Home

ଜି ପରମେଶ୍ୱର, ଏମ ବି ପାଟିଲଙ୍କ ସମେତ ସିଦ୍ଦାରାମାୟାଙ୍କ ସରକାରରେ ୧୧ ନେତା ହୋଇପାରନ୍ତି ମନ୍ତ୍ରୀ

ବେଙ୍ଗାଲୁରୁ,୧୮।୫: କର୍ନାଟକରେ ସରକାର ଗଠନ କରିବାକୁ ନେଇ କଂଗ୍ରେସ ପକ୍ଷରୁ ଗୁରୁବାର ଅଫିସିୟାଲି ଘୋଷଣା କରାଯାଇଛି। ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦାରାମାୟା ଓ ଉପମୁଖ୍ୟମନ୍ତ୍ରୀ ଭାବେ ଡିକେ ଶିବକୁମାରଙ୍କ ନାମ ଘୋଷଣା କରାଯାଇଛି। କର୍ନାଟକ କ୍ୟାବିନେଟର ସମ୍ଭାବିତ ମନ୍ତ୍ରୀଙ୍କ ସୂଚୀ…

ଘରେ ଆତଙ୍କବାଦୀଙ୍କୁ ଲୁଚାଇ ରଖିଥିବା ଅଭିଯୋଗରେ ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି ଇମ୍ରାନ

ଇସଲାମାବାଦ,୧୮।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତହରିକ-ଏ-ଇନସାଫ(ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାଁଙ୍କ ସମସ୍ୟା ବଢିବାରେ ଲାଗିଛି। ଇମ୍ରାନଙ୍କ ଲାହୋର ସ୍ଥିତ ବାସଭବନରେ ବାହାର ପୋଲିସ ବୁଧବାରଠାରୁ ଡେରା ପକାଇଛି। ପୋଲିସ ତାଙ୍କୁ ଯେ କୌଣସି ମୁହୂର୍ତ୍ତରେ ଗିରଫ କରିପାରେ। ପୋଲିସ…

୧୦ ହଜାର କୋଟି ସରକାରୀ ଟଙ୍କାର ହିସାବ ମିଳୁନି

ରାଞ୍ଚି,୧୮ା୫: ଝାଡ଼ଖଣ୍ଡରେ ସବୁବେଳେ ଯୋଜନା ନାମରେ ସରକାରୀ ପାଣ୍ଠି ଲୁଟ୍‌ ହେଉଥିବା ଖବର ଚର୍ଚ୍ଚାରେ ରହିଥାଏ। କିନ୍ତୁ ଏଥର ଯାହା ପ୍ରକାଶ ପାଇଛି ତାହା ଅଧିକ ଆଶ୍ଚର୍ଯ୍ୟଜନକ। ବିଭାଗ ପାଇଁ ସ୍ଥିର ହୋଇଥିବା ବଜେଟର ୧୦୦୦୦ କୋଟି ଟଙ୍କା କେଉଁଠାରେ ଖର୍ଚ୍ଚ…

‘ଜେଲରେ ୩୫ କିଲୋ ଓଜନ କମିଗଲାଣି, କଙ୍କାଳ ହୋଇଗଲେଣି…’, ଜାମିନ ପାଇଁ ସୁପ୍ରିମକୋର୍ଟଙ୍କୁ ଗୁହାରି କଲେ ସତ୍ୟେନ୍ଦ୍ର ଜୈନ

ନୂଆଦିଲ୍ଲୀ,୧୮।୫: ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗୁରୁବାର ଦିଲ୍ଲୀର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଆବେଦନ ଉପରେ ଶୁଣାଣି କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ଜବାବ ମାଗିଛନ୍ତି। ସତ୍ୟେନ୍ଦ୍ର ଜୈନ ମନି ଲଣ୍ଡରିଂ ମାମଲାରେ ଗତ କିଛି ମାସ ହେବ ଦିଲ୍ଲୀର ତିହାର ଜେଲରେ…

ଏହି ଫିଲ୍ମର ଗୋଟିଏ ସିନ୍‌ ପାଇଁ ନଷ୍ଟ ହୋଇଥିଲା ୮୪ ଲକ୍ଷ ଲିଟର ପାଣି

ମୁମ୍ବାଇ: ବଲିଉଡ୍‌ରେ ଏପରି ଅନେକ ଫିଲ୍ମ ଅଛି, ଯାହାର ଗୋଟିଏ କିମ୍ବା ଦୁଇଟି ସିନ୍‌ ଏମିତି ହୋଇଥାଏ ଯାହାକୁ ଦର୍ଶକେ ସବୁଦିନ ପାଇଁ ମନେ ରଖିଥାନ୍ତି। ଏପରି ଏକ ଫିଲ୍ମ ହେଉଛି ପ୍ରିୟଦର୍ଶନଙ୍କ ‘ଦେ ଦନା ଦନ’। ଯାହା ୨୦୦୯ରେ ରିଲିଜ…

ବିହାରରେ ହେବନାହିଁ ଜାତି ଜନଗଣନା, ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୫: ବିହାରରେ ଜାତି ଜନଗଣନାକୁ ନେଇ ଗୁରୁବାର ନୀତୀଶ ସରକାରଙ୍କୁ ସୁପ୍ରିମକୋର୍ଟ ପକ୍ଷରୁ ଏକ ଝଟକା ଲାଗିଛି। ସୁପ୍ରିମକୋର୍ଟ ଜାତି ଆଧାରିତ ଜନଗଣନା ସମ୍ପନ୍ଧିତ ଆବେଦନ ଉପରେ ଶୁଣାଣି କରି ପାଟନା ହାଇକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି। ଏବେ ଏହି ମାମଲାର…

ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳରେ ଆଉ ଏକ ପରିବର୍ତ୍ତନ, ବଦଳିଲା ଏସପି ସିଂ ବଘେଲଙ୍କ ବିଭାଗ

ନୂଆଦିଲ୍ଲୀ,୧୮।୫: କେନ୍ଦ୍ରୀୟ ମନ୍ତ୍ରିପରିଷଦରେ ଗୁରୁବାର ହଠାତ୍‌ ପରିବର୍ତ୍ତନ କରାଯାଇଛି। ପ୍ରଥମେ କିରେନ ରିଜିଜୁ ଓ ଏବେ ଆଇନ ରାଜ୍ୟମନ୍ତ୍ରୀ ଏସପି ସିଂ ବଘେଲଙ୍କ ମନ୍ତ୍ରଣାଳୟ ବଦଳାଇ ଦିଆଯାଇଛି।ଏବେ ତାଙ୍କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ରାଜ୍ୟମନ୍ତ୍ରୀ ଦାୟିତ୍ୱ ଦିଆଯାଇଛି। ଯେହେତୁ ଆଇନ ମନ୍ତ୍ରଣାଳୟରେ ଅର୍ଜୁନ…

କର୍ନାଟକରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବାବୁ ଦାବି କଲା କଂଗ୍ରେସ

ବେଙ୍ଗାଲୁରୁ,୧୮।୫: କର୍ନାଟକରେ କଂଗ୍ରେସ ବିଧାୟକ ଜି ପରମେଶ୍ୱର ଗୁରୁବାର ଦଳର ପ୍ରତିନିଧି ଭାବେ ରାଜଭବନ ଯାଇ ରାଜ୍ୟପାଳ ଥାଭାରଚନ୍ଦ ଗହଲୋଟଙ୍କୁ ସାକ୍ଷାତ୍‌ କରିଛନ୍ତି। ବିଧାନସଭା ନିର୍ବାଚନରେ ବହୁମତ ପାଇବା ପରେ କଂଗ୍ରେସ ପକ୍ଷରୁ ସରକାର ଗଠନ କରିବାକୁ ଦାବି କରିଛନ୍ତି ପରମେଶ୍ୱର।…

ମାଟ୍ରିକ ପରୀକ୍ଷା ଫଳ: କୋରାପୁଟ ଜିଲାରେ ୯୫.୩୨ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ

କୋରାପୁଟ,୧୮ା୫(ସ୍ବ.ପ୍ର.): ଗୁରୁବାର ପୁର୍ବାହ୍ନରେ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ କୋରାପୁଟ ଜିଲାର ୯୫.୩୨ ପ୍ରତିଶତ ଛାତ୍ରୀଛାତ୍ର କୃତକାର୍ଯ୍ୟ ହାଇଥିବା ଜଣାପଡିଛି। ଚଳିତ ମାଟ୍ରିକ ପରୀକ୍ଷାରେ ଜିଲାର ସମୁଦାୟ ୨୭୧ଟି ସ୍କୁଲର ୧୬,୪୨୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବା…

ପଶ୍ଚିମବଙ୍ଗରେ ଏବେ ରିଲିଜ ହେବ ‘ଦ କେରଲା ଷ୍ଟୋରି’ , ବ୍ୟାନ ହଟାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୫: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଫିଲ୍ମ ‘ଦ କେରଲା ଷ୍ଟୋରି’ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ଗୁରୁବାର ସୁପ୍ରିମକୋର୍ଟ ହଟାଇ ଦେଇଛନ୍ତି। ବର୍ତ୍ତମାନ ଏହି ଚଳଚ୍ଚିତ୍ର ପଶ୍ଚିମବଙ୍ଗରେ ମଧ୍ୟ ମୁକ୍ତିଲାଭ କରିବ। ଏହି ମାମଲାର ଶୁଣାଣି ବେଳେ ସିଜେଆଇ କହିଛନ୍ତି, ପଶ୍ଚିମବଙ୍ଗ ସରକାରଙ୍କ…

‘ଧ୍ୱଂସ ଆଡ଼କୁ ଗତି କରୁଛି ପାକିସ୍ତାନ’

ଇସଲାମାବାଦ,୧୮ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କହିଛନ୍ତି, ଦେଶ ଧ୍ୱଂସ ଆଡ଼କୁ ଗତି କରୁଛି। ଏପରିକି ବାଂଲାଦେଶ ପରି ପାକିସ୍ତାନ ଖଣ୍ଡ ଖଣ୍ଡ ହୋଇଯିବ। ଶାସକ ଦଳ ତାଙ୍କ ବିରୋଧରେ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ଆଣି ଏପରି କହିଛନ୍ତି ।…

ସୁନ୍ଦରଗଡ଼ ଜିଲାରେ ମାଟ୍ରିକ ପରୀକ୍ଷାରେ ପାସ୍‌ କଲେ ୨୨,୩୭୦ ଛାତ୍ରୀଛାତ୍ର

ସୁନ୍ଦରଗଡ଼,୧୮ା୫(ଡି.ଏନ୍‌.ଏ.): ଗୁରୁବାର ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଗତଥର ଅପେକ୍ଷା ଚଳିତ ବର୍ଷ ଭଲ ରେଜଲ୍ଟ ହୋଇଥିବା ବୋର୍ଡ ସୂତ୍ରରୁ ପ୍ରକାଶ। ଚଳିତ ବର୍ଷ ରାଜ୍ୟରେ ମୋଟ୍‌ ପାସ୍‌ ହାର ୯୬.୪ ପ୍ରତିଶତ ଥିବା ବେଳେ ସୁନ୍ଦରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?