ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥ ପାଇଁ କାଠ ପଠାଗଲା
ଖଣ୍ଡପଡ଼ା,୧୦ା୩(ସ୍ବ.ପ୍ର): ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପ୍ରତିବର୍ଷ ପରି ଭୁବନେଶ୍ୱରରେ ଚଳିତ ମାସ ୨୯ରେ ଅନୁଷ୍ଠିତ ହେବ । ରୁକୁଣା ରଥ ନିର୍ମାଣ ନିମନ୍ତେ ଖଣ୍ଡପଡ଼ା ଅଞ୍ଚଳରୁ ୯ ଟି ଆମ୍ବଗଛ ଗଣ୍ଡି ଭୁବନେଶ୍ୱର ପଠାଯାଇଛି। ଖଣ୍ଡପଡ଼ା ବନବିଭାଗ ପକ୍ଷରୁ କିଆଝର…
ଖବର ପ୍ରକାଶ ପାଇବା ପରେ ତତ୍ପରତା
ଓଡ଼ଗାଁ,୧୦ା୩ (ସ୍ବ.ପ୍ର): ନୟାଗଡ଼ ଜିଲାର ଓଡ଼ଗାଁ ସମେତ ଅନ୍ୟ ବ୍ଲକରୁ ଧାନ ବିକ୍ରିରେ ସୁଧାର ଆଣିବାକୁ ଜିଲାପାଳ ସମ୍ବଲପୁର ମିଲରଙ୍କୁ ଧାନ କିଣିବାକୁ ଅନୁମତି ପ୍ରଦାନ କରିଥିଲେ। ବିନା କଟ୍ନୀ ଛଟନୀରେ ଧାନ କିଣିବାକୁ କୁହାଯାଇଥିଲା। ହେଲେ ସମ୍ବଲପୁର ମିଲର ମଧ୍ୟ…
ଆହୁରି ଶକ୍ତିଶାଳୀ ହେଲେ ସି ଜିନ୍ପିଙ୍ଗ: ତୃତୀୟଥର ରାଷ୍ଟ୍ରପତି ମନୋନୀତ
ବେଜିଂ,୧୦।୩: ନ୍ୟାଶନାଲ୍ ପିପୁଲ୍ସ କଂଗ୍ରେସ (ଏନପିସି) ର ୧୪ ତମ ବୈଠକରେ ସି ଜିନପିଙ୍ଗଙ୍କୁ ତୃତୀୟ ଥର ପାଇଁ ରାଷ୍ଟ୍ରପତି ଭାବେ ମନୋନୀତ କରାଯାଇଛି। ଏହା ତାଙ୍କ ଶକ୍ତି ଆହୁରି ବୃଦ୍ଧି କରିବ। ଶୁକ୍ରବାର ତାଙ୍କୁ ରାଷ୍ଟ୍ରପତି ଭାବରେ ତୃତୀୟ ଥର…
୫ ଦିନରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ସ୍ଥାନାନ୍ତର ହେବ
ନୟାଗଡ଼ ଅଫିସ,୧୦।୩: ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ଏବଂ ଅଣସଙ୍ଗଠିତ ଶ୍ରମିକଙ୍କୁ ସାମାଜିକ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦେବା ପାଇଁ ସହାୟତା ପ୍ରଦାନ ଶିବିର ନୟାଗଡ଼ ସହରର ବିଜୁ ପଟ୍ଟନାୟକ କଲ୍ୟାଣ ମଣ୍ଡପରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି…
ଅଂଶୁଘାତ ମୃତ୍ୟୁ ରିପୋର୍ଟ ତୁରନ୍ତ ଦେବାକୁ ନିର୍ଦ୍ଦେଶ
ଛତ୍ରପୁର,୧୦ା୩(ଡି.ଏନ୍.ଏ.): ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲାବାସୀଙ୍କୁ ସତର୍କ ରହିବା ଓ ଅଂଶୁଘାତଜନିତ ସୁରକ୍ଷା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ବୈଠକରେ ଜିଲାପାଳ ଅବଗତ କରାଇଥିଲେ ଯେ, ବିଗତ…
୧୨ ବର୍ଷ ପରେ ଘର ବାହୁଡ଼ା
ନୟାଗଡ଼ ଅଫିସ/ନୂଆଗାଁ,୧୦।୩(ଡି.ଏନ.ଏ.): ୧୨ ବର୍ଷ ପରେ ଘରକୁ ବାହୁଡିଲେ ୧୯ ବର୍ଷର ଯୁବକ ଶାନ୍ତନୁ ଜାନି। ପଣ୍ଡିଚେରୀରେ ଜଣେ ଠିକାଦାରଙ୍କ ପାଖରେ ନିର୍ଯାତିତ ହୋଇ ଅଭିଶପ୍ତ ଜୀବନଯାପନ କରୁଥିଲେ । ବଞ୍ଚିବା ପାଇଁ ଠିକାଦାର କେବଳ ଖାଇବାକୁ ଓ ପିନ୍ଧିବାକୁ ଦେଉଥିଲେ…
ଲିଫ୍ଟ ଦେବା ଆଳରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକ ଗିରଫ
