୍ ଭାରୋତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେବଳ ଖୋର୍ଦ୍ଧା ଜିଲାରୁ ୨୨ଜଣ ବିଭିନ୍ନ ବିଭାଗରେ ଅଂଶଗ୍ରହଣ କରିଥିଲେ। ଅନ୍ତର୍ଜାତୀୟ…
ରହସ୍ୟ ଘେରରେ ସରପଞ୍ଚ ଦୀପାଙ୍କ ମୃତ୍ୟୁ
ସାକ୍ଷୀଗୋପାଳ,୧୩।୩(ସ୍ବ.ପ୍ର.): ପୁରୀ ଜିଲା ନିମାପଡ଼ାର ଡେଲ୍ଟା ଛକରେ ସରପଞ୍ଚ ଦୀପା ବେହେରା(୩୨)ଙ୍କ ମୃତ୍ୟୁ ଘଟଣାକୁ ନେଇ ରହସ୍ୟ ବଢିବାରେ ଲାଗିଛି। ସଡ଼କ ଦୁର୍ଘଟଣାରେ ଦୀପାଙ୍କ ମୃତ୍ୟୁ ଘଟିଛି ନା ତାଙ୍କୁ ଯୋଜନାବଦ୍ଧ ଭାବେ ଗାଡ଼ି ଚଢ଼ାଇ ମାରିଦିଆଯାଇଛି ତାହା ଏବେ ସାଧାରଣରେ…
ଫିଫା କଂଗ୍ରେସରେ ଯୋଗଦେବେ ଅଭିଜିତ୍
ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଫିଫା କଂଗ୍ରେସର ୭୩ତମ ସଂସ୍କରଣ ର୍ବାଣ୍ଡାର କିଗାଲିଠାରେ ଚଳିତ ମାସ ୧୬ ତାରିଖରେ ଅନୁଷ୍ଠିତ ହେବ। ସର୍ବଭାରତୀୟ ଫୁଟ୍ବଲ ଫେଡେରେଶନ (ଏଆଇଏଫ୍ଏଫ୍) କାର୍ଯ୍ୟକାରିଣୀ ସଦସ୍ୟ ତଥା ଡେଭେଲପ୍ମେଣ୍ଟ କମିଟି ଚେୟାରମ୍ୟାନ ଏବଂ ଫୁଟ୍ବଲ ଆସୋସିଏଶନ ଅଫ୍…
ବାପିଙ୍କୁ ସ୍ବର୍ଣ୍ଣ, ଓଡ଼ିଶାକୁ ୫ ପଦକ
ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): କର୍ନାଟକର ଉଡୁପ୍ପିଠାରେ ଅନୁଷ୍ଠିତ ୧୮ତମ ଜାତୀୟ ୟୁଥ୍ (୧୮ ବର୍ଷରୁ କମ୍) ଆଥଲେଟିକ୍ ଚାମ୍ପିୟନଶିପ୍ର ଅନ୍ତିମ ଦିବସ ରବିବାର ଓଡ଼ିଶାକୁ ୩ ପଦକ ମିଳିଛି। ଫଳରେ ଓଡ଼ିଶାର ପଦକ ସଂଖ୍ୟା ମୋଟ୍ ୫ରେ ପହଞ୍ଚତ୍ଛି। ବାପି…
ନୋ ପାର୍କିଂ ଜୋନ୍ରେ ଗାଡ଼ି
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ରାଜମହଲରୁ ଏଜି ଓ ଏଜିରୁ ରାଜମହଲ ଉଭୟ ରାସ୍ତାରେ ଯାନବାହାନ ପାର୍କିଂକୁ ବେଆଇନ୍ କରାଯାଇଛି। ଏଠାରେ ଗାଡ଼ି ପାର୍କିଂ ନ କରିବାକୁ ବିଏମ୍ସି ଓ ଟ୍ରାଫିକ ପୋଲିସ ପକ୍ଷରୁ ସଚେତନ କରାଯାଉଛି। ଏପରିକି ସେଠାରେ ନୋ ପାର୍କିଂଜୋନ୍ର ବୋର୍ଡ…
‘ସ୍ଥାୟୀ ସମାଧାନ ସନ୍ଧାନ ଦିଗରେ ପ୍ରତିବଦ୍ଧ’
ନୂଆଦିଲ୍ଲୀ,୧୩।୩: ଦ ନଜ୍ ସେଂଟର୍ ଫର୍ ସୋସିଆଲ ଇନୋଭେଶନ ଓ ଆଶୀର୍ବାଦ ପାଇପ୍ସ ପକ୍ଷରୁ ଭାରତ ସରକାରଙ୍କ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତାଙ୍କ କାର୍ଯ୍ୟାଳୟ ସହଭାଗିତାରେ ଆଶୀର୍ବାଦ ୱାଟର ଚ୍ୟାଲେଞ୍ଜର ୭ଜଣ ଫାଇନାଲିଷ୍ଟଙ୍କ ନାମ ନିକଟରେ ଘୋଷଣା କରାଯାଇଛି। ବିଶେଷ କରି ଶ୍ରେଷ୍ଠ…
ଏଚ୍ଏମ୍ଏସ୍ଆଇର ନୂତନ ମଡେଲ ଉନ୍ମୋଚିତ
ନୂଆଦିଲ୍ଲୀ,୧୩।୩: ଦେଶର ପ୍ରମୁଖ ଦୁଇ ଚକିଆ ଯାନ ନିର୍ମାତା ‘ହୋଣ୍ଡା ମୋଟରସାଇକେଲ୍ ଆଣ୍ଡ୍ ସ୍କୁଟର୍ ଇଣ୍ଡିଆ’ (ଏଚ୍ଏମ୍ଏସ୍ଆଇ) ପକ୍ଷରୁ ୨ଟି ଅତ୍ୟାଧୁନିକ ମଡେଲର ସର୍ବ ଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଓବିଡି ୨ବି ନିୟମ ପାଳନ କରୁଥିବା ୨୦୨୩…
ଆଜିଠୁ ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ
ଭୁବନେଶ୍ୱର,୧୩।୩ (ବ୍ୟୁରୋ): ଜାତୀୟ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ୨୦୨୩ ସୋମବାରଠାରୁ ୟୁନିଟ୍ -୧ ଆଦିବାସୀ ପଡ଼ିଆଠାରେ ଆରମ୍ଭ ହେବ। ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଅନୁସୂଚିଜ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ…
ଏଏସ୍ବିଏମ୍ ବିଶ୍ୱବିଦ୍ୟାଳୟରେ ଜାତୀୟ ଆଇନ୍ କର୍ମଶାଳା
ଭୁବନେଶ୍ୱର,୧୩।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଏଏସ୍ବିଏମ୍ ବିଶ୍ୱବିଦ୍ୟାଳୟରେ ‘ପରିବର୍ତ୍ତନଶୀଳ ଜଗତରେ ନ୍ୟାୟପାଳିକାର ଭୂମିକା’ ଶୀର୍ଷକ ବିଷୟବସ୍ତୁ ଉପରେ ପ୍ରଥମ ଜାତୀୟ ଆଇନ୍ କର୍ମଶାଳା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟର ପ୍ରାକ୍ତନ ବିଚାରପତି ଅନଙ୍ଗ କୁମାର…
Archives