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଲିଫ୍ଟ ଦେବା ଆଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରର ମୈତ୍ରୀବିହାର ଥାନା ଅଞ୍ଚଳରେ ମଙ୍ଗଳବାର ରାତିରେ ଏହି ଘଟଣା ଘଟିଥିବାବେଳେ ବୁଧବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ…
ଭୋକେଶନାଲ ଟ୍ରେନର୍ସଙ୍କ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ଧାରଣା
ଭୁବନେଶ୍ୱର,୧୦।୩(ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ସର୍ତ୍ତାବଳୀ ଲାଗୁ ଓ ପୂର୍ଣ୍ଣ ଶିକ୍ଷକତା ମାନ୍ୟତା ଦାବି ନେଇ ଭୋକେଶନାଲ ଟ୍ରେନର୍ସ ସଂଘ ପକ୍ଷରୁ ଲୋୟର ପିଏମ୍ଜିରେ ଧାରଣା ଦିଆଯାଇଛି। ଏଥିସହ ସମାନ କାମକୁ ସମାନ ଦରମା ଅନ୍ୟ ଏକ ଦାବି ରହିଛି। ଉଭୟ ଦାବି…
ଭାରତ-ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାର୍ତ୍ତା’କୁ ସମର୍ଥନ କରିବ ଆମେରିକା, ହେଲେ ନିଷ୍ପତ୍ତି ସେମାନଙ୍କୁ ନେବାକୁ ପଡିବ
ୱାଶିଂଟନ,୧୦ ।୩: ଆମେରିକା ଗୁରୁବାର ଦୋହରାଇଛି ଯେ ଦୀର୍ଘ ସମୟରୁ ଲାଗି ରହିଥିବା ବିବାଦର ସମାଧାନ କରିବାକୁ ଭାରତ ଓ ପାକିସ୍ତାନ ମଧ୍ୟରେ ‘ରଚନାତ୍ମକ କଥାବାତ୍ତା’କୁ ସମର୍ଥନ କରୁଛି । ଆମେରିକା ବୈଦେଶିକ ବିଭାଗର ଏକ ପ୍ରେସ ବ୍ରିଫିଙ୍ଗରେ ପ୍ରବକ୍ତା ନେଡ…
ଫୁଟ୍ବଲ ବେଟିଂ ଆପ୍ ଠକେଇ ମାମଲା : ଦୁବାଇ ମାଷ୍ଟରମାଇଣ୍ଡ ବିରୋଧରେ ଲୁକ୍ଆଉଟ୍ ସର୍କୁଲାର
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଫୁଟବଲ୍ ବେଟିଂ/ଗେମିଙ୍ଗ୍ ଆପ୍ (18football.com)ରେ ଦେଶବ୍ୟାପୀ ୧ହଜାର କୋଟିରୁ ଊର୍ଦ୍ଧ୍ୱ ଠକେଇ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅଧିକ ତଦନ୍ତ ଜାରି ରଖିଛି। ଏହି ମାମଲାରେ ମାଷ୍ଟରମାଇଣ୍ଡଙ୍କ ୨ ସହଯୋଗୀଙ୍କୁ ଇଓଡବ୍ଲ୍ୟୁ ୨ ସପ୍ତାହ ତଳେ ପଶ୍ଚିମବଙ୍ଗରୁ…
ଓଡ଼ିଶା ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି
ଭୁବନେଶ୍ୱର,୧୦।୩(ବ୍ୟୁରୋ): ଚଳିତବର୍ଷ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସ୍ଥାନୀୟ ଉତ୍କଳ ମଣ୍ଡପରେ ପାଳନ କରାଯିବ। ଏହି ଅବସରରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଇତିହାସ ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ସମ୍ପର୍କିତ ପ୍ରଦର୍ଶନୀ ସୂଚନା ଭବନରେ ଅନୁଷ୍ଠିତ ହେବ। ଏହି ପ୍ରଦର୍ଶନୀକୁ ସନ୍ଧ୍ୟାରେ ଉତ୍କଳ…
ନୂଆ ରୂପ ପାଇବ ରାଜଧାନୀ ଶ୍ମଶାନ
ଭୁବନେଶ୍ୱର,୧୦।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ବରର ୬୭ ୱାର୍ଡରେ ଥିବା ସମସ୍ତ ଶ୍ମଶାନକୁ ନୂଆ ରୂପ ମିଳିବ। ଭୁବନେଶ୍ବର ମହାନଗର ନିଗମ (ବିଏମସି) ଦ୍ବାରା ଏ ନେଇ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି । ପ୍ରତ୍ୟେକ ଶ୍ମଶାନର ପାଚେରି ନିର୍ମାଣ କରାଯିବା ସହ…
Archives


